କେନ୍ଦ୍ରକୁ ଅସମ୍ଭାଳ କଶ୍ମୀର
ନୂଆଦିଲ୍ଲୀ,୧୬।୩: ଖୁବଶୀଘ୍ର ରାଜ୍ୟ ମାନ୍ୟତା ଫେରିପାଇବ ଜମ୍ମୁ-କଶ୍ମୀର। ଉପତ୍ୟକାରେ ହେବ ନାହିଁ ଜନସଂଖ୍ୟାଗତ ପରିବର୍ତ୍ତନ। ମୁକ୍ତ ହେବେ ସମସ୍ତ ରାଜନୈତିକ ବନ୍ଦୀ। ନୂଆଦିଲ୍ଲୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କଠାରୁ ମିଳିଛି ଏଭଳି ପ୍ରତିଶ୍ରୁତି। କେବଳ ଶାହା ନୁହନ୍ତି, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍ କାଉନସିଲ୍ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’
କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଶିକ୍ଷାନୁଷ୍ଠାନ, କ୍ଲବ, ଜିମ୍, ସିନେମା ହଲ୍ ଏବଂ ଜନଗହଳିପୂର୍ଣ୍ଣ…
କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍ (କୋଭିଡ୍-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ ବିଶ୍ୱାସ ନ କରିବାକୁ ରବିବାର ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ…
ଆଜିଠାରୁ ଟ୍ବିନ୍ସିଟିରେ ମଲ୍ ବନ୍ଦ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍ସିଟି ରେ ଥିବା ମଲ୍ଗୁଡିକୁ ବନ୍ଦ ଘୋଷଣା କରାଯାଇଛି। ସିନେମା ହଲ୍, କ୍ଲବ୍ ଆଦି ବନ୍ଦ ହେବା ପରେ…
କରୋନା ପାଇଁ ଆଶ୍ୱସ୍ତ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସନ୍ତି। ବିଶ୍ୱନିୟନ୍ତାଙ୍କ ସେବା କରିବାର ସାମାନ୍ୟ ସୁଯୋଗ ଯିଏ ପାଏ, ସେ ଭାବଭକ୍ତିରେ ହଜିଯାଏ। ହେଲେ କେତେଜଣ…
ମାସ୍କ, ହ୍ୟାଣ୍ଡ୍ ସାନିଟାଇଜର ଅତ୍ୟାବଶ୍ୟକ ସାମଗ୍ରୀ ଘୋଷିତ, ଯାଞ୍ଚ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ମାସ୍କ ଓ ହ୍ୟାଣ୍ଡ୍ ସାନିଟାଇଜରର ଜରୁରୀ ଆବଶ୍ୟକତା ରହିଛି। ଏପରିସ୍ଥଳେ ମାସ୍କ ଓ ହ୍ୟାଣ୍ଡ୍ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ…
ବାହାର ଲୋକଙ୍କ ପୁରୀ ପ୍ରବେଶରେ କଟକଣା: ଆଜିଠୁ ପିପିଲିରେ ଯାଞ୍ଚ
ପୁରୀ ଅଫିସ,୧୬।୩: ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ବହୁ ଭକ୍ତ ଓ ପର୍ଯ୍ୟଟକ ଆସିଥାନ୍ତି। କିନ୍ତୁ ବର୍ତ୍ତମାନ କରୋନା ଯେଉଁଭଳି ମାଡ଼ି ଚାଲିଛି ସେଥିପାଇଁ ସତର୍କ ହୋଇଛି ଜିଲା ପ୍ରଶାସନ। ଶନିବାର ଜିଲାପାଳ ବଲୱନ୍ତ ସିଂ ଆବଶ୍ୟକ ନ ଥିଲେ ପୁରୀ…
‘ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ପଦକ୍ଷେପ ନିଅ’, କରୋନା ପାଇଁ ଆଡ୍ଭାଇଜରି ଜାରି କଲେ ଡିଜିପି
କଟକ ଅଫିସ,୧୬।୩: କରୋନା ଭୂତାଣୁ ନେଇ ଏବେ ସୋସିଆଲ୍ ମିଡିଆରେ ଅନେକ ଗୁଜବ ପ୍ରଚାର କରାଯାଉଛି। ପ୍ରଚାରକାରୀଙ୍କୁ ଗିରଫ କରୁଛି ପୋଲିସ। ଏଣୁ ସର୍ବଦା ସୋସିଆଲ୍ ମିଡିଆ ଉପରେ ତୀକ୍ଷ୍ଣ ନଜର ରଖିବା ଓ ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ…
୪ ଆଇଏଏସ୍ଙ୍କୁ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ପ୍ରଶାସନ ଯଥାସମ୍ଭବ ପଦକ୍ଷେପ ନେଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତିଦିନ ଖବରଦାତା ସମ୍ମିଳନୀ କରାଯାଇ କରୋନାର ସ୍ଥିତି ସମ୍ପର୍କରେ ସୂଚନା ଦିଆଯାଉଛି। ଏହି କ୍ରମରେ…
ରାଜ୍ୟ ସରକାରଙ୍କ ୬ ମାସିଆ ରଣକୌଶଳ
ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଭିଡ୍ ୧୯ ଭାଇରସ୍ ସଂକ୍ରମଣ ଏଡ଼ାଇବା ପାଇଁ ସରକାରୀ ସ୍ତରରେ ବ୍ୟାପକ ପଦକ୍ଷେପ ଜାରି ରହିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ସ୍ବତନ୍ତ୍ର…
ଓଡ଼ିଶାରେ କରୋନା
ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଠାବ କରାଯାଇଛି। ଶନିବାର ଇଟାଲୀରୁ ଫେରିବା ପରେ…
ହାଇକୋର୍ଟଙ୍କ ବେଲ୍ ଅର୍ଡରକୁ ଅଣଦେଖା: ଥାନାକୁ ଆଣି ଜେଲ ହାଜତରେ ପୂରାଇଲେ, ସମାଧାନ ପାଇଁ ଅପହରଣ ଧମକ
ନୟାଗଡ଼ ଅଫିସ/ରଣପୁର,୧୬ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ହାଇକୋର୍ଟଙ୍କ ବେଲ୍ ଅର୍ଡରକୁ ବି ଖାତିର କରୁନି। ବେଲ୍ ଅର୍ଡର ଦେଖାଉଥିବା ଜଣେ ଅଭିଯୁକ୍ତଙ୍କୁ ଥାନାକୁ ଆଣି ୨ଘଣ୍ଟା ହାଜତରେ ରଖିଲେ। ପରେ ଏସ୍ଡିପିଓଙ୍କ ନିର୍ଦ୍ଦେଶରେ ଅଭିଯୁକ୍ତଙ୍କଠାରୁ ବେଲ୍ ଅର୍ଡର ରଖି…
Archives


