Home

ପର୍ଯ୍ୟଟକଙ୍କ ଲାଗି ବନ୍ଦହେଲା ତାଜମହଲ

ନୂଆଦିଲ୍ଲୀ, ୧୭।୩: କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣକୁ ରୋକିବା ଓ ଲୋକଙ୍କୁ ସଚେତନ କରାଇବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ଶିକ୍ଷାନୁଷ୍ଠାନ, ମଲ୍‌, ହୋଟେଲ, ସିନେମା…

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌, ସିନେମା ହଲ, ପର୍ଯ୍ୟଟନ ସ୍ଥଳ ଓ ଧର୍ମାନୁଷ୍ଠାନ ଆଦିକୁ ବନ୍ଦ କରିବା ଲାଗି ଅନୁଷ୍ଠିତ…

୫୦ ଖିଲାପିଙ୍କ ତାଲିକା ମାଗିଲେ ରାହୁଲ

ନୂଆଦିଲ୍ଲୀ, ୧୭।୩: ଲୋକ ସଭାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅନାଦାୟ ଋଣ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ। ସବୁଠାରୁ ଅଧିକ ଋଣ ଖିଲାପ କରି ଜାଣିଶୁଣି ଶୁଝୁ ନ ଥିବା ୫୦ ଜଣଙ୍କ ତାଲିକା ସରକାର ଦେବା ଲାଗି…

ୟୁରୋପରେ ବିଗୁଡ଼ୁଛି କରୋନା ସ୍ଥିତି

ମାଡ୍ରିଡ୍‌, ୧୭।୩: ପ୍ରାଣଘାତୀ କରୋନା ଭାଇରସ୍‌ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଥିବାବେଳେ ୟୁରୋପରେ ଏହା ସର୍ବାଧିକ ପ୍ରଭାବ ବିସ୍ତାର କରିଛି। ସ୍ପେନ୍‌ରେ ଗତ ୨୪ ଘଣ୍ଟା ମଧ୍ୟରେ ଏକ ହଜାର ଲୋକ ସଂକ୍ରମିତ ହୋଇଥିବା ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦର୍ଶାଯାଇଛି।…

ବ୍ରିଟେନ୍‌, ଇୟୁ, ତୁର୍କୀ ଯାତ୍ରୀଙ୍କୁ ଭାରତ ମନା

ନୂଆଦିଲ୍ଲୀ,୧୭।୩:କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାର ବିଦେଶୀ ଯାତ୍ରୀଙ୍କ ଆଗମନ ଉପରେ ସୋମବାର ଅଧିକ କଟକଣା ଲଗାଇଛନ୍ତି। ମାର୍ଚ୍ଚ ୧୮ରୁ ୩୧ ପର୍ଯ୍ୟନ୍ତ ୟୁରୋପୀୟ ସଂଘ (ଇୟୁ), ବ୍ରିଟେନ୍‌ ଏବଂ ତୁର୍କୀର ଯାତ୍ରୀଙ୍କ ଭାରତ ଆଗମନ ଉପରେ ନିଷିଦ୍ଧାଦେଶ ଜାରି…

ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ଟ୍ରମ୍ପ୍‌ଙ୍କ ଆହ୍ବାନ

ଓ୍ବାଶିଂଟନ,୧୭।୩(ପି.ଟି.): ଆମେରିକାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦ ଟପିଥିବାବେଳେ ସେଠାରେ ତେଜରାତି ଓ ଅନ୍ୟାନ୍ୟ ସାମଗ୍ରୀ ଆଗକୁ ନ ମିଳିବା ଆଶଙ୍କାରେ ଲୋକେ ତାହାକୁ ଗଚ୍ଛିତ କରି ରଖୁଥିବା ଜଣାପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌…

ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍‌ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ମାମଲା ଭାବେ ଗ୍ରହଣ କରି ଶୁଣାଣି ପାଇଁ ନିଷ୍ପତ୍ତି ନେଇଛନ୍ତି।…

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର ହେବାର…

ମହାମାରୀ ବର୍ଷକୁ ନେଉଛି ୭.୨୦ ଲକ୍ଷ ଜୀବନ: ବିଶ୍ୱକୁ କ୍ଷତି ୩୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୭।୩: ଚିକିତ୍ସା ବିଜ୍ଞାନର ଦ୍ରୁତ ଅଗ୍ରଗତି ସତ୍ତ୍ୱେ କରୋନା ଭଳି ରୋଗ ମହାମାରୀ ରୂପ ନେଇଥିବା ଦେଖାଯାଇଛି। ଏଭଳି ବିଭିନ୍ନ ମହାମାରୀ ଯୋଗୁ ବିଶ୍ୱ ଅର୍ଥବ୍ୟବସ୍ଥା ବୃହତ୍‌ କ୍ଷତି ସହୁଛି। ୟୁରୋପୀୟ ପାର୍ଲାମେଣ୍ଟର ଏକ ରିପୋର୍ଟ ମୁତାବକ ଏଭଳି ସମସ୍ୟା ଯୋଗୁ…

ରଞ୍ଜନ ଗୋଗୋଇ ରାଜ୍ୟ ସଭାକୁ ମନୋନୀତ

ନୂଆଦିଲ୍ଲୀ, ୧୭।୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୮୦ର ଧାରା (୧)ର ଉପଧାରା (କ)ରେ…

ଆଜି ଆସ୍ଥାଭୋଟ ଲାଗି ସାନି ନିର୍ଦ୍ଦେଶ

ଭୋପାଳ,୧୭।୩: ମଙ୍ଗଳବାର ସୁଦ୍ଧା ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ସୋମବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପାଇଁ ସାନି ସମୟସୀମା ଧାର୍ଯ୍ୟ କରିଛନ୍ତି। ଯଦି ସରକାର ଶକ୍ତି ପରୀକ୍ଷାର ସମ୍ମୁଖୀନ ନ ହୁଅନ୍ତି ତେବେ ଏହା ଆସ୍ଥା ହରାଇଥିବା…

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri