Home

୨ ଦିନରେ ଜେଲ୍‌ରେ କଏଦୀ ତିଆରି କଲେ ୨୦୦୦ ମାସ୍କ

ଭୋପାଳ: କରୋନା ଭୂତାଣୁ ସଂକ୍ରମଣକୁ ଏଡ଼ାଇବା ପାଇଁ ମଧ୍ୟପ୍ରଦେଶର ଭୋପାଳ ସେଣ୍ଟ୍ରାଲ ଜେଲରେ ଥିବା କଏଦୀମାନେ ମାସ୍କ ତିଆରି କରିଛନ୍ତି। ୨ ଦିନରେ ଏଠାରେ ୨୦୦୦ ମାସ୍କ ପ୍ରସ୍ତୁତ କରାଯାଇଛି। ଜେଲ ପରିଚାଳନା କର୍ତ୍ତୃପକ୍ଷ କହିଛନ୍ତି, ଏହି ମାସ୍କଗୁଡ଼ିକ ମଧ୍ୟରୁ କିଛି…

ଲୋକଙ୍କ ଉପରେ ପ୍ରଥମ କରୋନା ଭାଇରସ୍‌ ଟିକା ପ୍ରୟୋଗ କରିବ ଆମେରିକା

ଓ୍ବାଶିଂଟନ୍‌,୧୬।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଚାଲିଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପ୍ରକାରର ଉଦ୍ୟମ ଚଳାଇଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହାକୁ ମାହାମାରୀ ବୋଲି ଘୋଷଣା କରିସାରିଥିବା ବେଳେ ବିଭିନ୍ନ ଦେଶର…

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି…

ରାଜନଗରରେ କରୋନା ସନ୍ଦେହ: ନିରୀକ୍ଷଣରେ ୩ ଯୁବକ

ରାଜନଗର, ୧୬।୩(ଡି.ଏନ୍‌.ଏ.): ଓଡ଼ିଶାରେ ପ୍ରଥମ କରୋନା ପଜିଟିଭି ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଦେଶ ଫେରନ୍ତା ୩ ଯୁବକଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରୀକ୍ଷଣ ଲାଗି ରଖାଯାଇଛି। ସେମାନେ…

ଭଦ୍ରକରେ କରୋନା ସତର୍କତା: ପ୍ରଶାସନ ପକ୍ଷରୁ ଛୁଟି ବାତିଲ

ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ…

ଉପକାରୀ ଆମ୍ବପତ୍ର

ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍‌। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ ବିଷୟରେ। ଆମ୍ବପତ୍ର ବିଭିନ୍ନ ପ୍ରକାର ନ୍ୟୁଟ୍ରିଏନଟ୍‌ରେ ଭରପୂର। ଏଥିରେ ଜୀବସାର ଏ, ବି, ସି…

ସ୍କୁଲ ବନ୍ଦ ନ କରିବାକୁ ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତ୍ରିଲୋଚନପୁର ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର କମ ଥିବା ଦର୍ଶାଇ ଉକ୍ତ ସ୍କୁଲକୁ ବନ୍ଦ କରିଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ସ୍କୁଲକୁ ବନ୍ଦ କରାଗଲେ ସେମାନଙ୍କ ପିଲାଛୁଆ ପାଠପଢ଼ାରୁ…

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି। ସେ କହିଛନ୍ତି ଯେଉଁ ବ୍ୟକ୍ତିମାନେ ମଧୁମେହ, ଆଜ୍‌ମା, ଉଚ୍ଚ ରକ୍ତଚାପ…

ରୋଗ ପ୍ରତିରୋଧକ ଶକ୍ତି ଓ ଇବୋଲା ଭାଇରସ୍‌

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିଲେ ଆମେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରୁ। ତେଣୁ ଏଥିପ୍ରତି ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ। ହେଲେ ଏକ ପ୍ରକାର ଭାଇରସ୍‌ ଯଦି ଆମ ଶରୀରରେ ନିଜର କାୟା ବିସ୍ତାର…

ସାମାଜିକ ବାସନ୍ଦ ଅଭିଯୋଗ, ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ପରିବାର

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା କାଶିପାଲି ଗ୍ରାମର ୪ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏକ ଦୋକାନ ନିର୍ମାଣକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ସେମାନଙ୍କ ବିରୋଧରେ ଏଭଳି କରାଯାଇଛି ବୋଲି ଉକ୍ତ ୪ ପରିବାରର ଲୋକେ ଅଭିଯୋଗ…

ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି। ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ମହାମାରୀ ରୋଗ ଆଇନ ୧୮୯୭ ଧାରା ୨(୧) ବଳରେ ସୋମବାର ଏହି ସୂଚନା…

ଆଣ୍ଠୁଗଣ୍ଠି ଯନ୍ତ୍ରଣା କମାଇବ ହର୍‌ମୋନ

ଆଜିକାଲି ଆଣ୍ଠୁଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। କେବଳ ବୟସ୍କ ବ୍ୟକ୍ତି ନୁହନ୍ତି, ଯୁବାବସ୍ଥାରେ ଅନେକେ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏପରି ଯନ୍ତ୍ରଣାରୁ କିପରି ଉପଶମ ମିଳିବ, ସେ ନେଇ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri