ଆବାସ ଯୋଜନାରେ ଅନିୟମିତତା: ଜିଆର୍ଏସ୍ ନିଲମ୍ବିତ
ତିର୍ତ୍ତୋଲ, ୧୪।୩ (ଡି.ଏନ୍.ଏ.):ଆବାସ ଯୋଜନାରେ ଅନିୟମିତତା ନେଇ ତିର୍ତ୍ତୋଲ ବ୍ଲକ ବିଷନପୁର ପଞ୍ଚାୟତ ଜିଆରଏସ୍ ତପୁ ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉକ୍ତ ପଞ୍ଚାୟତରେ କେତେଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇ ଜିଓ ଟ୍ୟାଗିଂ କରାଯାଇଥିବା ପ୍ରମାଣ ମିଳିବା…
ତାଲା ଭାଙ୍ଗି ଘରୁ ୭ ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍
ରଣପୁର,୧୪।୩(ସ୍ବ.ପ୍ର.): ଚାନ୍ଦପୁର ଥାନା କନ୍ଧନୟାଗଡ ଗଁ।ର ଭାଗୀରଥି ସାହୁଙ୍କ ଘର ଗ୍ରିଲ୍ ତାଲା ଭାଙ୍ଗି ଗୁରୁବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଆଲମାରୀରୁ ପ୍ରାୟ ୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରାଇ ନେଇଛନ୍ତି। ସେହିପରି ଅନ୍ୟ କିଛି ଘରୋଇ ଉପକରଣ ମଧ୍ୟ ଚୋରି…
ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ
ବିନିକା,୧୩ା୩(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି ଗ୍ରାମରେ ୭ଶହରୁ ଉର୍ଦ୍ଧ୍ୱ ଲୋକେ ବାସ କରୁଥିବା ବେଳେ ରହିଛି ୪ଟି ନଳକୂପ। ସ୍କୁଲ…
ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର ରାଇକିଆ ଥାନାରେ ଅଭିଯାଗ ହୋଇଛି। ଚର୍ଚ୍ଚରେ ଥିବା ଅଡିଓ ପ୍ଲେୟାର, କ୍ୟାସିଓ ମ୍ୟୁଜିକ୍ କିବୋର୍ଡ,…
କରୋନା ପାଇଁ ଏଭରେଷ୍ଟ ପର୍ବତାରୋହଣ ଉପରେ ଲାଗିଲା କଟକଣା
କାଠମାଣ୍ଡୁ୧୩।୩: କରୋନା ଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି ଏଭରେଷ୍ଟ ପର୍ବତାରୋହଣ ଅଭିଯାନ ଉପରେ ଶୁକ୍ରବାର କଟକଣା ଲଗାଯାଇଛି। ଚାଇନା ପକ୍ଷରୁ ଏଭରେଷ୍ଟ ଚଢ଼ାଯିବାକୁ ବନ୍ଦ କରାଯିବାର ଗୋଟିଏ ଦିନ ପରେ ନେପାଳ ସରକାର ମଧ୍ୟ ଏହି ଅଭିଯାନକୁ ବନ୍ଦ କରିଦେଇଛନ୍ତି। ନେପାଳର…
ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ
ଭଦ୍ରକ ଅଫିସ, ୧୩।୩: ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ ପରି ଏଥର ମାତୃଭୂମି ପାଇଁ ଗଣଦୌଡ଼ ଆସନ୍ତା ୧୫ ତାରିଖରେ କାର୍ଯ୍ୟକ୍ରମ ରହିଛି।…
ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର
ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଚାଳକଙ୍କୁ ଉଦ୍ଧାର କରିବା ସହ ସଦର ଥାନାକୁ ଜଣାଇଥିଲେ।…
ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ
ରୂପ୍ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ହଳଦୀପଦା…
କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ
ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼ ପଞ୍ଚାୟତର…
ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା
ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…
କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି ଜିଲାପାଳଙ୍କୁ…
ରଣଜୀ ଟ୍ରଫି: ସୌରାଷ୍ଟ୍ରକୁ ପ୍ରଥମ ଟାଇଟଲ
ରାଜକୋଟ,୧୩।୩ (ପି.ଟି.): ଦେଶର ସର୍ବବୃହତ୍ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ସୌରାଷ୍ଟ୍ର ନୂଆ ଚାମ୍ପିୟନ ଭାବେ ଉଭା ହୋଇଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ଫାଇନାଲ ମ୍ୟାଚ୍ରେ ସୌରାଷ୍ଟ୍ର ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ବିଜୟୀ…
Archives


