Home

୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,…

ପୁଣି ମୁହଁ।ମୁହିଁ ଇରାନ-ଆମେରିକା

ବାଗ୍‌ଦାଦ/ତେହେରାନ,୧୪ା୩(ଏଏଫ୍‌ପି): ପୁଣିଥରେ ମୁହଁ।ମୁହିଁ ହୋଇଛନ୍ତି ଦୁଇ ପାରମ୍ପରିକ ଶତ୍ରୁରାଷ୍ଟ୍ର ଆମେରିକା ଓ ଇରାନ। ଇରାକରେ ଥିବା ଇରାନ ସପକ୍ଷବାଦୀ ଏକ ସେନା ଶିବିରରେ ଗୁରୁବାର ବିଳମ୍ବିତ ରାତିରେ ଆମେରିକା ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଏୟାର ଷ୍ଟ୍ରାଇକ୍‌ରେ ଜଣେ ସାଧାରଣ ନାଗରିକ…

୨୯ ତାରିଖ ମଧ୍ୟରେ ବାତିଲ ହେବ ଏକାଧିକ ଟ୍ରେନ୍‌

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଛଅ ପାସେଞ୍ଜର ଟ୍ରେନ ଓ ଦୁଇ ଏକ୍ସପ୍ରେସ ଟ୍ରେନ୍‌ ମାର୍ଚ୍ଚ ୨୯ ତାରିଖ ମଧ୍ୟରେ ସପ୍ତାହକୁ ଦିନେ ଲେଖା ୩ଦିନ ପାଇଁ ବାତିଲ…

ସୁପ୍ରିମକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୪ା୩(ପି.ଟି.): ଘାତକ ମହାମାରୀ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାବେଳେ ଏହି ସଂକ୍ରମଣକୁ ଏଡାଇବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୬ରୁ ସୁପ୍ରିମକୋର୍ଟରେ କେବଳ ଜୁରୁରୀ ମାମଲାଗୁଡ଼ିକର ଶୁଣାଣି ହେବ। ବିଚାର ବେଳେ କୋର୍ଟରୁମ୍‌ରେ କେବଳ ମାମଲା…

୭ କରୋନା ସନ୍ଦିଗ୍ଧ ନିଖୋଜ

ଲୁଧିଆନା,୧୪ା୩(ପି.ଟି.): କରୋନା ସଂକ୍ରମିତ ଦେଶରୁ ଫେରିଥିବା ପଞ୍ଜାବ ଲୁଧିଆନା ଜିଲାର ୭ ଜଣଙ୍କ ପତ୍ତା ମିଳୁନାହିଁ। ଯଦି ସେମାନେ କରୋନା ସଂକ୍ରମିତ ହୋଇଥିବେ ତେବେ ଏହି ଭୂତାଣୁ ଅନ୍ୟମାନଙ୍କୁ ବ୍ୟାପିବା ଆଶଙ୍କା ରହିଛି। ସେମାନେ ଦେଇଥିବା ଠିକଣା ଭୁଲ୍‌ ବୋଲି ଜଣାପଡିଛି।…

କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ

ନିଆଳି,୧୪।୩(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଦୋପଟି…

ଇରାନରୁ ଫେରିଲେ ୪୪ ଭାରତୀୟ

ମୁମ୍ବାଇ/ନୂଆଦିଲ୍ଲୀ,୧୪ା୩(ପି.ଟି.): କରୋନା ସଂକ୍ରମିତ ଇରାନରୁ ଦ୍ୱିତୀୟ ପର୍ଯ୍ୟାୟରେ ୪୪ ଭାରତୀୟ ପର୍ଯ୍ୟଟକ ଫେରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଇରାନ ଏୟାରର ଏକ ବିମାନରେ ଆସିଥିବା ଏହି ତୀର୍ଥଯାତ୍ରୀମାନେ ଶୁକ୍ରବାର ମଧ୍ୟାହ୍ନରେ ମୁମ୍ବାଇ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ଜୟସାଲମେରସ୍ଥିତ ସେନା…

ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି

ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ଘଟଣା ଆଜକୁ ୧୧ ମାସ ବିତି ଯାଇଥିଲେ ମଧ୍ୟ ପୋଲିସ…

ସାର୍କ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୧୪।୩: ଚାଇନା ପରେ ଇଟାଲି, ଇରାନ, ଦକ୍ଷିଣ କୋରିଆ ଆଦି ଦେଶଗୁଡ଼ିକରେ କରୋନା ଉଗ୍ରରୂପ ଧାରଣ କରିଥିବା ବେଳେ ଦକ୍ଷିଣ ଏସିଆର ଅନ୍ୟ ଦେଶଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହା ଅର୍ଥନୀତି ଉପରେ ମଧ୍ୟ ଗଭୀର ପ୍ରଭାବ ପକାଉଛି। ଏହାକୁ…

ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି ବେଆଇନ ଖଣି ମାଫିଆଙ୍କ ଉତ୍ପାତ। ପାହାଡରେ ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ। ଧ୍ୱଂସ ପାଉଛି ପାହାଡ। ଏଥିଯୋଗୁ ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ପାହାଡରେ ଥିବା ଔଷଧୀୟ ବୃକ୍ଷ ଲୋପ ପାଇବାକୁ ବସିଛି।…

କରୋନା ଆଁରେ ବିଶ୍ୱ

ପ୍ୟାରିସ୍‌/ ତେହେରାନ୍‌, ୧୪।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୫, ୦୪୩ରେ ପହଞ୍ଚିଛି। କେବଳ ଉତ୍ପତ୍ତି ସ୍ଥଳ ଚାଇନାରେ ୩,୧୭୬ ମୁଣ୍ଡ ଏଥିଲାଗି ଗଡ଼ିଲାଣି। ଏହା ବ୍ୟତୀତ ଇଟାଲୀରେ ୧,୦୧୬, ଇରାନ୍‌ରେ ୫୧୪ ବ୍ୟକ୍ତି ଏହି ରୋଗରେ ସଂକ୍ରମିତ ହୋଇ…

ଭାରତରେ ଦ୍ୱିତୀୟ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ, ୧୪ା୩: କରୋନା ଭୂତାଣୁ ଭାରତରେ ଆଉ ଏକ ମୁଣ୍ଡ ନେଇଛି। ମଙ୍ଗଳବାର କର୍ନାଟକର କାଲବୁର୍ଗୀରେ ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଦିଲ୍ଲୀରେ ୬୮ ବର୍ଷୀୟା ମହିଳା ଏହି ଭୂତାଣୁ ସଂକ୍ରମଣରେ ପ୍ରାଣ ହରାଇଛନ୍ତି। କୋଭିଡ଼-୧୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri