Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ ପୂର୍ବରୁ ହିମାଂଶୀ ନରୱାଲଙ୍କୁ ବିବାହ କରିଥିଲେ ଏବଂ ସେମାନେ ହନିମୁନ ପାଇଁ କଶ୍ମୀର ଯାଇଥିଲେ।…
କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି। ଏହି ଆକ୍ରମଣରେ ୨୬ରୁ ୨୮ ଜଣ ପର୍ଯ୍ୟଟକଙ୍କ ସମେତ ଅନେକ ଲୋକ ପ୍ରାଣ ହରାଇଥିବାବେଳେ…
ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ
ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ ଏକ ବୋଲେରୋ ଗାଡି ଓଡି ୦୨ଟି ୩୯୯୦ ଯୋଗେ ନିଜ ଘରକୁ ଫେରୁଥିବା କେତେଜଣ…
ପ୍ଲିଜ୍ ଗୁଳି କର ନାହିଁ… ସୈନିକଙ୍କୁ ଆତଙ୍କବାଦୀ ଭାବିଦେଲେ ଲୋକେ: ଭାଇରାଲ ହେଉଛି ହୃଦୟବିଦାରକ ଭିଡିଓ
ଶ୍ରୀନଗର,୨୩।୪: ଆତଙ୍କବାଦୀଙ୍କ ହୃଦୟ ନାହିଁ। ସେମାନେ ଯେକୌଣସି ବ୍ୟକ୍ତିଙ୍କ ଜୀବନ ନେଇପାରନ୍ତି। ଏକଥା ବହୁତ ଥର ଶୁଣିଥିବେ, କିନ୍ତୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକମାନେ ଏହି ଭଳି ରାକ୍ଷସଙ୍କୁ ସ୍ବଚକ୍ଷୁରେ ଦେଖିଥିଲେ। ନିଜ ପ୍ରିୟଜନଙ୍କୁ ଆଖି ସାମ୍ନାରେ ଛଟପଟ ଦେଖିବା ବେଶ୍ ହୃଦୟବିଦାରକ…
ପହଲଗାମ ଆତଙ୍କବାଦୀ ଆକ୍ରମଣ: ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା
ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ସିଏମଓ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି,ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା…
Killers Of Pahalgam: ପହଲଗାମ ଆକ୍ରମଣରେ ସାମିଲ ଥିବା ୪ ଆତଙ୍କବାଦୀଙ୍କ ଫଟୋ ଜାରି
ଶ୍ରୀନଗର,୨୩।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନେ ସମସ୍ତେ ଲସ୍କର-ଏ-ତୋଇବା ସହିତ ଜଡିତ । ସୁରକ୍ଷା ଏଜେନ୍ସିଗୁଡ଼ିକ ଆତଙ୍କବାଦୀଙ୍କୁ ଖୋଜିବା ଏବଂ…
Pahalgam Terror Attack: ଆକ୍ରମଣ ନେଇ ପୂର୍ବରୁ ମିଳିଥିଲା ଆଲର୍ଟ! ହେଲେ ପରେ ପ୍ଲାନରେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଥରାଇ ଦେଇଛି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପହଲଗାମରେ ଆକ୍ରମଣ ସ୍ଥଳରେ ପହଞ୍ଚିଥିବା ବେଳେ ଅନ୍ୟପକ୍ଷରେ ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟର…
Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର
ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି ଆକ୍ରମଣ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଏବଂ ଆତଙ୍କବାଦ ବିରୋଧରେ ଏକତ୍ରିତ ହେବା ବିଷୟରେ…
+୩ ପରୀକ୍ଷା ଫଳ ପ୍ରକାଶ, ଟପ ଟେନ ତାଲିକାର ୨ୟ ସ୍ଥାନରେ ରାଜନୀତି ବିଜ୍ଞାନ ବିଭାଗ ଛାତ୍ରୀ ଶିବାନୀ ରାଉତ
ବୁଗୁଡ଼ା,୨୩।୪,(କାଳିଚରଣଦାଶ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ +୩ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି l ବୁଗୁଡ଼ା ପିପୁଲ୍ସ କଲେଜ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଶିବାନୀ ରାଉତ ୧୪୦୦ ମାର୍କରୁ ୧୧୮୭ ମାର୍କ ହାସଲ କରି ଶ୍ରେଷ୍ଠ ଦଶ ତାଲିକାର ଦ୍ବିତୀୟ…
Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ
ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବୁଧବାର ସମସ୍ତ ମୃତଦେହକୁ ଶ୍ରୀନଗର ଅଣାଯାଇଥିଲା। ଯେଉଁଠାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ…
Pahalgam Attack Updates: ଘଟଣାସ୍ଥଳରେ ପହଞ୍ଚି ଶାହା କହିଲେ, ‘ଆତଙ୍କବାଦ ସାମ୍ନାରେ ନଇଁବ ନାହିଁ ଭାରତ’
ଶ୍ରୀନଗର,୨୩।୪: ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣର ଦାୟିତ୍ୱ ଲସ୍କର-ଏ-ତୈବାର ହିଟ…
China: ନିଆଁ ଲାଗି ଭୁଷୁଡି ଗଲା ପୋଲ, ଆକାଶ ହେଲା ଧୂଆଁ ମୟ
ବେଜିଂ,୨୩।୪: ବେଜିଂର ଉତ୍ତର-ପୂର୍ବ ଶୁନି ଜିଲାରେ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ହୋଇଛି, ଯାହା ଫଳରେ ଏକ ପୋଲ ଭୁଶୁଡ଼ି ପଡ଼ିଛି। ଏ ସମ୍ପର୍କିତ ଫଟୋ ସୋସିଆଲ ମିଡିଆରେ ପ୍ରକାଶ ପାଇଛି। ବେଜିଂ ମ୍ୟୁନିସିପାଲ ଟ୍ରାନ୍ସପୋର୍ଟେସନ କମିଶନ ସୋସିଆଲ ମିଡିଆ ପ୍ଲାଟଫର୍ମ ୱେଇବୋରେ…
Archives


