Home

୫ ପ୍ରତିଶତ ଲୋକ ଲକ୍‌ଡାଉନ୍‌ ନିୟମ ମାନୁନାହାନ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍‌ଡାଉନ୍‌ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ର ପ୍ରଥମ ସପ୍ତାହରେ ହୋଇଥିବା ଭୁଲ୍‌ର ପୁନରାବୃତ୍ତି ନ କରି ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ଘରେ ରହି…

ଜେଲରେ ଭିଡ଼

କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୋର୍ଟ କାର୍ଯ୍ୟ ସୀମିତ। ଫଳରେ କେନ୍ଦ୍ରାପଡ଼ା ସବ୍‌ଜେଲରେ ବିଚାରାଧୀନ କଏଦୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ମୋଟ ୧୯୦ ଜଣ କଏଦୀଙ୍କ ରହିବା ବ୍ୟବସ୍ଥା ଥିବାବେଳେ ଇତିମଧ୍ୟରେ ଏହି ସଂଖ୍ୟା ୨୨୦ରୁ ଊର୍ଦ୍ଧ୍ୱ ହୋଇଛି।…

ପୂର୍ବତଟ ରେଳପଥର ୨୬୧ କୋଚ୍‌ ହେବ ଆଇସୋଲେଶନ ସେଣ୍ଟର

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ ଖାଦ୍ୟ ଯୋଗାଇବା ସହ ମାସ୍କ ଓ ସାନିଟାଇଜର ଯୋଗାଣ ଉପରେ ଗୁରୁତ୍ୱ ଦେଇଛି।…

ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍‌ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରୁପ୍ପା ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ପଦକ୍ଷେପ ନେଉଛି। ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଏମ୍ସ, ଆର୍‌ଏମ୍‌ଆର୍‌ସି…

କରୋନା ମୁକାବିଲା: ସ୍ଥାନାନ୍ତର ହେଲେ ୯୮୯ କଏଦୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡିଶା କାରାଗାର ନିର୍ଦ୍ଦେଶାଳୟ ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୯୦ ଜେଲରେ ୧୮ ହଜାର ୧୨ ଜଣ କଏଦୀ ରହିବା ପାଇଁ ବ୍ୟବସ୍ଥା ରହିଥିବାବେଳେ ଏବେ ୧୭ ହଜାର ୫୧୯ ଜଣ କଏଦୀ…

ଏଣିକି ଗୋଟିଏ ସମୟ ଖୋଲିବ ହାଟ

ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ…

ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାରଣ ସଂକ୍ରମିତଙ୍କ ଭାଇ ଭୁବନେଶ୍ୱର କୋର୍ଟରେ ନୋଟାରି ଭାବେ କାର୍ଯ୍ୟ କରୁଛନ୍ତି। ସେ ତାଙ୍କ…

ଶିଳ୍ପୀ, ବୁଣାକାରଙ୍କ ଉପରେ ଚଡ଼କ: ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ଓଡିଶା ଶିଳ୍ପୀ ମହାସଂଘର ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲାଗି ବହୁ ଲୋକ ରୋଜଗାର ହରାଇଥିବାବେଳେ ଅନେକ ବେଉସା ବୁଡିଯାଇଛି। ୨୧ଦିନିଆ ଲକ୍‌ଡାଉନ ରାଜ୍ୟ ଶିଳ୍ପୀ ଓ ବୁଣାକାରଙ୍କ ନିଦ ହଜାଇ ଦେଇଛି। ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ଓ ଏହାପରଠାରୁ ଲକ୍‌ଡାଉନ୍‌ ଯୋଗୁ ହସ୍ତତନ୍ତ ଓ ହସ୍ତକଳାର…

ଆଜି ପ୍ରଧାନମନ୍ତ୍ରୀଙ୍କ ଟୁଇଟର ବାର୍ତ୍ତା: ରାଜ୍ୟପାଳଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩।୪: କରୋନା ସଂକ୍ରମଣ ରୋକିବା ଲାଗି ସଚେତନା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପୂର୍ବାହ୍ନ ୯ଟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଛୋଟ ଭିଡିଓ ମେସେଜ ଶେୟାର କରିବେ। ଏନେଇ ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିପରି କରୋନା ମୁକାବିଲା…

କରୋନା ମୁକାବିଲା ପାଇଁ ଏକାଠି ହେବାକୁ ଆହ୍ବାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୪(ବ୍ୟୁରୋ): ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ ପକ୍ଷରୁ…

୩ ମାସର ଭଡ଼ା ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ସଂକ୍ରମଣ ଦ୍ୱାରା ସାରା ବିଶ୍ୱର ଅର୍ଥନୀତି ପ୍ରଭାବିତ ହୋଇଛି। ଉଭୟ ସଙ୍ଗଠିତ ଏବଂ ଅସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ସବୁ ବର୍ଗର ଲୋକ ଆର୍ଥିକ ଭାବେ ପ୍ରଭାବିତ ହୋଇଛନ୍ତି। ଓଡ଼ିଶାରେ ମଧ୍ୟ ସମାନ ଅବସ୍ଥା ଉପୁଜିଛି। ଏହି ସମୟରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?