ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…
ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ ପଣ୍ଡାଙ୍କ ଜରିଆରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମୁଖ୍ୟତଃ ସ୍ଥାନୀୟ ବଂଶଧାରା…
ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…
ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି । ଏହି ଫଟୋ ସହ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସକୁ ନେଇ ସେ ନିଜ…
ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..
ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି । ନିକଟରେ ଆକାଶଙ୍କୁ ଦଳରୁ ବାହାର କରିଥିବା ମାୟାବତୀ କହିଛନ୍ତି, ତାଙ୍କ ସ୍ୱାସ୍ଥ୍ୟକୁ ନେଇ…
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ
ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ ଛୁରିରେ କାଟି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଶୂଳିଆପଦା…
ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍ଘାଟନ କରି ବିଧାୟକ କହିଲେ…
ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ନବନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ…
ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା ଘଟିଥିବା ଏବେ ଜାତୀୟ ରାଜପଥ ବିଭାଗର ଭାରୀଯାନ କଟକଣା ଉପରେ ପ୍ରଶ୍ନବାଚୀ ସୃଷ୍ଟି…
ବସ୍ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ
ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି ଗ୍ରାମର କୃଷ୍ଣ ନାୟକଙ୍କ ୬ ବର୍ଷର ଝିଅ କଳ୍ପନା। ଏହି ଘଟଣାକୁ ନେଇ…
ପୁଣି ୪ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର…
ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ
ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବଡ଼ସାହିରେ ରବିବାର ପୂର୍ବାହ୍ନରେ ଦେଖିବାକୁ ମିଳିଛି। ସୂଚନାନୁସାରେ, ତୁମୁଡ଼ିବନ୍ଧ ସଦର ମହକୁମାଠାରୁ ମାତ୍ର…
ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…
ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ସ୍ବାଗତ କରାଯାଇଛି।…
ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି
ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର ଲଞ୍ଚ ଘୋଲା ମାଦେଲି, ଚଟକା, ହୁକିଟୋଲା ଓ ଷୋଳ ମୁହାଣ ଆଦି ତ୍ରିକୋଣ…
ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ
ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍ଏଫ୍ଏଚ୍ଏସ୍-୫ରୁ ଏନ୍ଏଫ୍ଏଚ୍ଏସ୍-୬)ର ଏକ ତୁଳନାତ୍ମକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ ରାଜ୍ୟରେ ଶିଶୁଙ୍କ ଶାରୀରିକ ବାମନତା ବା…

