Home

ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନାଭାଇରସ ସଂକ୍ରମିତଙ୍କ ଖର୍ଚ୍ଚ ବହନ କରିବେ ସରକାର

ସିଙ୍ଗାପୁର,୧୩।୨: କରୋନାଭଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି। ଚାଇନା ପରେ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରାୟ ସବୁ ଦେଶର ସରକାର ଆକ୍ରାନ୍ତଙ୍କୁ ସହାୟତା…

ପ୍ରତିଷ୍ଠା ହେବ ୪୫ ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ସାକ୍ଷାତ୍‌ କରି ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ସମ୍ପ୍ରସାରଣ କେନ୍ଦ୍ର ପାଇଁ ଜମି ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଏକ ଚିଠି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ…

ଗୃହମନ୍ତ୍ରୀ ପଦରୁ ଭାଇଙ୍କୁ ବିଦାକଲେ ମେଘାଳୟ ମୁଖ୍ୟମନ୍ତ୍ରୀ

ଶିଲଂ,୧୩ା୨(ପି.ଟି.): ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ କେ. ସଙ୍ଗ୍‌ମା ବୁଧବାର ତାଙ୍କ ମନ୍ତ୍ରିମଣ୍ଡଳରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ସେ ତାଙ୍କ ଭାଇ ଜେମ୍ସ କେ. ସଙ୍ଗ୍‌ମାଙ୍କୁ ଗୃହମନ୍ତ୍ରୀ ପଦରୁ ହଟାଇଦେଇଛନ୍ତି। ଏଥିସହିତ ତାଙ୍କ ହାତରୁ ଜିଲାପରିଷଦ ବ୍ୟାପାର ବିଭାଗକୁ ମଧ୍ୟ କାଢ଼ିନିଆଯାଇଛି। ଜେମ୍ସଙ୍କୁ…

ପିଲାଙ୍କୁ ଜେଲ୍‌ରେ ରଖାଯାଇପାରିବନି

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଜାମିନ ନ ମିଳିଲେ ମଧ୍ୟ ପିଲାଙ୍କୁ ଜେଲ୍‌ କିମ୍ବା ପୋଲିସ ହାଜତରେ ରଖାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସେମାନଙ୍କୁ ପର୍ଯ୍ୟବେକ୍ଷଣ ଗୃହ କିମ୍ବା ନିରାପଦ ସ୍ଥାନରେ ରଖିବାକୁ ହେବ। ଜୁଭେନାଇଲ ଜଷ୍ଟିସ୍‌ ବୋର୍ଡ କେବଳ ନୀରବ ଦର୍ଶକ ସାଜିପାରିବେ…

୨ ଭାରତୀୟ ନାବିକ କରୋନା ସଂକ୍ରମିତ

ଟୋକିଓ,୧୩ା୨(ପି.ଟି.): ଜାପାନ ଉପକୂଳରେ ଅଟକି ରହିଥିବା ଜାହାଜରେ ୨ ଜଣ ଭାରତୀୟ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଡାଇମଣ୍ଡ ପ୍ରିନ୍ସେସ ଜାହାଜରେ ମୋଟ ୩୭୧୧ ଯାତ୍ରୀ ଓ କର୍ମଚାରୀ ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୧୭୪ ଜଣ କରୋନା ସଂକ୍ରମିତ…

ଯଶସ୍ବୀ ଜୈଶଓ୍ବାଲଙ୍କୁ ଉପହାରରେ ମିଳିଲା କାର୍‌, ଗ୍ରହଣ କରିବା ପରିବର୍ତ୍ତେ କହିଲେ ଏମିତି, କୋଚ ହେଲେ ଆଶ୍ଚର୍ଯ୍ୟ

ମୁମ୍ବାଇ,୧୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍‌ ଓପନର ଯଶସ୍ବୀ ଜୈଶଓ୍ବାଲ ସମସ୍ତଙ୍କ…

ପି.ସି. ଚାକୋଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୩ା୨(ପି.ଟି.): ଦିଲ୍ଲୀ ନିର୍ବାଚନରେ କଂଗ୍ରେସର ଦୟନୀୟ ପ୍ରଦର୍ଶନକୁ ନେଇ ଏଆଇସିସି ଦିଲ୍ଲୀ ଦାୟିତ୍ୱରେ ଥିବା କଂଗ୍ରେସ ନେତା ପି.ସି. ଚାକୋ ନିଜକୁ ଦାୟୀ କରିବା ସହ ନୈତିକତା ଦୃଷ୍ଟିରୁ ବୁଧବାର ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ସେ ନିଜର ଇସ୍ତଫାପତ୍ର କଂଗ୍ରେସ…

ଅହମଦାବାଦରେ ହେବ ‘କେମ୍‌ ଛୋ ଟ୍ରମ୍ପ୍‌’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସୁଥିବାବେଳେ ତାଙ୍କୁ ଗୁଜରାଟରେ ରେଡ୍‌ କାର୍ପେଟ ସ୍ବାଗତ ଲାଗି ବ୍ୟାପକ ଆୟୋଜନ ହେଉଥିବା ଜଣାପଡିଛି। ଗତବର୍ଷ ହ୍ୟୁଷ୍ଟନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଗତ ଲାଗି…

ଫେଶନ ଡିଜାଇନର ରୋଡ୍ରିକ୍ସଙ୍କ ପରଲୋକ

ପଣଜୀ,୧୩ା୨: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ଖ୍ୟାତନାମା ଫେଶନ ଡିଜାଇନର ତଥା ଲେଖକ ଓ୍ବେଣ୍ଡେଲ୍‌ ରୋଡ୍ରିକ୍ସଙ୍କର ବୁଧବାର ତାଙ୍କ ଗୋଆ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୯ ବର୍ଷ ହୋଇଥିଲା। ବଲିଉଡ୍‌ ସେଲିବ୍ରିଟିମାନଙ୍କ ସହ ତାଙ୍କର ଉତ୍ତମ ସମ୍ପର୍କ ରହିଥିଲା। ସେ…

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍‌ ଶିଳ୍ପ

ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍‌ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି। ଏଠାକାର ଶତକଡ଼ା ୭୦ ଭାଗ ବ୍ୟବସାୟ ଷ୍ଟିଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଭାବେ ନିର୍ଭରଶୀଳ।…

ପଞ୍ଜାବ ଦେଇ କଶ୍ମୀରକୁ ଅସ୍ତ୍ର ଚୋରାଚାଲାଣ କରୁଛି ପାକ୍‌

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ପାକିସ୍ତାନ ସରକାରଙ୍କ ଉପରେ ଚାପ ପକାଉଥିବାବେଳେ ଏବେ ସେଠାରୁ ପଞ୍ଜାବ ଦେଇ କଶ୍ମୀରକୁ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ହେଉଥିବା ଜଣାପଡିଛି। ଗତବର୍ଷ ଫେବୃୟାରୀରେ ପୁଲ୍‌ଓ୍ବାମା ଆତ୍ମଘାତୀ…

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଗତବର୍ଷ ସେପ୍ଟେମ୍ବରରେ ଦାଖଲ ଚାର୍ଜଶିଟ୍‌ରେ ପୁଲ୍‌ଓ୍ବାମା ଆକ୍ରମଣ ମାଷ୍ଟରମାଇଣ୍ଡ ମୁଦାସିର୍‌ ଅହମଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri