ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି
ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ…
ଏନ୍ପିଆର ପାଇଁ ରାଜ୍ୟର ପ୍ରସ୍ତୁତି
ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରିଥିଲେ। ହେଲେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆରସି)କୁ ବିରୋଧ କରିଥିଲେ। ଏହାକୁ ଓଡ଼ିଶାରେ ଲାଗୁ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ତଳେ ସ୍ପଷ୍ଟ କରିଥିଲେ। ଅନ୍ୟ…
ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍କୋଦର ଷ୍ଟେଶନ
କୋଲକାତା: ଗୋଟିଏ ରେଲ୍ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍କୋଦର।…
ଲାଞ୍ଚ: ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ଗିରଫ
କଟକ ଅଫିସ, ୪ା୧: ଦେଢହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ନବରଙ୍ଗପୁରଠାରେ ଥିବା ଲାର୍ଜ ଏରିଆ ମଲ୍ଟି ପର୍ପୋଜ୍ କୋଅପରେଟିଭ ସୋସାଇଟି (ଲାମ୍ପ୍ସ)ର ପରିଚାଳନା ନିର୍ଦ୍ଦେଶକ ବାନାମ୍ବର ପଟ୍ଟନାୟକ। ଶୁକ୍ରବାର ୯୯.୩୨ କୁଇଣ୍ଟାଲ ଧାନ ମଣ୍ଡିରେ କ୍ରୟ…
ଫନୀ ମୁକାବିଲା ନେଇ ଓଡ଼ିଶାର ପ୍ରସ୍ତୁତିକୁ ଅମିତ୍ ଶାହାଙ୍କ ପ୍ରଶଂସା
ଭୁବନେଶ୍ୱର,୪ା୧(ବ୍ୟୁରୋ): ଓଡିଶାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ ଜାତିସଂଘ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିବା ବେଳେ କେନ୍ଦ୍ର ସରକାର ମଧ୍ୟ ଓଡିଶାର ପ୍ରସ୍ତୁତି ଉତ୍ତମ ବୋଲି ମାନିଛନ୍ତି। ଫନୀ ବାତ୍ୟା ପରେ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ…
ସାମାଜିକ ବାସନ୍ଦ ବିରୋଧରେ ଦୃଢ଼ ହେଲେ ପ୍ରମିଳା
ଗୁଡ଼ଭେଲା, ୩।୧ (ଡ଼ି.ଏନ.ଏ.): ବାପାଙ୍କ ମୃତଦେହ ଘରେ ୨ ଦିନ ହେଲା ପଡ଼ିଥିଲା। ମୁଣ୍ଡପିଟି କାନ୍ଦୁଥିଲେ ପରିବାର ଲୋକେ। ଶୋକରେ କାହାର ପାଟି ଫିଟୁ ନ ଥିଲା। ମୃତଦେହ ସତ୍କାର ହୋଇ ନ ଥିବାରୁ ଭୋକ ଉପାସରେ ରହିଥିଲେ ସାରା ପରିବାର।…
ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପିନାରାୟୀ ବିଜୟନ୍
ଥିରୁଭାନନ୍ଥପୁରମ୍,୪ା୧(ପି.ଟି.): ବିବାଦୀୟ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ରଦ୍ଦ କରିବା ପାଇଁ କେରଳ ବିଧାନସଭାରେ ପ୍ରସ୍ତାବ ଗୃହୀତ ହେବା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍ ଶୁକ୍ରବାର ୧୧ଟି ରାଜ୍ୟର ପ୍ରତିପକ୍ଷଙ୍କୁ ପତ୍ର ଲେଖି ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ସୁରକ୍ଷା ପାଇଁ ଆହ୍ବାନ…
୨୪ ଘଣ୍ଟାରେ ବାଗ୍ଦାଦରେ ଆମେରିକାର ଦ୍ୱିତୀୟ ବିମାନ ଆକ୍ରମଣ: ୬ ମୃତ
ବାଗଦାଦ,୪।୧: ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ଦ୍ୱିତୀୟ ଥର ବାଗଦାଦ ଉପରେ ବିମାନ ଆକ୍ରମଣ କରିବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନ୍ୟୁଜ ଏଜେନ୍ସି ରଏଟରର ସୂଚନା ମୁତାବକ ମିଲିସିଆରେ ଥିବା ଶିବିର ଉପରେ ଏହି…
ସଭରକରଙ୍କୁ ସେବାଦଳର ଆକ୍ଷେପ: କଂଗ୍ରେସ ଉପରେ ବର୍ଷିଲେ ଭାଜପା, ଶିବସେନା
ମୁମ୍ବାଇ, ନୂଆଦିଲ୍ଲୀ,୪ା୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କ ସହ ସ୍ବାଧୀନତା ସଂଗ୍ରାମୀ ବୀର ସଭରକରଙ୍କର ଶାରୀରିକ ସମ୍ପର୍କ ରହିଥିଲା ବୋଲି କଂଗ୍ରେସ ସେବାଦଳ ପକ୍ଷରୁ ପ୍ରକାଶିତ ପୁସ୍ତିକାରେ ଦାବି କରାଯିବା ଘଟଣାକୁ ନେଇ ରାଜନୀତି ଜୋର୍ ଧରିଛି। ଏହାକୁ ନେଇ…
ସୀମାରେ ଅନୁପ୍ରବେଶ ଅପେକ୍ଷାରେ ୨୫୦ ପାକ୍ ଆତଙ୍କବାଦୀ
ନୂଆଦିଲ୍ଲୀ,୪ା୧(ଆଇଏଏନ୍ଏସ୍): ଭାରତ ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍ଓସି) ଆରପଟେ ପାଖାପାଖି ୨୫୦ ପାକିସ୍ତାନୀ ଆତଙ୍କବାଦୀ ଅପେକ୍ଷା କରି ରହିଛନ୍ତି। ସେମାନେ ପ୍ରତିଦିନ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ଶୁକ୍ରବାର…
୬ ଗାଡ଼ି ପୋଡ଼ିଲେ ମାଓବାଦୀ
ରାଞ୍ଚି,୪ା୧(ଆଇଏଏନ୍ଏସ୍): ଝାଡ଼ଖଣ୍ଡରେ ନୂଆ ସରକାର ଦାୟିତ୍ୱ ଗ୍ରହଣକରିବା ପରେ ମାଓବାଦୀମାନେ ସେମାନଙ୍କ ଅସଲ ରୂପ ଦେଖାଇଛନ୍ତି। ହଜାରିବାଗ୍ ଜିଲା କରିଗରା ନଦୀକୂଳରେ ପୋଲ ନିର୍ମାଣ କାର୍ଯ୍ୟ କରୁଥିବା ଏକ ଘରୋଇ କମ୍ପାନୀର ୬ଟି ଗାଡ଼ିକୁ ସେମାନେ ପୋଡ଼ିଦେଇଛନ୍ତି। ପ୍ରାୟ ୨୫ଜଣ ସଶସ୍ତ୍ର…
ଇରାନ ଚକ୍ରାନ୍ତର ନିପୁଣ କାସିମ ସୋଲେମାନୀ: ମଧ୍ୟପ୍ରାଚ୍ୟରେ ଗଢ଼ିଥିଲେ ଏକ ଶିୟା କ୍ଷମତା କକ୍ଷ
ନ୍ୟୁୟର୍କ,୪ା୧: ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ ସୋଲେମାନୀ ଇରାକ, ସିରିଆ, ଲେବାନନ ଓ ୟେମେନ ସହ ପ୍ରତ୍ୟକ୍ଷ ଯୁଦ୍ଧ ପାଇଁ ସହାୟକ ହୋଇଥିଲେ। ଏକ ଆଞ୍ଚଳିକ ଶିୟା କ୍ଷମତା କେନ୍ଦ୍ର ପ୍ରତିଷ୍ଠା ପାଇଁ ଇରାନ ଉଦ୍ୟମର ଚେହେରା ପାଲଟିଥିଲେ…
Archives


