Home

କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଆଇସୋଲେଶନରେ ରଖାଯାଇଥିବା ଜଣାପଡିଛି। ଅଭିନେତା ନିଜେ ଟୁଇଟ୍‌…

ଅଷ୍ଟ୍ରେଲିଆ ଗବେଷକଙ୍କ ମତ: ଦୁଇଟି ଔଷଧ କୋଭିଡ-୧୯କୁ ଆରୋଗ୍ୟ କରିପାରେ

ମେଲବୋର୍ନ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ସାମିଲ ହୋଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବା କୋଭିଡ-୧୯ର ଚିକିତ୍ସା ପାଇଁ ଗବେଷକମାନେ ଦିନରାତି ଏକ…

ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ, ଆଗୁଆ ଦିଆଯିବ ୩ ମାସର ପିଡିଏସ୍‌ ସାମଗ୍ରୀ: ମନ୍ତ୍ରୀ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ। କିଛି ଗୁଜବକାରୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। କେବଳ ଲୋକେ ସଚେତନ ହେବା ଦରକାର, ଆମେ ଉଦ୍ୟମ କରୁଛୁ। ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବିଭାଗ…

ହିତାଧିକାରୀଙ୍କୁ ଆଗୁଆ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ମିଳିବ। ଏପ୍ରିଲ, ମେ, ଜୁନ୍‌ ଓ ଜୁଲାଇ ମାସର ଆଗୁଆ ଭତ୍ତା ଖୁବ୍‌ଶୀଘ୍ର ହିତାଧିକାରୀଙ୍କୁ ବଣ୍ଟନ କରାଯିବ। ଏ ନେଇ ସୋମବାର ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି।

କରୋନା ଆତଙ୍କ: ସ୍ପେନ୍‌ରେ ଫୁଟବଲ୍‌ କୋଚଙ୍କ ମୃତ୍ୟୁ

ମାଦ୍ରିଦ,୧୭।୩: କରୋନା ଭାଇରସ୍‌ ପ୍ରକୋପରୁ କେହି ବର୍ତ୍ତି ପାରିନାହାଁନ୍ତି। ସାରା ବିଶ୍ୱରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ପୂର୍ବରୁ କେତେକ ମ୍ୟାଚ୍‌ ବାତିଲ କରାଯାଇଥିବା ବେଳେ ଷ୍ଟାଡିୟମ୍‌ ଭିତରକୁ ଦର୍ଶକଙ୍କୁ ଯିବା…

ଦେଶକୁ ମାଡ଼ି ଆସୁଛି ଆର୍ଥିକ ସୁନାମୀ: ରାହୁଲ

ନୂଆଦିଲ୍ଲୀ,୧୭।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଦେଶକୁ ଆର୍ଥିକ ସୁନାମୀ ମାଡି ଆସୁଛି। ଦେଶରେ ଏବେ କରୋନା ଭାଇରସ କାୟା ବିସ୍ତାର କରୁଥିବା ବେଳେ ଭବିଷ୍ୟତରେ ଭାରତର ଅର୍ଥ ବ୍ୟବସ୍ଥା ଆହୁରି ବିଗିଡି ଯିବ ବୋଲି ସେ କହିଛନ୍ତି।…

କରୋନା ସତର୍କତା:ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ବୃଦ୍ଧି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ସମୟ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟ ସରକାରଙ୍କୁ ସହଯୋଗ…

ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର

ଦିଗପହଣ୍ଡି,୧୭।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା ଗହଣା ସମେତ ନଗଦ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ମହିଳା ଜଣକ ମଙ୍ଗଳବାର ଦିଗପହଣ୍ଡି…

କରୋନା ଭୟ: ସଂକ୍ରମଣ ପୂର୍ବରୁ ନିଜକୁ ଅଲଗା କରି ରଖିଲେ ମୋଦିଙ୍କ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନା ପରେ ଏବେ ଇଟାଲି, ଇରାନରେ ସବୁଠାରୁ ଅଧିକ ପରିମାଣରେ ଲୋକ କରୋନାରେ ସଂକ୍ରମିତ ହେବା ସହ ସେମାନଙ୍କର ମୃତ୍ୟୁ ମଧ୍ୟ ହେଉଛି। ଭାରତରେ ବି କରୋନା ସ୍ଥିତି…

ଘରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଥିବା ସନ୍ଦିଗ୍ଧଙ୍କ ହାତରେ ଲଗାଯାଉଛି ମୋହର

ମୁମ୍ବାଇ,୧୭।୩: ଭାରତରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଥିବା ବେଳେ ଏଥିଯୋଗୁ ମହାରାଷ୍ଟ୍ର ଅତ୍ୟଧିକ ପ୍ରଭାବିତ ହୋଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏପର୍ଯ୍ୟନ୍ତ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡ଼ିଛି।…

ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ

ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା ଭାଇରସର ପ୍ରଭାବ ଯୋଗୁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମୁଲତବି ଥିବା…

କରୋନା ପ୍ରଭାବ: ଦିନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସତର୍କତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି। ଏହି ପରିପ୍ରେକ୍ଷୀରେ ଆହାର କେନ୍ଦ୍ର ଖୋଲା ରହିବା ସମୟ ଅବଧିକୁ ସୋମବାରଠାରୁ ବଢ଼ାଯାଇଛି। ଏହା ଦିନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri