Home

କରୋନାରେ ପୂର୍ବତନ ୟୁରୋପିଆନ ଚାମ୍ପିୟନଙ୍କ ମୃତ୍ୟୁ

ମିଲାନ, ୮ା୪ (ଏଏଫ୍‌ପି): କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଇଟାଲୀର ପୂର୍ବତନ ୟୁରୋପିଆନ ଇନ୍‌ଡୋର ଚାମ୍ପିୟନ ଡୋନାଟୋ ସାବିଏଙ୍କ ମୃତ୍ୟୁ ଘଟିଛି। ଇଟାଲିଆନ ଆଥଲେଟକ୍ସ ଫେଡେରେଶନ (ଫିଡାଲ୍‌) ତରଫରୁ ବୁଧବାର ସୂଚନା ଦିଆଯାଇଛି। ଡୋନାଟୋଙ୍କୁ ୫୬ ବର୍ଷ ହୋଇଥିଲା। ୧୯୮୪ରେ ଗୋଥେନ୍‌ବର୍ଗଠାରେ…

ଗରିବ ଲୋକଙ୍କୁ ରୋଷେଇ ସାମଗ୍ରୀ, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୮ା୪: କରୋନା ଲକଡାଉନ୍‌ ସମୟରେ ଦିନମଜୁରିଆମାନେ ଅଡୁଆରେ ପଡିଛନ୍ତ। ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ଚିହ୍ନଟ ହୋଇଛନ୍ତି ସେମାନେ ପିଡିଏସ୍‌ ଚାଉଳ, ଭତ୍ତା ଟଙ୍କା ପାଉଛନ୍ତି। ମାତ୍ର ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ସାମାଜିକ ସୁରକ୍ଷା…

ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ଲୋଇସିଂହା, ୮।୪(ଡି.ଏନ.ଏ.): ବଲାଙ୍ଗୀର ସଦର ବ୍ଲକ ସକମା ପଞ୍ଚାୟତ ପକ୍ଷରୁ ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇବା ବ୍ୟବସ୍ଥା ଅଦ୍ୟାବଧି ଗ୍ରହଣ କରାଯାଇନାହିଁ। ପଞ୍ଚାୟତ ଅଧୀନ ଫାସଡ ଗ୍ରାମର ଏସ୍‌ଏଚ୍‌ଜି ଗ୍ରୁପ ପକ୍ଷରୁ ଗ୍ରାମର ପ୍ରାୟ ୨ଶହ ଅସହାୟଙ୍କୁ ବୁଧବାରଠାରୁ ରନ୍ଧାଖାଦ୍ୟ ଦେବା ବ୍ୟବସ୍ଥା…

ପ୍ରସ୍ତାବିତ କୋଭିଡ ହସ୍ପିଟାଲ ବୁଲି ଦେଖିଲେ ୫-ଟି ସଚିବ

ଭଦ୍ରକ ଅଫିସ, ୮ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକରେ କରୋନା ସନ୍ଦିଗ୍ଧ ଏବଂ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ଭାବେ ମୋଟେଲ ଛକସ୍ଥିତ ସାଳନ୍ଦୀ ଘରୋଇ ହସ୍ପିଟାଲକୁ ମନୋନୀତ କରାଯାଇଛି। ଯେଉଁମାନେ ସନ୍ଦିଗ୍ଧ ସେମାନଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଏହି ହସ୍ପିଟାଲରେ…

କରୋନା ମୁକାବିଲା ପାଇଁ ସହାୟତା

ଖୁଣ୍ଟା,୮ା୪(ଡି.ଏନ୍‌.ଏ.): କରୋନାର ମୁକାବିଲା ପାଇଁ ଖୁଣ୍ଟା ଅଞ୍ଚଳର କେତେକ ସହୃଦୟ ବ୍ୟକ୍ତି ସହଯୋଗର ହାତ ବଢ଼ାଇଛନ୍ତି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଖୁଣ୍ଟା ଶାଖାରେ ବ୍ୟାଙ୍କ ମିତ୍ର ଭାବେ କାର୍ଯ୍ୟରତ ବାନ୍ଧଗଡ଼ା ଗ୍ରାମର ଭାରତୀ ସିଂ ନିଜର ଏକ ମାସର ବେତନ ୬୦୦୦…

୧୨୨ ନମୁନାରୁ ୯୦ ନେଗେଟିଭ୍‌

ବାରିପଦା ଅଫିସ, ୮ା୪: କରୋନା ଭାଇରସ୍‌ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଜିଲାର ୧୨୨ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦ଟି ନମୁନା ନେଗେଟିଭ୍‌ ଆସିଥିବା ବେଳେ ବାକିଗୁଡ଼ିକର ରିପୋର୍ଟ ଆସି ନ ଥିବା ଜିଲା ପ୍ରଶାସନ ପକ୍ଷରୁ…

୨୧ ଦିନିଆ ସ୍ବତନ୍ତ୍ର ଛୁଟିରେ ଗଲେ ୧୧ କଏଦୀ

କେନ୍ଦୁଝର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜେଲରେ କଏଦୀଙ୍କ ସଂଖ୍ୟା ଅଧିକ ଥିବାରୁ ଏହା କରୋନା ମୁକାବିଲା ଦିଗରେ ସମସ୍ୟା ସୃଷ୍ଟି କରିବା ଆଶଙ୍କା କରି ସରକାର ବିଚାରାଧିନ ବନ୍ଦୀଙ୍କୁ ଅନ୍ତରୀଣ ଜାମିନ ଓ ପାରୋଲରେ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ନିଶା କାରବାର,ବଳାକତ୍ାର,ଯୌନ ନିର୍ଯାତନା,ଏସିଡ୍‌ ମାଡ଼…

ବିନା ପାସ୍‌ରେ ଆଉ ଗଡିବନି ଗାଡି

ବରଗଡ଼ ଅଫିସ,୮।୪: ଘାତକ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ଦୋକାନ, ବଜାର ପରେ ବରଗଡ଼ ଜିଲା ପ୍ରଶାସନ ଏବେ ରାସ୍ତାର ଗାଡି ଚଳାଚଳ ଉପରେ କଟକଣା ଲାଗୁ କରିଛନ୍ତି। ବିନା ପାସ୍‌ରେ…

ରିଲିଫ ପାଣ୍ଠିକୁ ଦାନ କଲେ ଏସ୍‌ଏଚଜି

ବାଲେଶ୍ୱର ଅଫିସ, ୮।୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ପୌରାଞ୍ଚଳ ସିଆଡ଼ି ମଙ୍ଗଳା ଏସ୍‌ଏଚ୍‌ଜି ତରଫରୁ ୧୦ହଜାର, ମଠବାଡ଼ି ଅଞ୍ଚଳର ମା’ ତାରିଣୀ…

ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା

ସୁନ୍ଦରଗଡ, ୮ା୪(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ଗୁରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ବଡଗାଁ ମାତାଲଗଡା ବସ୍ତିର ଆନନ୍ଦ କୁମାର ଲାକ୍ରା(୩୦)। ସମ୍ପୃକ୍ତ ଯୁବକ…

ଲୋକଙ୍କୁ ମାସ୍କ ବାଣ୍ଟିଲା ପୋଲିସ

ଖୋର୍ଦ୍ଧା ଅଫିସ,୮ା୪: ଖୋର୍ଦ୍ଧା ବ୍ଲକ ତୋଟାପଡା ଗ୍ରାମରେ ଗରିବ, ଅସହାୟ ଲୋକଙ୍କୁ ସହଯୋଗର ହାତ ବଢାଇଛି ପୋଲିସ। ଆଦର୍ଶ ଥାନା ଅଧିକାରୀ ଉମାଶଙ୍କର ସିଂ ବୁଧବାର ଏହି ଗ୍ରାମରେ କରୋନା ଭୂତାଣୁ ସଂକ୍ରମଣ ନେଇ ଲୋକଙ୍କୁ ସଚେତନ କରିଥିଲେ। ହାତକୁ ବାରମ୍ବାର…

୮୦୭୪୬ ହିତାଧିକାରୀଙ୍କୁ ତିନିମାସର ଅଗ୍ରୀମ ଚାଉଳ ବଣ୍ଟନ

ଉଲୁଣ୍ଡା, ୮ା୪(ଡି.ଏନ.ଏ.): ରାଜ୍ୟ ତଥା କେନ୍ଦ୍ର ସରକାର କରୋନରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ ଘୋଷଣା ପରେ ଗରିବ ପରିବାରମାନେ ଯେମିତି ଅସୁବିଧାର ସମ୍ମୁଖୀନ ନହେବେ ସେଥିପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଗ୍ରୀମ ତିନି ମାସର ଚାଉଳ ଯୋଗଇ ଦିଆଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?