ଜଳବାୟୁ ପରିବର୍ତ୍ତନ ଓ ମାନସିକତା
ବର୍ତ୍ତମାନ ଜଳବାୟୁର ପରିବର୍ତ୍ତନ ପରିବେଶବିତ୍ଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାର ସିଧାସଳଖ ପ୍ରଭାବ କେବଳ ମାନବ ସମାଜ ନୁହେଁ, ପଶୁପକ୍ଷୀ, ବୃକ୍ଷଲତା ଉପରେ ପଡ଼ିଥାଏ। ଯଦି ଜଳବାୟୁ ସ୍ବାସ୍ଥ୍ୟୋପଯୋଗୀ ନ ରହିଲା, ତେବେ ସେଥିଯୋଗୁ ଆମର ମାନସିକତା ପ୍ରଭାବିତ ହେବା…
ଟ୍ରମ୍ପଙ୍କ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ
ଜେରୁଜେଲମ,୧୬।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ତା’ କବଳକୁ ନେଇ ସାରିଲାଣି। ଚାଇନା ପରେ ଏହା ପାଖାପାଖି ୧୪୫ ଦେଶକୁ ବ୍ୟାପିଥିବା ବେଳେ ଇଟାଲି ଏବେ ଏହାର ନୂଆ ଠିକଣା ପାଲଟି ଯାଇଛି। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି…
ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା
ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ…
ସୂର୍ଯ୍ୟ ପର୍ଯ୍ୟବେକ୍ଷଣ ମହାକାଶ ଯାନ
”ସୂର୍ଯ୍ୟ ଅଭିଯାନରେ ଅନେକ ମହାକାଶ ଯାନ ଯିବା ସତ୍ତ୍ୱେ ସୂର୍ଯ୍ୟଙ୍କୁ ନେଇ କେତେକ ଦ୍ୱନ୍ଦ୍ୱ ଦୂର ହୋଇନାହିଁ । ସୌର ପରିମଣ୍ଡଳର ସର୍ବଶେଷ ସ୍ତରକୁ କୋରୋନା କୁହାଯାଏ । ଏହା କେବଳ ପୂର୍ଣ୍ଣଗ୍ରାସ ସୂର୍ଯ୍ୟୋପରାଗ ସମୟରେ ଖାଲି ଆଖିକୁ ଦେଖାଯାଏ। ଏହାର…
ଲୋକମାନ୍ୟ ତିଲକ ଏକ୍ସପ୍ରେସର ଇଞ୍ଜିନ୍ରୁ ୨ ବଗି ଅଲଗା
ଚୌଦ୍ୱାର,୧୬।୩(ଡି.ଏନ୍.ଏ.): ଲୋକମାନ୍ୟ ତିଲକ ଏକ୍ସପ୍ରେସର ୨ଟି ବଗି ଇଞ୍ଜିନ୍ରୁ ଅଲଗା ହୋଇଯାଇଥିବା ସୂଚନା ମିଳିଛି। ଏକ୍ସପ୍ରେସଟି ଭୁବନେଶ୍ୱରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବାବେଳେ ସୋମବାର ଶାଳଗାଁ-ବରହମ୍ପୁର ଷ୍ଟେଶନ ପଲାସିଆ ନିକଟରେ ୨ଟି ବଗି ଇଞ୍ଜିନ୍ରୁ ଅଲଗା ହୋଇଯାଇଥିବା ନେଇ ରେଳବାଇ କର୍ତ୍ତୃପକ୍ଷ…
କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା
ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ କରୋନାର ସ୍ଥିତି ସାଂଘାତିକ ଥିବା ବେଳେ ମଧ୍ୟପ୍ରଦେଶ ସରକାରଙ୍କୁ କରୋନା ବଞ୍ଚାଇ ଦେବ ବୋଲି…
ଦୋକାନର ନାଁ ‘ଗବର୍’ କଫିର ନାଁ ‘ବାସନ୍ତୀ’
କଟକ ଅଫିସ,୧୬।୩: କଟକ ମହାନଦୀ ବିହାର ଛକରେ ରହିଛି ଏକ ଦୋକାନ। ଯାହାର ନାଁ ହେଉଛି ଗବର୍। ବଲିଉଡ୍ ଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗବର ଇଜ୍ ବ୍ୟାକ୍’ରୁ ଅନୁପ୍ରାଣିତ ହୋଇ ଏଭଳି ନିଆରା ଦୋକାନ କରିଛନ୍ତି ରଞ୍ଜନ କୁମାର…
ମହିଳା ଥାନାରେ ହେବ ଚାଇଲ୍ଡ ଫ୍ରେଣ୍ଡଲି ରୁମ୍
ଭୁବନେଶ୍ୱର,୧୬।୩(ବ୍ୟୁରୋ): ପ୍ରତିଦିନ ମହିଳା ଥାନାକୁ ଏକାଧିକ ମହିଳାମାନେ ନିଜର ଅଭିଯୋଗ ନେଇ ଆସୁଛନ୍ତି। ଏପରିକି ସେମାନେ ସାଥିରେ ସେମାନଙ୍କ ପିଲାଙ୍କୁ ମଧ୍ୟ ଥାନାକୁ ଆଣୁଛନ୍ତି। ଫଳରେ ମା’ ଅଭିଯୋଗ ଲେଖିବା ସମୟରେ ଶିଶୁମାନେ ହଇରାଣ କରିବା ସହ ଥାନା କର୍ମଚାରୀ ଶିଶୁଙ୍କୁ…
କରୋନା ମାଡ଼ରେ ବେପାର ମାନ୍ଦା
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛିା ହାଟ, ବଜାର, ସଭା ସମିତିକୁ ନ ଯିବାକୁ ବାରଣ କରାଯାଉଛି। ଦେଶର ବିଭିନ୍ନ ରାଜ୍ୟରେ ଏବେ ହାଟ, ବଜାର, ମଲ୍ ବନ୍ଦ ହୋଇଯାଇଥିବା ବେଳେ ଅଧିକାଂଶ…
ଇଟାଲିରେ ଗୋଟିଏ ଦିନରେ ୩୬୮ ମୃତ: ବିଶ୍ୱ ଯୁଦ୍ଧରେ ବି ଦେଖିବାକୁ ମିଳି ନ ଥିଲା ଏଭଳି ଦିନ
ରୋମ,୧୬।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଦେଇଛି। ଗୋଟିଏ ପଟେ ଚାଇନାରେ ଏବେ କରୋନା ଭାଇରସରେ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ଏବେ ଇଟାଲିରେ ଏହା ତା’ର କାୟା ବିସ୍ତାର…
ଓଡ଼ିଶାରେ କରୋନା; ସ୍ପଷ୍ଟକଲେ ସରକାର, ଗଣମାଧ୍ୟମକୁ ଦେଲେ ଚେତାବନୀ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଗୀତଗୋବିନ୍ଦ ସଦନରେ ସୋମବାର ଆୟୋଜିତ୍ ପ୍ରେସ୍ମିଟରେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଏହା ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ୩୩ ବର୍ଷୀୟ ଯୁବକ ଇଟାଲୀରେ ଗବେଷଣା…
ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍ : ପ୍ରତିବାଦରେ ରାସ୍ତା ଅବରୋଧ
ରସୁଲପୁର,୧୬।୩(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପରିବା ହାଟ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ…
Archives


