Home

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ଆଜି ସକାଳୁ ପୁଣିଥରେ ଭୂକମ୍ପ ଦେଖାଯାଇଛି ।…

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୨୧୩ ରନର ବିଶାଳ ସ୍କୋର କରିଥିବା ବେଳେ ଭାରତୀୟ ଦଳ…

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ ମହାତ୍ରେ ନେବେ, ଏବଂ ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ଏହି ଦଳର ଅଂଶ। ଡିସେମ୍ବର ୧୪ରେ…

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ ମିଶ୍ର ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଦଣ୍ଡାଦେଶ ଘୋଷଣା କରିଛନ୍ତି। କୋର୍ଟ ସରଫରାଜଙ୍କୁ ମୁଖ୍ୟ ଅଭିଯୁକ୍ତ…

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟିଥିଲେ ଏବଂ ପରେ ଏକ ବ୍ଲେଣ୍ଡରରେ ଖଣ୍ଡ…

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ ଲୁଥ୍ରାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଗୋଆ ପୋଲିସ ଓକିଲ କହିଛନ୍ତି ଯେ…

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତ ସେମାନଙ୍କର ପ୍ଲେଇଂ-୧୧ରେ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ ପାଇଁ ଦକ୍ଷିଣ…

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ବର୍ତ୍ତମାନ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୧୨ ଫେବୃଆରୀ ସକାଳ ୭:୩୦ ରୁ…

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର ଉକ୍ତ…

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ ପଠାଯାଇଥିଲା । ବର୍ତ୍ତମାନ ଏହାକୁ ନେଇ ସରକାର ଆପଲକୁ ନୋଟିସ ପଠାଇଛନ୍ତି । ଭାରତରେ…

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା ଲେଖାଯାଇଛି, ‘ଦି ଓଜି ଧୁରନ୍ଧର। ଯେତେବେଳେ ଆପଣ ଆଭା ଚାଷ କହୁଛନ୍ତି, ମୁଁ କହୁଛି…

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ SIRର ସମୟସୀମା ବୃଦ୍ଧି କରିଛନ୍ତି। ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?