Home

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ ବି କରୋନା ପହଞ୍ଚି ନାହିଁ। ଏସମ୍ପର୍କରେ ଉତ୍ତର କୋରିଆ ପକ୍ଷରୁ କୁହାଯାଇଛି। ଚାଇନା ସୀମାକୁ…

ଫୁଟବଲ ମ୍ୟାଚ୍‌ ବ୍ୟାନ୍‌କୁ ମେ’ ୩୧କୁ ଘୁଞ୍ଚାଇଲା ରୁଷିଆ

ମସ୍କୋ,୨।୪(ଏଏଫ୍‌ପି): କୋଭିଡ- ୧୯ ମହାମାରୀର ରୂପ ନେଇଥିବା ବେଳେ ରୁଷିଆନ ଫୁଟବଲ ଆସୋସିଏଶନ (ଆର୍‌ଏଫ୍‌ଏସ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସବୁ ଫୁଟବଲ ମ୍ୟାଚ୍‌କୁ ବ୍ୟାନ୍‌ କରାଯାଇଥିବା ବେଳେ ଏବେ ଏହାକୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛ ବୋଲି…

ଏମିତି ସହର, ଯେଉଁଠି ପଡ଼େ ନାହିଁ ସୂର୍ଯ୍ୟକିରଣ

ବିଶ୍ୱର ଅଧିକାଂଶ ସ୍ଥାନରେ ସୂର୍ଯ୍ୟକିରଣ ପଡ଼ିଥାଏ। ସୂର୍ଯ୍ୟ ହେଉଛନ୍ତି ଶକ୍ତିର ଉତ୍ସ। ଏଥିରୁ ଆଲୋକ ମିଳିଥାଏ। ମାତ୍ର ଏମିତି ଏକ ସହର ଅଛି, ଯେଉଁଠି ଆଦୌ ସୂର୍ଯ୍ୟ କିରଣ ପଡ଼ି ନ ଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଏକ…

ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍‌ଇଟି

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ ନିଅନ୍ତୁ। ଏପରିକି ଲୋକମାନେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ ବୋଲି…

କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !

ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ତେବେ କରୋନାର ମୁକାବିଲା ପାଇଁ ପୃଥିବୀର…

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହସ୍ରାଧିକ ଭକ୍ତମାନେ ଆସିଛନ୍ତି । ଏପରି ସ୍ଥଳେ ସମଲେଇ ମନ୍ଦିର…

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ ମିଛ କହି ବୁଲୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ସମଲେଇ…

ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି। ବ୍ରୃକ୍ସହିଲ ରାମ ମନ୍ଦିର, କମଲିବଜାର ରାମଜୀ ଗୁଡିରେ ପୂଜକମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ…

ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ଟଙ୍କା ଆଗୁଆ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ହେଲେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି…

ପୌରପାଳିକା ତରଫରୁ ଗରିବଙ୍କୁ ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନ ବ୍ୟାପିବା ପାଇଁ ଚୌଦ୍ୱାର ସହର ଲକ୍‌ଡାଉନ ଭିତରେ ରହିଛି। ନିହାତି ଆବଶ୍ୟକତା ନ ଥିଲେ ଘରୁ ବାହାରିବାକୁ ନିଷେଧ ଥିବାବେଳେ ଏଥିପ୍ରତି ପୋଲିସ ମଧ୍ୟ ସଜାଗ ରହିଛି। ଫଳରେ ଦିନ ମଜୁରିଆ, ନିରାଶ୍ରୟ, ଗରିବ…

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ ପୋଲିସ…

କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ

ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ସାହାରନପୁର ଅଞ୍ଚଳରେ। ନକୁର ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ସରକାରୀ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?