Home

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବାଘୁଆପଲ୍ଲୀ ବଳଦିଆ ନୂଆଗାଁର ଜଣେ ଥଣ୍ଡାକାଶରେ ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର କ୍ୟାପିଟାଲ…

ରସୁଲପୁର ତହସିଲ: ଲିଜ୍‌ଧାରୀଙ୍କୁ ସୁରକ୍ଷା ଦେବାରେ ପ୍ରଶାସନ ବିଫଳ

ରସୁଲପୁର,୧୩।୩(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧୀନରେ ବେଆଇନ ବାଲି ମାଫିଆଙ୍କ ପାଦ୍ରୁର୍ଭାବ ଦିନକୁ ଦିନ ବଢିବାରେ ଲାଗିଛି। ମାଫିଆମାନେ ନିଲାମ ବାଲି ଘାଟକୁ ବନ୍ଦ କରିବାକୁ ମହିଳାଙ୍କୁ ଢାଲ କରୁଥିବାବେଳେ ତେଣେ ଲିଜ୍‌ଧାରୀଙ୍କୁ ସୁରକ୍ଷା ଦେବାରେ ପ୍ରଶାସନ ବିଫଳ ହେଉଛି। ଯାହାଫଳରେ ସରକାରଙ୍କୁ…

‘ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ’

ଯାଜପୁର ଟାଉନ/କାଳିଆପାଣି,୧୩।୩(ଡିଏନଏ): ନଗଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନିଆଯାଇଛି। ତେବେ ଏହାକୁ କାର୍ଯ୍ୟକାରୀ କରୁଥିବା ବିଭାଗଗୁଡ଼ିକ ସେମାନଙ୍କ ଦାୟିତ୍ୱକୁ ଠିକ୍‌ ଭାବେ ତୁଲାଉ ନାହାନ୍ତି। ନଗଡ଼ା ବିକାଶରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ତେଣୁ ଆଗାମୀ ୭ ଦିନ ମଧ୍ୟରେ…

ପାରାଭାଡ଼ି ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୩।୩(ଡିଏନଏ): ପ୍ରାଚୀନ ବୌଦ୍ଧ କିର୍ତ୍ତୀରାଜି ପରିପୂର୍ଣ୍ଣ ପାରାଭାଡ଼ି ପାହାଡ଼ ଏବେ ବିପଦରେ। ଏହି ପାହାଡ଼କୁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ହାତକୁ ନେଇଥିବାବେଳେ ଏଠାରୁ ବିଶ୍ୱପ୍ରସିଦ୍ଧ ଖୀ.ପୂ. ଦ୍ୱିତୀୟ ଶତାଦ୍ଦୀର ଏ୍ୟତିହାସିକ ପାରାଭାଡ଼ି ସ୍ତୂପ ଆବିଷ୍କୃତ ହୋଇଥିଲା। କେବଳ ପାରାଭାଡ଼ି ସ୍ତୂପ ନୁହେଁ,…

ବିନା ସୂଚନାରେ କାଟିଦେଲେ ବିଦ୍ୟୁତ୍‌

ଢେଙ୍କାନାଳ ଅଫିସ, ୧୩।୩ – ପରୀକ୍ଷା ସମୟରେ ଯଥାସମ୍ଭବ ବିଦ୍ୟୁତ୍‌ କାଟ କମ୍‌ କରିବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବିଭାଗକୁ ତାଗିଦ୍‌ କରିଛନ୍ତି। ହେଲେ ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳରେ। ବକେୟା ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରି ନ…

ପ୍ରହସନ ପାଲଟିଛି ପ୍ଲାଷ୍ଟିକମୁକ୍ତ ଅଭିଯାନ

ରତ୍ନଗିରି,୧୩।୩(ଡିଏନଏ): ପରିବେଶକୁ ପଲିଥିନ ଓ ପ୍ଲାଷ୍ଟିକ୍‌ ମୁକ୍ତ କରାଯିବା ପାଇଁ ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି କରାଯାଇଛି। ମାତ୍ର ବରୀ ଅଞ୍ଚଳରେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଦେଖିବାକୁ ମିଳିଛି। ପ୍ରତିଦିନ ଏହି ଅଞ୍ଚଳର ବାଲିଆ, ରତ୍ନଗିରି, କାଇପଡ଼ା, ବରୀ ପ୍ରଭୃତି…

ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି

ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ ଉପ୍ରା…

‘ସଂଖ୍ୟାଗରିଷ୍ଠ ଥାଇ ଏସ୍‌ଟି,ଏସ୍‌ସି, ଓବିସି ଉପେକ୍ଷିତ’

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ୨୨% ଅନୁସୂଚିତ ଜନଜାତି(ଏସ୍‌ଟି), ୧୭% ଅନୁସୂଚିତ ଜାତି(ଏସ୍‌ସି) ଅଧିବାସୀ ରହିଛନ୍ତି। ଏମାନଙ୍କ ସଂଖ୍ୟା ରାଜ୍ୟର ମୋଟ ଜନସଂଖ୍ୟାର ପ୍ରାୟ ୪୦%। ଏଥିସହିତ ଯଦି ୫୨% ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି), ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)କୁ ଅନ୍ତର୍ଭୁକ୍ତ କରାଯାଏ, ତେବେ…

ଇସ୍ରୋ ଯିବେ ନବୋଦୟ ଛାତ୍ରୀ

ବନ୍ତଳା, ୧୩।୩(ଡି.ଏନ୍‌.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ ସ୍ତରରେ…

ଅର୍ଥ ଫେରସ୍ତ ଲାଗି ନିର୍ମଳାଙ୍କୁ ପ୍ରତାପଙ୍କ ଅନୁରୋଧ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିର ପ୍ରଶାସନ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବା ଯୋଗୁ ରାଜ୍ୟବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସ୍ଥିତିରେ କିପରି ଜଗନ୍ନାଥଙ୍କ ଅର୍ଥ ଫେରସ୍ତ ଆସିବ ସେନେଇ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟି କେନ୍ଦ୍ରମନ୍ତ୍ରୀ…

ଜୁନ୍‌ରୁ ଜିଲାରେ ଇ-କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ ଏ ବିଭାଗରୁ ସେ ବିଭାଗ ବୁଲିବାକୁ ପଡ଼ିବ ନାହିଁ। ଫାଇଲ ବି ନାଲି ଫିତା…

ଲାଗିଲାଣି ୧.୧୨ ଲକ୍ଷ ଗଛ

ଢେଙ୍କାନାଳ ଅଫିସ, ୧୩।୩ – ସବୁଜ ମହାନଦୀ ମିଶନକୁ ସଫଳ କରିବାକୁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରୟାସ। ଶିଳ୍ପସମୃଦ୍ଧ ଜିଲାରେ ଜଙ୍ଗଲ ସମ୍ପଦ ବୃଦ୍ଧି କରିବା, ଜଙ୍ଗଲ ଅବକ୍ଷୟ ରୋକିବା ଏବଂ ବନୀକରଣ ମାଧ୍ୟମରେ ନୂତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri