ଡଙ୍ଗାବୁଡ଼ି ଜଣେ ନିଖୋଜ ଘଟଣା: ଡ୍ୟାମ୍ରୁ ମୃତଦେହ ଉଦ୍ଧାର
ଜୟପୁର,୧୦।୩(ଡି.ଏନ୍.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକ ନିକଟସ୍ଥ ଦୁର୍ଲା ଘାଟରେ ଡଙ୍ଗା ବୁଡ଼ି ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ରବିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ଉକ୍ତ ଡ୍ୟାମ୍ରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ବଡ଼ଗୁରୁ ପାଙ୍ଗି(୫୦)। ସୂଚନାନୁଯାୟୀ, ବଡ଼ଗୁରୁ ପାଙ୍ଗ…
‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ
ମୁମ୍ବାଇ,୧୦।୩: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି ଭାବନ୍ତି। ଏଥର ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କୁ ଦେଖିବାକୁ ମିଳିବ। ଏହାର ଟିଜର ଆସିବା…
କମଲନାଥଙ୍କ ସରକାର ଭାଙ୍ଗିବା ପାଇଁ ପୁରସ୍କାର: ଭାଜପାରେ ସମ୍ମାନ, ମିଳିବ ମନ୍ତ୍ରୀପଦ !
ନୂଆଦିଲ୍ଲୀ, ୧୦।୩: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆ ମୋଡ଼ ଆସିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିଛନ୍ତି। ସେ ଏବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କୁ ସମର୍ଥନ କରୁଥିବା ୨୦ କଂଗ୍ରେସ ବିଧାୟକଙ୍କ ଇସ୍ତଫା ମଞ୍ଜୁର ହେଲେ ରାଜ୍ୟ ବିଧାନସଭାରେ ବିଧାୟକଙ୍କ…
ରାଣା କପୁର କ୍ରୟ କରିଥିବା ରାଜୀବ ଗାନ୍ଧୀଙ୍କ ପେଣ୍ଟିଂକୁ ଜବତ କଲା ଇଡି
ମୁମ୍ବାଇ,୧୦।୩: ୟସ୍ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କ ଉପରେ ଗୋଟିଏ ପରେ ଗୋଟିଏ ଅସୁବିଧା ଯେମିତି ମାଡି ଆସୁଛି। ୟସ୍ ବ୍ୟାଙ୍କ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏହାର କାରବାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ)କେତେ ଗୁଡିଏ…
କଂଗ୍ରେସରୁ ଇସ୍ତଫା ଦେଲେ ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶର କ୍ଷମତା ରାଜନୀତି ଏବେ ଦିଲ୍ଲୀ ପହଞ୍ଚିଛି। କଂଗ୍ରେସ ଦଳର ଅସନ୍ତୁଷ୍ଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାଜପା ଟିକଟରୁ ସେ ରାଜ୍ୟ ସଭାକୁ ଯିବେ…
ଖାଲକୁ ଖସିଲା ବସ: ୫ମୃତ, ୩୪ ଆହତ
ଶିମଲା,୧୦।୩: ହିମାଚଳପ୍ରଦେଶରେ ଭୋର୍ ୬ଟା ୪୫ରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି। ଭରମୋର-ପାଠାଣକୋଟ ଜାତୀୟ ରାଜପଥର ଚେହଲିଠାରେ ଏକ ଯାତ୍ରୀବାହୀ ବସ ଖାଲକୁ ଖସି ପଡ଼ିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଲୋକ ଆହତଙ୍କ ହୋଇଛନ୍ତି। ଖବର ପାଇ…
ସିଏଏ ହିଂସା: ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟ ଯାଇପାରନ୍ତି ଯୋଗୀ ସରକାର
ଲକ୍ଷ୍ନୌ,୧୦।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶରେ ଉପୁଜିଥିବା ହିଂସାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଏକ ପୋଷ୍ଟର ଯୋଗୀ ଆଦିତ୍ୟନାଥଙ୍କ ସରକାର ଜାରି କରିଥିଲେ। ଗୋଟିଏ ଦିନ ପୂର୍ବରୁ ଏହି ପୋଷ୍ଟରକୁ ହଟାଇବାକୁ ଆହ୍ଲାବାଦ ହାଇ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏବେ…
ଦୁଇ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ପାଟଣା, ୧୦ା୩(ସ୍ବ. ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ଦେଉଳିଆ ସାହିର ଜଣେ ଓ ନୂଆଖମଣ ଢ଼ିପା ସାହିର ଜଣେ ଯୁବକଙ୍କ ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ରାଜନଗର ଦେଉଳିଆ ସାହିର ଅକ୍ଷୟ କୁମାର ଦାଶଙ୍କ…
ଆରମ୍ଭ ହେଲା ଐତିହାସିକ ପତିରାଜପୁର ମେଳା: ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ
ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକର ଐତିହାସିକ ପତିରାଜପୁର ଦୋଳମେଳନ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଣରେ ସୋମବାର ରାତିରେ ଆରମ୍ଭ ହୋଇଛି। ମେଳାର ଚତୁଃପାର୍ଶ୍ୱରୁ ୮୦ରୁ ଊର୍ଦ୍ଧ୍ୱ ଦୋଳ ବିମାନ ବାଜା ରୋଷଣି ଶଙ୍ଖ ହୁଳହୁଳି ଧ୍ବନି…
ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ଡେରାଡୁନ୍: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭ ବାଟାଲିୟନ…
ଛାତ୍ରୀଙ୍କ ଆତ୍ମହତ୍ୟା
ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ସାଉଡି ଗ୍ରାମର ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ସେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ଗତ ୮ ତାରିଖ ସନ୍ଧ୍ୟାରେ ଘରେ କେହି ନ ଥିବା ବେଳେ ସେ ରଶି ଲଗାଇ…
ପାଇପଲାଇନ କାଟି ତେଲ ଚୋରି
ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୬୫/୨୦) ରୁଜୁ କରି ପୋଲିସ ତଦନ୍ତ ଜାରି…
Archives


