କରୋନା ମୁକାବିଲା ପାଇଁ ଏସ୍ସିବି ପ୍ରସ୍ତୁତ
କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…
ଭାରତରେ ଷ୍ଟେଜ ୨ରେ କରୋନା ଭାଇରସ
ନୂଆଦିଲ୍ଲୀ,୧୪।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଲାଣି। ହାତ ଗଣତି କିଛି ଦେଶକୁ ଛାଡିଦେଲେ ଏବେ ଏହା ପ୍ରାୟ ୧୪୫ ଦେଶରେ ଦେଖାଦେଇଛି। ଭାରତରେ କରୋନା ଭାଇରସ ସଂକ୍ରମଣରେ ୨…
ପୁଣି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ
ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି ୨ ଦିନିଆ ଭାରତ ଗସ୍ତ ସମୟରେ ସେ ମୋଦିଙ୍କ…
ଗୋଟିଏ ହସ୍ପିଟାଲରେ ଭର୍ତ୍ତି ଥାଇ ବି ଶେଷ ସମୟରେ ବାପାଙ୍କୁ ଭେଟିପାରିଲେନି ପୁଅ
ଥିରୁଭାନନ୍ତପୁରମ,୧୪।୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଭାରତରେ କରୋନା ମାମଲା ବୃଦ୍ଧି ପାଇଥିବା ବେଳେ ସଂକ୍ରମିତ ସଂଖ୍ୟା ୮୬ ଓ ୧୧୪ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମିତଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
ଏମ୍କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ
ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର କରୋନା…
ମଣିଷଙ୍କୁ ବ୍ୟାୟାମ କରାଉଛି କୁକୁର: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ; ମିଳିଲାଣି ୭୨ ଲକ୍ଷରୁ ଅଧିକ ଲାଇକ୍
ଓ୍ବାଶିଂଟନ,୧୪।୩: କୁକୁର ମଣିଷର ସମ୍ପର୍କ ଅତି ନିବିଡ଼। ମାନବ ସୃଷ୍ଟି ହେବାର ପରେ ପରେ ପ୍ରଥମେ ହିଁ କୁକୁର ସହିତ ବନ୍ଧୁତା ଆରମ୍ଭ କରିଥିଲା। ସମ୍ପ୍ରତି ସୋସିଆଲ ମିଡ଼ିଆରେ ଏକ କୁକୁର ଜଣେ ଲୋକଙ୍କୁ ବ୍ୟାୟାମ କରିବା ଲାଗି ତାଲିମ ଦେଉଥିବାର…
ସାମାନ୍ୟ ବଚସା ନେଲା ଜୀବନ: ଗ୍ରାମ ସଭାପତିଙ୍କ ଗୁଳିମାଡ଼ରେ କନଷ୍ଟେବଳ ମୃତ
ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଗ୍ରାମରେ ଦୋଳମେଳଣ ଚାଲିଥିବା ବେଳେ ଶୁକ୍ରବାର ରାତିରେ ସାମାନ୍ୟ ବଚସାରୁ ଗୁଳିମାଡ ଘଟିଛି। ଏଥିରେ ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁଙ୍କ ଗୁଳିମାଡ଼ରେ କନଷ୍ଟେବଳ ରାମଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…
୨ ବର୍ଷରେ ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ବଡ଼ ଏରୋପ୍ଲେନ୍
ପ୍ୟାରିସ୍,୧୪।୩: ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଖାଇବା ଶୈଳୀ ରହିଥାଏ। ଫ୍ରାନ୍ସ୍ର ଜଣେ ବ୍ୟକ୍ତି ୨ ବର୍ଷ ମଧ୍ୟରେ ଏକ ବଡ଼ ଏରୋପ୍ଲେନ୍କୁ ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ। ଏଭଳି ନିଆରା ଖାଦ୍ୟ ଶୈଳୀ ଥିବା ବ୍ୟକ୍ତି ଥିଲେ ମିଚେଲ ଲୋଟିଟୋ।…
ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ
ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଭଞ୍ଜନଗର-ଫୁଲବାଣୀ ମୁୁଖ୍ୟରାସ୍ତା ସକାଳୁ ବନ୍ଦ ରହିଛି। ତେଣୁ ରାସ୍ତାର…
ଲଣ୍ଡନରେ ଚିହ୍ନଟ ହେଲେ ସର୍ବକନିଷ୍ଠ କରୋନା ସଂକ୍ରମିତ
ଲଣ୍ଡନ,୧୪।୩: ଉତ୍ତର-ପୂର୍ବ ଲଣ୍ଡନରେ ଜନ୍ମର ମାତ୍ର କେଇ ମିନିଟ୍ ପରେ ଜଣେ ଶିଶୁ କରୋନା ଭାଇରସରେ ପୀଡିତ ଥିବା କୁହାଯାଉଛି। ବିଶ୍ୱର ସେ ସର୍ବ କନିଷ୍ଠ କରୋନା ସଂକ୍ରମିତ ରୋଗୀ ବୋଲି ଜଣାପଡିଛି। ପ୍ରାୟ ୨ ଦିନ ତଳେ ଜଣେ ଗର୍ଭବତୀ…
ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ ମୁଣ୍ଡାଙ୍କ ପୁଅ ଭିମ(୧୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ପରିବାର ଲୋକେ ଓ…
ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର
ମୁମ୍ବାଇ,୧୪।୩: କରୋନା ଭାଇରସ୍ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ ରୋଗୀ ନିଜର ଚିକିତ୍ସା କରାଉ ନ ଥିବା ବେଳେ ସନ୍ଦିଗ୍ଧ ମଧ୍ୟ ଯାଞ୍ଚ…
Archives


