Home

ଲକ୍‌ଡାଉନ୍‌ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ

ମୁମ୍ବାଇ: କରୋନା ଭାଇରସ୍‌କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହା ସତ୍ତ୍ୱେ…

ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ

ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ଏଠାରେ ୩୩ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା…

ଆର୍‌.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ

ଆର୍‌.ଉଦୟଗିରି,୯ା୪(ଡି.ଏନ୍‌.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ ସହ ମୁକାବିଲା ପ୍ରୟାସ ଜୋରଦାର ଚାଲିଛି। ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି…

ଜୁନ୍‌ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ…

ଏସ୍‌.ଛଚିନା ପଞ୍ଚାୟତରେ କ୍ଲୋରିନ୍‌, ବ୍ଲିଚିଂ ସିଞ୍ଚନ

ବେଗୁନିଆପଡ଼ା,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍‌.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍‌ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି। ଗ୍ରାମର…

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା ପ୍ରତିପକ୍ଷ…

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଆକ୍ରାନ୍ତ…

ଇନ୍ଦୋରରେ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଇନ୍ଦୋର,୯।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କରୋନା ଯୋଦ୍ଧା ମଧ୍ୟ ସଂକ୍ରମିତ ହେଉଛନ୍ତି। ବିଭିନ୍ନ ରାଜ୍ୟରେ କେତେକ ଡାକ୍ତର, ନର୍ସ ଓ ପୋଲିସ କର୍ମୀ ସଂକ୍ରମିତ ହେଉଥିବା ନଜିର…

ମାଗଣାରେ ମାସ୍କ ବାଣ୍ଟିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପ୍ରଶାସନ ପକ୍ଷରୁ ଗୁରୁବାର ସହରର ରାସ୍ତାପାର୍ଶ୍ୱରେ ପନିପରିବା ବ୍ୟବସାୟ କରୁଥିବା ବ୍ୟବସାୟୀ ବିଶେଷକରି ମହିଳାମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରାଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ନେତୃତ୍ୱରେ ଏନ୍‌ଏ୍‌ସି କର୍ମଚାରୀମାନେ ସହର…

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦିଆଯାଇଥିବାରୁ ଟ୍ରମ୍ପ ମୋଦିଙ୍କର ଏହି ସାହାଯ୍ୟକୁ ନେଇ ତାଙ୍କୁ ଟେରିଫିକ୍‌ ବୋଲି କହିଛନ୍ତି।…

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି। ତେବେ…

କୋଭିଡ୍‌-୧୯ ଜରୁରୀ ସେବାରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ଫେରାର

କୋରୁକୋଣ୍ଡା,୯ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ କୋଭିଡ୍‌-୧୯ ଜରୁରୀ ସେବାରେ ନିଯୋଜିତ ଗାଡ଼ିଟି ଗୁରୁବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଗାଡ଼ି ନମ୍ବର ଓଡି ୦୨ ଜେ ୯୩୭୭ ହୋଇଥିବା ବେଳେ ଏହାକୁ ପୂର୍ଣ୍ଣଧାର ମୁଦୁଲି ନାମକ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?