Home

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ ସମାବେଶରେ ସାମିଲ ନ ହେବାକୁ ମୋଦି ଆହ୍ବାନ ଦେଇଛନ୍ତି। କରୋନାକୁ ନେଇ ତାଙ୍କ ସରକାର…

କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪: ପର୍ଯ୍ୟବେକ୍ଷଣରେ ୩୫ ହଜାର ସନ୍ଦିଗ୍ଧ

ନୂଆଦିଲ୍ଲୀ,୧୩।୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କରୋନା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି…

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ ବିଦ୍ୟାଳୟ…

ପ୍ରିୟଙ୍କା ଚତୁର୍ବେଦୀଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କଲା ଶିବସେନା

ମୁମ୍ବାଇ,୧୩।୩(ପି.ଟି.): ଶିବସେନା ଉପନେତା ପ୍ରିୟଙ୍କା ଚତୁର୍ବେଦୀଙ୍କୁ ଗୁରୁବାର ମହାରାଷ୍ଟ୍ରରୁ ରାଜ୍ୟ ସଭା ପ୍ରାର୍ଥ କରାଯାଇଛି। ୨୦୧୯ ଏପ୍ରିଲରେ କଂଗ୍ରେସ ସହ ମତଭେଦକୁ ନେଇ ଦଳ ଛାଡ଼ି ଶିବସେନାରେ ସାମିଲ ହୋଇଥିଲେ ପ୍ରିୟଙ୍କା। ତାଙ୍କୁ ଶିବସେନାର ଉପନେତା ଦାୟିତ୍ୱ ଦିଆଯାଇଥିଲା। ଏବେ ରାଜ୍ୟ…

ଜଷ୍ଟିସ୍‌ ମୁରଲୀଧରଙ୍କ ବଦଳି ପ୍ରସଙ୍ଗ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ଅନ୍ତର୍ଜାତୀୟ ବାର୍‌ ସଂସ୍ଥା

ନୂଆଦିଲ୍ଲୀ,୧୩।୩(ପି.ଟି.): ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧରଙ୍କୁ ରାତିଆଧିଆ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଥିବାରୁ ଏହାକୁ ନେଇ ଓକିଲମାନଙ୍କ ଏକ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଫେବୃୟାରୀ ୨୩ରେ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିବାବେଳେ…

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଆଲୋଚନାରୁ ଦୂରେଇ ଯିବା ଲାଗି ସରକାର ଚାହାନ୍ତିନି। ଦିଲ୍ଲୀ ପୋଲିସ…

ମହିଳାଙ୍କୁ ଗୋଡ଼େଇ ପିଟିବା ଘଟଣାରେ ୨ ଗିରଫ

ପୁରୁଣା ଭୁବନେଶ୍ୱର,୧୩।୩ (ଡି.ଏନ.ଏ.): ଜମି ସୀମା ବିବାଦକୁ ନେଇ ସୋମବାର ଲିଙ୍ଗରାଜ ଥାନା ଅଧୀନ ବିନ୍ଦୁସାଗର ରାସ୍ତାରେ ସବିତା ସେଠୀଙ୍କୁ କେତେଜଣ ବ୍ୟକ୍ତି ବିଚ୍‌ ରାସ୍ତାରେ ଗୋଡ଼େଇ ଗୋଡ଼େଇ ମାଡ଼ ମାରିଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଦୁଇଜଣଙ୍କୁ ଗିରଫ କରି…

ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ

ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି। କଂଗ୍ରେସ ସହ…

ଶାହାଙ୍କୁ ଭେଟିଲେ ସିନ୍ଧିଆ: ଭୋପାଳରେ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ/ଭୋପାଳ,୧୩।୩(ପି.ଟି.): ଭାଜପାରେ ଯୋଗଦେବାର ଦିନକ ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଥିଲେ। ତାଙ୍କର ଯୋଗଦାନ ମଧ୍ୟପ୍ରଦେଶ ଜନସାଧାରଣଙ୍କ ସେବା କରିବା ଲାଗି ଭାଜପାର ସଂକଳ୍ପକୁ ଅଧିକ ସୁଦୃଢ଼ କରିବ ବୋଲି…

୨୨ ବିଦ୍ରୋହୀ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ

ଭୋପାଳ,୧୩।୩(ପି.ଟି.): ମଧ୍ୟପ୍ରଦେଶର ୨୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିବାବେଳେ ବାଚସ୍ପତି ଏନ୍‌.ପି. ପ୍ରଜାପତି ସେମାନଙ୍କୁ ନୋଟିସ ଜାରି କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେଇଛନ୍ତି ନା ଚାପର ବଶବର୍ତ୍ତୀ ହୋଇ ଏଭଳି ନିଷ୍ପତ୍ତି ନେଇଛନ୍ତି ତାହା ସ୍ପଷ୍ଟ କରିବା…

ଚେକିଂ ନାଁରେ ଟ୍ରାଫିକ ପୋଲିସର ଦାଦାଗିରି: ହେଲମେଟ ପିନ୍ଧି ନ ଥିବାରୁ ଆଇନଜୀବୀଙ୍କୁ ମାଡ଼

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ଟ୍ରାଫିକ ପୋଲିସର ଦାଦାଗିରି ବଢ଼ିବାରେ ଲାଗିଛି। କିଛିଦିନ ତଳେ ସିଆରପି ଛକ ନିକଟରେ ଜଣେ ମହିଳାଙ୍କ ସ୍କୁଟିରୁ ଜବରଦସ୍ତି ଗାଡ଼ି ଚାବି କାଢି ନେଇ ହଇରାଣ କରିବା ଘଟଣା ନ ସରୁଣୁ ଗୁରୁବାର ପୁଣି ଚନ୍ଦ୍ରଶେଖରପୁର…

ଠାକୁରଙ୍କ ସ୍ଥିତିବାନ୍‌ ସମ୍ପତ୍ତି ଜବରଦଖଲ

ପୁରୁଣା ଭୁବନେଶ୍ୱର,୧୩।୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ଯାତ୍ରା ସୂଚାରୁ ରୂପେ ସମ୍ପାଦନ କରିବାକୁ ପ୍ରତି ବର୍ଷଭଳି ଚଳିତବର୍ଷ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ମାତ୍ର ଯାତ୍ରା ପୂର୍ବରୁ ବଢେଇବାଙ୍କ ଛକଠାରୁ ମାଉସୀ ମା’ ମନ୍ଦିର ତଥା ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri