Home

ସ୍ମେଲ୍‌ ଟେଷ୍ଟ୍‌ରୁ ଜଣାପଡୁଛି କରୋନା ସଂକ୍ରମଣ ସୂଚନା

ସିଓଲ,୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ସଂକ୍ରମିତଙ୍କ ଚିହ୍ନଟ କରିବା ଲାଗି ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଉଥିବାବେଳେ ଦକ୍ଷିଣ କୋରିଆରେ ସ୍ମେଲ୍‌ ଟେଷ୍ଟ୍‌ ଦ୍ୱାରା କରୋନା ସଂକ୍ରମଣର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ଜାଣି ହେଉଛି। ଦକ୍ଷିଣ କୋରିଆରେ…

୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୪: ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୫୪ ନୂଆ ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୪,୪୨୧ରେ ପହଞ୍ଚିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ…

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ ସହାୟତାରେ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ସୋମବାର ରାତିରୁ ଆଳିର ଉକ୍ତ ଗ୍ରାମକୁ…

ତେଲଙ୍ଗାନାରେ ପୁଣି ୧୪ ଦିନ ବଢ଼ିବ ଲକ୍‌ଡାଉନ୍‌

ହାଇଦ୍ରାବାଦ,୭।୪: ଭାରତରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ବେଳେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ହେଲେ ତେଲଙ୍ଗାନାରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ପରେ ପୁଣି ୨ ସପ୍ତାହ ବୃଦ୍ଧି କରାଯିବ ବୋଲି…

ଲକ୍‌ଡାଉନ୍‌ ହଟିବାକୁ ଲାଗିପାରେ ସମୟ

ନୂଆଦିଲ୍ଲୀ,୭ା୪: ସାରା ଦେଶରେ କରୋନା ଭୂତାଣୁ କାୟା ମେଲିଚାଲିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ ଏହି ଭୂତାଣୁ ଦ୍ୱାରା ସୋମବାର ରାତି ୧୧ଟା ସୁଦ୍ଧା ୪୨୮୧ ଜଣ ସଂକ୍ରମିତ ହୋଇଥିବାବେଳେ ୧୧୧ଜଣଙ୍କ ମୃତ୍ୟୁ ଘଟିଛି। କିନ୍ତୁ ବେସରକାରୀ ସୂତ୍ରରୁ…

ଗୁଗଲ ଦେଖାଉଛି ଆଶ୍ରୟସ୍ଥଳ

ନୂଆଦିଲ୍ଲୀ, ୭ା୪: କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ବହୁଗୁଣିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁଗଲ ସେମାନଙ୍କୁ ସାହାଯ୍ୟ କରିବା ଲାଗି ଏକ ଅଭିନବ ପନ୍ଥା ବାହାର କରିଛି। ଭାରତର ୩୦ ସହରରେ…

୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା ରାଶି ପଠାଇଛନ୍ତି। ଏହାସହ ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବଟିକା ଯୋଗାଣ ପାଇଁ ଅନୁରୋଧ କରିଛନ୍ତି। ନୂଆଦିଲ୍ଲୀସ୍ଥିତ…

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ ୧୩ ଲକ୍ଷ ଲୋକଙ୍କୁ କବଳିତ କରିବାରେ ସକ୍ଷମ ହୋଇଛି। ଅଦ୍ୟାବଧି କରୋନା ଭାଇରସ୍‌ ବିଶ୍ୱବ୍ୟାପୀ…

ଲଢ଼ିବାକୁ ହେବ ଲମ୍ବା ଯୁଦ୍ଧ

ନୂଆଦିଲ୍ଲୀ, ୭ା୪(ପି.ଟି.): କରୋନା ଭୂତାଣୁ ମହାମାରୀ ବିରୋଧରେ ଆମକୁ ଏକ ଦୀର୍ଘ ଯୁଦ୍ଧ ଲଢ଼ିବାକୁ ପଡିବ। ଏଥିପାଇଁ କ୍ଳାନ୍ତ ଅନୁଭବ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଏହି ଲଢ଼େଇରେ ନିଶ୍ଚୟ ଜିତିବ ବୋଲି ସେ…

୩୦% କଟିବ ଏମ୍‌ପିଙ୍କ ବେତନ

ନୂଆଦିଲ୍ଲୀ,୭ା୪(ପି.ଟି.): ମହାମାରୀ କରୋନାର ତାଣ୍ଡବରୁ ବର୍ତ୍ତିପାରି ନାହିଁ ବିଶ୍ୱ। ଆମେରିକା, ଇଟାଲୀ ଓ ଫ୍ରାନ୍ସ ସମେତ ଅନେକ ବିକଶିତ ଓ ବିକାଶୀଳ ରାଷ୍ଟ୍ରରେ ଏହି ଭାଇରସ୍‌ ଅଚଳାବସ୍ଥା ସୃଷ୍ଟି କରିଛି। ଫଳରେ ଉକ୍ତ ଦେଶଗୁଡ଼ିକର ଅର୍ଥନୀତି ଉଜୁଡ଼ିବା ଅବସ୍ଥାକୁ ଚାଲିଆସିଛି। ଭାରତରେ…

୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି…

ରାଜ୍ୟର ୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୫୪୭ ଶଯ୍ୟା ବିଶିଷ୍ଟ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇସାରିଛି । କଟକରେ ଅଶ୍ବିନୀ ହସ୍ପିଟାଲ, ଯାଜପୁର ଡୁବୁରୀଠାରେ ଟାଟା ହସ୍ପିଟାଲ, କେନ୍ଦୁଝର ଜିଲାର ଯୋଡ଼ାଠାରେ ଟାଟା ହସ୍ପିଟାଲ, ଖୋର୍ଦ୍ଧା ଜିଲା ଭୁବନେଶ୍ବରସ୍ଥିତ କିମ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?