କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ
ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ ମଧ୍ୟ ଲୋକେ ସୁଧୁରୁ ନାହାନ୍ତି। ତେବେ ଶୁକ୍ରବାର ଝାରସୁଗୁଡା ପୋଲିସ ଲୋକଙ୍କୁ ଅଭିନବ ଉପାୟରେ…
କରୋନା ଭୟରେ ମିଳୁନି ସାଧାରଣ ସ୍ବାସ୍ଥ୍ୟସେବା
ଚୌଦ୍ୱାର,୩ା୪ (ଡି.ଏନ୍.ଏ): କରୋନା ଭୂତାଣୁ ବ୍ୟାପିବା ଆଶଙ୍କାରେ ସାରା ଦେଶରେ ଲକ୍ଡାଉନ ଘୋଷଣା ଥିବାବେଳେ ଚୌଦ୍ୱାରରେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଇଛି। ସାଧାରଣ ଲୋକ ନିହାତି ଆବଶ୍ୟକତା ନ ଥିଲେ ପଦାକୁ ନ ବାହାରିବାକୁ ନିର୍ଦ୍ଦେଶ ରହିଛି। ଏସବୁ ଭିତରେ…
ଏହି ସୁପରହିଟ୍ ଗୀତର ଶୁଟିଂ ସମୟରେ ଅସୁବିଧାରେ ପଡ଼ିଥିଲେ ରବୀନା
ମୁମ୍ବାଇ: ୧୯୯୪ରେ ରିଲିଜ୍ ହୋଇଥିବା ଫିଲ୍ମ ‘ମୋହରା’ ସମସ୍ତ ଦର୍ଶକଙ୍କ ନିଶ୍ଚିତ ମନେଥିବ। ଏହି ଫିଲ୍ମରେ ରବୀନା ଟଣ୍ଡନ ଏବଂ ଅକ୍ଷୟ କୁମାର ଜବରଦସ୍ତ ଅଭିନୟ କରିଥିଲେ। ଫିଲ୍ମରେ ରବୀନାଙ୍କୁ ଦର୍ଶକେ ବହୁ ପସନ୍ଦ କରିଥିଲେ। ଏହି ଫିଲ୍ମର ଏକ ଗୀତ…
ଶନିବାର ଜାତୀୟ ଶୋକ ପାଳନ କରିବ ଚାଇନା
ବେଜିଂ,୩।୪: ଚାଇନାରେ ପ୍ରଥମ କରି କରୋନା ଭାଇରସ ଦେଖାଦେଇଥିବା ବେଳେ ସେଠାରେ ତାଣ୍ଡବ ରଚିଥିଲା। ଏହି କରୋନା ଭାଇରସ ସଂକ୍ରମଣରେ ଚାଇନାରେ ୩ ମାସ ମଧ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୮୦ ହଜାର ଲୋକ ଏଥିରେ…
କୋରକୋରାର ବୋରିକ ମେଲଣ ସ୍ଥଗିତ
କଣ୍ଟାପଡା,୩।୪(ଡି.ଏନ.ଏ.):- କଟକସଦର ଥାନା ଅନ୍ତର୍ଗତ କୋରକୋରା ଗ୍ରାମରେ ଅନୁଷ୍ଠିତ ହେଉଥିବା ପାରମ୍ପରିକ ବୋରିକ ମେଲଣକୁ ମହାମାରୀ କୋରନା ଯୋଗୁ ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଚଳିତ ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଲଣକୁ ସ୍ଥଗିତ…
ଦୋକନ୍ଦା ମେଳନ ପଡ଼ିଆକୁ ସ୍ଥାନାନ୍ତର ହେଲା କଣାସ ହାଟ
କଣାସ,୩।୨୦(ସ୍ବ.ପ୍ର.)- ସାରା ଦେଶରେ ଲକଡାଉନ ଜାରି ରହିଥିବା ବେଳେ ଲୋକମାନଙ୍କୁ ଘରେ ରହିବାକୁ ସଚେତନ କରାଯାଉଛି। କିନ୍ତୁ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି ବିଭିନ୍ନ ବାହାନା କରି ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି। ଏହାସହ କଣାସ ବ୍ଲକରେ ଥିବା…
ଗାଁରେ ପ୍ରବେଶ ପାଇଁ ବାରଣ କରାଯିବାରୁ ନୌକାରେ କ୍ୱାରାଣ୍ଟାଇନ୍ରେ ରହିଲେ ବୃଦ୍ଧ
ମାଲଦା,୩।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଭାରତରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି।…
୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍ ଡାଉନ୍
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଶୁକ୍ରବାର କଟକରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ…
କରୋନାରେ ବ୍ରିଟିଶ୍ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ
ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍ରୋଗ ଚିକିତ୍ସା ଚାଲିଥିବାବେଳେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ତାଙ୍କ ପୁଅ ର଼୍ୟାନ…
ବିକାନେରରେ କର୍ଫ୍ୟୁ
ବିକାନେର,୩ା୪: ରାଜସ୍ଥାନରେ ଶୁକ୍ରବାର ୨୧ ଜଣଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିଲେ। ଏହି ରିପୋର୍ଟ ଆସିବା ପରେ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବିକାନେରରୁ ଯାଇ ନିଜାମୁଦ୍ଦିନ ଧର୍ମସଭାରେ…
କଣାସ ବ୍ଲକରେ ୩ ମାସର ରାଶନ ଚାଉଳ ବଣ୍ଟନ
କଣାସ,୩।୨୦(ସ୍ବ.ପ୍ର.)- ମହାମାରୀ କରୋନା ସଂକ୍ରମଣ ମୁକାବିଲା ଲାଗି ସରକାର ଲକଡାଉନ ଘୋଷଣା ପରେ ଅଧିକାଂଶ ଗରିବ ଲୋକେ ରୋଜଗାର ବାଟ ବନ୍ଦ ସହ ଖାଦ୍ୟ ଯୋଗାଡ଼ କରିବାରେ ଅସହାୟ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗରିବ ଓ ଭତ୍ତା…
ନିଲମ୍ବନର ସାତ ଦିନ ପରେ କାର୍ଯ୍ୟରେ ଯୋଗ ଦେଲେ ବିଧାନସଭା ଡିସ୍ପେନ୍ସନାରୀ ମେଡିକାଲ ଅଫିସର
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ(କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ନିଲମ୍ବିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସନାରୀ ମେଡିକାଲ ଅଫିସର ଲଳିତ ବେହେରା ଶୁକ୍ରବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୧୬ରେ…

