Home

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌ ୮…

ବୁଲାକୁକୁରଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲକ୍‌ଡାଉନ୍‌ ଯୋଗୁ ୧୦ ଦିନ ହେଲା ବୁଲା କୁକୁରମାନେ ଖାଇବାକୁ ପାଉନାହାନ୍ତି। ଫଳରେ ଏହି କୁକୁରମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ ସାହୁ। ସେ ସବୁଦିନ କୁକୁର, କାଉ ଏବଂ ଅନ୍ୟ…

ଚକୁଳି ପଞ୍ଚାୟତରେ ସାମାଜିକ ଦୂରତ୍ୱ ରକ୍ଷା କରି ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସରଣ୍ଡା,୬ା୪(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ କାରୋନା ସଂକ୍ରମଣକୁ ନେଇ ଆଶଙ୍କା ବଢ଼ିଚାଲିଛି। ଏଥିପାଇଁ ରାଜ୍ୟ ସରକାର ହିତାଧିକାରୀଙ୍କ ଘରକୁ ପିଡିଏସ ଚାଉଳ ଯୋଗାଣ ପାଇଁ କହିଥିବା ବେଳେ ସ୍ଥାନୀୟ ଚକୁଳି ପଞ୍ଚାୟତରେ ଦିନକୁ ୪୦/୫୦ ଜଣ ହିତାଧିକାରୀଙ୍କୁ ସାମାଜିକ ଦୂରତ୍ୱ ରଖି ପିଡିଏସ…

ଦେଶରେ ୧୨ ଘଣ୍ଟାରେ ଚିହ୍ନଟ ହେଲେ ୪୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୪: ଦେଶରେ ଗତ ୧୨ ଘଣ୍ଟା ମଧ୍ୟରେ ୪୯୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ ହୋଇଛି ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ।…

କ୍ରୋମାଇଟ୍‌ ପରିବହନକୁ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୬ା୪(ଡି.ଏନ୍‌.ଏ.) : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରୁ କ୍ରୋମାଇଟ ପରିବହନକୁ ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳେ ବନ୍ଦ କରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ଓଏମ୍‌ସି ପରିବହନକୁ ଆଜି ସକାଳୁ ସ୍ଥାନୀୟ ଗ୍ରାମବାସୀ…

ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ବାକି ୩୦ କରୋନା ପଜିଟିଭ୍‌ଙ୍କର ଚିକିତ୍ସା ଚାଲିଛି। ସେଥିରୁ ଅଧିକାଂଶ ସୂର୍ଯ୍ୟନଗର…

କରୋନାକୁ ହରାଇ ଘରକୁ ଫେରିଲେ କନିକା କପୁର: କ୍ୱାରାଣ୍ଟାଇନ୍‌ରେ ରହିବେ ୧୪ ଦିନ

ମୁମ୍ବାଇ,୬।୪: କରୋନାକୁ ହରାଇ ଶେଷରେ ଗାୟିକା କନିକା କପୁର ଘରକୁ ଫେରିଛନ୍ତି। ୨୦ ମାର୍ଚ୍ଚଠାରୁ ସେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ୍‌ ଗ୍ରାଜୁଏଶନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡ଼ିକାଲ ସାଇନ୍ସ୍‌ରେ ଚିକିତ୍ସିତ ହେଉଥିଲେ। ଲଗାତାର ତାଙ୍କର ତୃତୀୟ ରିପୋର୍ଟ ନେଗେଟିଭ୍‌ ଆସିବା ପରେ…

୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍‌ ହେବାକୁ ଆହ୍ବାନ ଜଣାଇଛନ୍ତି। ଦେଶରେ କରୋନା ଆତଙ୍କ ସୃଷ୍ଟି କରିଥିବା ଭାଜପାର ସମସ୍ତ ସଦସ୍ୟ ମିଳିତ ଭାବେ…

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ ସାମଗ୍ରୀକୁ…

୨୦ଦିନ ପାଇଁ ମହଜୁଦ ରହିଛି ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ହୁହୁ ହୋଇ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଲୋକଙ୍କ ମନରେ ଖାଦ୍ୟ ଚିନ୍ତାକୁ ବଢ଼ାଇ ଦେଇଛି। ଏପଟେ ଧୀରେ ଧୀରେ ଦୋକାନରୁ ଅତ୍ୟାବଶ୍ୟକ ସାମଗ୍ରୀ ସରିଆସିଲାଣି। ଆଗକୁ ରାଜଧାନୀରେ ଖାଦ୍ୟ ସମସ୍ୟା ଦେଖାଦେବ ବୋଲି…

ଇଟାଲିରେ କରୋନା ମୃତ୍ୟୁ ସଂଖ୍ୟା ୧୫,୦୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷେରୁ ଅଧିକ

ରୋମ୍‌,୬।୪: ଇଟାଲିରେ କରୋନା ସଂକ୍ରମଣ ନେଇ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଇତିମଧ୍ୟରେ ଏଠାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୫,୮୮୭ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୧,୨୮, ୯୪୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୫୨୫ ଲୋକଙ୍କ…

ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଜିଲା ଆଦିବାସୀ ସଂଘ

ଲୋଇସିଂହା,୬ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଦିବାସୀ ସଂଘ ଓ ଗୋଣ୍ଡଓନା ଛାତ୍ର ସଂଘ ମିଳିତ ଆନୁକୂଲ୍ୟରେ ଲୋଇସିଂହା ଓ ହୀରାପୁର ପଞ୍ଚାୟତର ୩୦ ଗରିବ ତଥା ଅସହାୟ ପରିବାର ଲକ୍‌ଡାଉନ୍‌ ଯୋଗୁ ରୋଜଗାର ହରାଇଛନ୍ତି। ସେହି ପରିବାରକୁ ଚିହ୍ନଟ କରି ପନିପରିବା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?