ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ‘ଆମ ଜନତା ଅଧିକାର’ର ସମୂହ ଦୀପଦାନ, ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ପୁରୀ ଅଫିସ,୧୩।୩: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ଯୋଗୁ ଏଭଳି ପଦକ୍ଷେପ ନେଇଛି ଆର୍ବିଆଇ । ତେବେ ୟେସ୍ ବ୍ୟାଙ୍କରେ ଜମା ରଖାଯାଇଥିବା ମହାପ୍ରଭୁଙ୍କ…
ଇରାନରେ ଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ
ନୂଆଦିଲ୍ଲୀ,୧୩।୩(ପି.ଟି.): ଇରାନରେ ଅଟକିଥିବା ଭାରତୀୟ ପର୍ଯ୍ୟଟକମାନଙ୍କୁ ଫେରାଇଆଣିବା ଉପରେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଛନ୍ତି। ଇରାନର ବିଭିନ୍ନ ପ୍ରଦେଶରେ ୬୦୦୦ରୁ ଅଧିକ ଭାରତୀୟ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୦ ହେଉଛନ୍ତି ପର୍ଯ୍ୟଟକ। ଏହାବ୍ୟତୀତ ୩୦୦…
ଟ୍ରମ୍ପଙ୍କୁ ଭେଟିଥିବା ବ୍ରାଜିଲ ଅଧିକାରୀଙ୍କୁ କରୋନା
ବ୍ଲୁମ୍ବର୍ଗ, ୧୩।୩: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲ୍ସୋନାରୋଙ୍କ ସହଯୋଗୀ ତଥା ବରିଷ୍ଠ ଅଧିକାରୀ ଫାବିଓ ଓ୍ବାଜ୍ଙ୍ଗର୍ଟେନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରି ତାଙ୍କ ସହ ଡିନରରେ ଯୋଗ ଦେଇଥିଲେ। ସେ କରୋନା ସଂକ୍ରମିତ ଥିବା ଗୁରୁବାର ଜଣାପଡ଼ିଛି। ବ୍ରାଜିଲ…
ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ
କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ କରି କୋର୍ଟଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ସୁମନ୍ତ କୁମାର ଧାନିକ…
ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ
ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର ମୁକାବିଲା କରାଯିବ, ସେନେଇ ତାଙ୍କ ପାଖରେ କୌଣସି ଉତ୍ତର ନାହିଁ ବୋଲି କଂଗ୍ରେସ ନେତା…
କରୋନା ମୁକାବିଲା ଲାଗି ଚାଇନାକୁ ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭାଇରସ ଭାରତରେ ଆରମ୍ଭ ହୋଇ ନ ଥିବାରୁ ବ୍ରିଟିଶ ଅର୍ଥନୀତିଜ୍ଞ ଜିମ୍ ଓ ନିଲ୍ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଭାରତର ବ୍ୟବସ୍ଥାକୁ ସମାଲୋଚନା କରି କହିଛନ୍ତି, ଭଗବାନଙ୍କୁ ଧନ୍ୟବାଦ ଦେବା କଥା, କାରଣ ଚାଇନା ଭଳି ଦେଶରେ…
୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି
ଗୋପ,୧୩।୩(ଡି.ଏନ୍.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ ପଢ଼ିବାକୁ ଯିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବ ବୋଲି ଜଣାପଡ଼ିଛି। ତେବେ…
ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ ରଖିଥିବାରୁ ଦେଶ ୮୫୦୦ କୋଟି ଟଙ୍କା କ୍ଷତି ସହିବ ବୋଲି ବିଭିନ୍ନ ଶିଳ୍ପ…
୩୧ ଯାଏ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ
ନୂଆଦିଲ୍ଲୀ, ୧୩।୩: କରୋନା ଭାଇରସ୍ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ସରକାରଙ୍କ ବିଭିନ୍ନ ପ୍ରୟାସ ଓ ସଚେତନତା ସତ୍ତ୍ୱେ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୩୧…
ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ ନାହିଁ ବୋଲି ଏକ ବିବୃତିରେ କୁହାଯାଇଛି। ରାଷ୍ଟ୍ରପତି ଭବନ ମ୍ୟୁଜିୟମ କମ୍ପ୍ଲେକ୍ସ ଓ…
ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି
ବାରଙ୍ଗ,୧୩।୩(ଡି.ଏନ୍.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ ଅତିଥିଙ୍କୁ ଆଣିବାକୁ ଛତିଶଗଡ଼ର କାନନପେଣ୍ଡାରୀ ଜୁଲୋଜିକାଲ ଗାର୍ଡେନ ବିଳାସପୁର ଚିଡିଆଖାନାକୁ ଯିବେ। ସିଂହ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍ଟିଏଫ୍। ସେମାନଙ୍କଠାରୁ ୧କିଲୋ ୭୪୯ ଗ୍ରାମ…
Archives


