ବନ୍ଦ ଡାକରାକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି: ଭାଜପା
ଭୁବନେଶ୍ୱର,୯ା୧(ବ୍ୟୁରୋ):କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାରର ଜୀବନଯାତ୍ରା ସ୍ବାଭାବିକ ରହିଥିବା ଭାଜପା ପକ୍ଷରୁ କୁହାଯାଇଛି। ଦଳର ଉପସଭାପତି ସମୀର ମହାନ୍ତି କହିଛନ୍ତି ଯେ, କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ। ଏହାକୁ ଦୃଷ୍ଟିରେ ରଖି…
ଲୋକ ଉତ୍ସବ
ବଲାଙ୍ଗୀର ଲୋକଉତ୍ସବକୁ ଇତିମଧ୍ୟରେ ୨୦ ବର୍ଷ ପୂରିଛି। ଜାନୁୟାରୀ ୩ରୁ ୬ ତାରିଖ ପର୍ଯ୍ୟନ୍ତ ବିଂଶତିତମ ଜିଲାସ୍ତରୀୟ ବଲାଙ୍ଗୀର ଲୋକ ଉତ୍ସବ ଶେଷ ହୋଇଛି। ଏହି ଉତ୍ସବରେ ଜିଲାର ବିଭିନ୍ନ ବ୍ଳକ୍ ଏବଂ ରାଜ୍ୟ ତଥା ଦେଶର ବହୁ ସ୍ଥାନରୁ ଆସିଥିତ୍ବା…
ଗୋପାଳପୁର ବନ୍ଦରକୁ ହେବ ବିକଳ୍ପ ରାସ୍ତା
ଭୁବନେଶ୍ୱର, ୯ା୧(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ହେବାକୁ ଯାଉଛି। ଏହା ଦ୍ୱାରା ବନ୍ଦରକୁ ଯିବା ବେଳେ ହେଉଥିବା ଭିଡ ହ୍ରାସ ପାଇବ। ଏହି କାର୍ଯ୍ୟ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ କେନ୍ଦ୍ର ସଡକ, ପରିବହନ ଓ…
ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ ତାହା ଅସମ୍ପୂର୍ଣ୍ଣ ଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମ୍ପୂର୍ଣ୍ଣ…
ରାଜ୍ୟରେ ବନ୍ଦ ହେବ ଓଏସ୍ଟିଏଫ୍
କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍ଟିଏଫ୍) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍ଟିଏଫ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ମିଶାଇ ଦେବାକୁ ସରକାର…
ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ସୋନାଲୀ
ଅନୁଗୋଳ ଅଫିସ, ୯।୧ – ଧୀରେ ଧୀରେ ବଢ଼ୁଥିବା ପ୍ରଦୂଷଣ ସମସ୍ୟାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ଉପରେ ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ନିଜ ପ୍ରକଳ୍ପ ପ୍ରଦର୍ଶନ କରି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି…
ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ: ଲକ୍ଷ୍ୟ ସ୍ଥିରକରି ଅଗ୍ରସର ହେବାକୁ ପରାମର୍ଶ
ଅନୁଗୋଳ ଅଫିସ, ୯।୧ – ଅନୁଗୋଳ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ ତାରୁଣ୍ୟମ ପାଳିତ ହୋଇଯାଇଛି। ଜେଏସ୍ପିଏଲ୍ ଓଡ଼ିଶା ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିନ୍ଦଲ ମହିଳା ସମିତି…
‘ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍କୋ ଆଗୁଆ’
ବଅଁରପାଳ,୯ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍କୋର ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମିନା ବଜାର ପଡିଆଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍କମ ଟାକ୍ସ ପ୍ରିନ୍ସିପାଲ ଚିଫ୍ କମିଶନର ପ୍ରଣବ କୁମାର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟ ଓ…
ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ
କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ କରି…
ଚାକିରି ଦେବା ନାଁରେ ନିର୍ଯାତନା
ଜଗତ୍ସିଂହପୁର ଅଫିସ୍, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍ ନେଇଯିବା ସହ ୧୪ ଦିନ କାଳ ନିର୍ଯାତନା ଦେଇଥିବା ଦେବେନ୍ଦ୍ର ଅଭିଯୋଗ କରିଛନ୍ତି।…
ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ
ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା ପରେ ନିଜ ଘରେ ରଖିବା ଓ ସେମାନଙ୍କ ମା’ବାପାଙ୍କଠାରୁ ଟଙ୍କା ଆଦାୟ କରୁଛନ୍ତି।…
ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର
ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। କିନ୍ତୁ ବିଡ଼ମ୍ବନାର ପ୍ରସଙ୍ଗ ହେଲା ୮୪…
Archives


