ଆଜିଠାରୁ ଭାଲେଣ୍ଟାଇନ୍ସ ଓ୍ବିକ୍
ଭୁବନେଶ୍ୱର,୭।୨(ବ୍ୟୁରୋ)ବର୍ଷକର ଅପେକ୍ଷା ପରେ ପାଖେଇ ଆସୁଛି ପ୍ରେମ ଓ ପ୍ରେମୀଯୁଗଳଙ୍କ ଖାସ୍ ଦିନ ଭାଲେଣ୍ଟାଇନ୍ସ ଡେ। ଏନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଉତ୍ସାହ ରହିଥିବାବେଳେ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଭାଲେଣ୍ଟାଇନ୍ସ ୱିକ୍ ବା ପ୍ରେମ ସପ୍ତାହ ଭାବେ ପାଳନ କରିବାକୁ…
ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨
ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥର ନିର୍ବାଚନରେ ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ୧୩୨ ଜଣ ଭୋଟର ନିଜର ମତ…
ଦଶରଥପୁର ବିଡିଓଙ୍କ ନାମରେ ମାମଲା ରୁଜୁ
ଯାଜପୁର ଅଫିସ,୭।୨: ଯାଜପୁର ଜିଲା ଦଶରଥପୁର ବ୍ଲକରେ ଗତ ୧ ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ମଙ୍ଗଳପୁର ପୋଲିସ ଉଭୟପକ୍ଷଙ୍କ ଅଭିଯୋଗ ଉପରେ ୨ଟି ମାମଲା ରୁଜୁ କରିଛି। ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକଙ୍କ ଅଭିଯୋଗକୁ ଭିତ୍ତି କରି ଆଶୁତୋଷ ପାଣିଗ୍ରାହୀଙ୍କ…
ଅବଧି ସରିଲାଣି, ସରିନି ନିର୍ମାଣ କାର୍ଯ୍ୟ
କାଳିଆପାଣି,୭।୨(ଡିଏନଏ): ସୁକିନ୍ଦା ତହସିଲ ଅନ୍ତର୍ଗତ କୁହିକା ଗ୍ରାମ ପଞ୍ଚାୟତ ଟମକା – ମଙ୍ଗଳପୁର, ଆର୍ଆଣ୍ଡ୍ବି ରାସ୍ତା ନିକଟରୁ ଜେମାଦେଇପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି ରାସ୍ତା ନିମ୍ନମାନର ହୋଇଥିବାରୁ ଏହାର ଭିଜିଲାନ୍ସ ତଦନ୍ତ…
ଅପହରଣ କରି ନାବାଳିକାଙ୍କୁ ବିବାହ ସନ୍ଦେହ ଘର ଆଗରେ ନାଁ ଦେଖି ଯୁବକଙ୍କୁ ଉଠାଇନେଲା ପୋଲିସ
ନୟାଗଡ ଅଫିସ,୭ା୨: ଅପହରଣ କରି ନାବାଳିକାଙ୍କୁ ବିବାହ କରିଥିବା ସନ୍ଦେହରେ ଜଣଙ୍କ ଘର ଆଗରେ ନାଁ ଦେଖି ପୋଲିସ ଜଣେ ଯୁବକଙ୍କୁ ଉଠାଇ ନେବା ପରେ ନୟାଗଡ ଜିଲା ଇଟାମାଟି ଥାନା ଗମ୍ଭାଡିରେ ଗୁରୁବାର ରାତିରେ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ତ୍ରୁଟି ସ୍ବୀକାର…
ଘରୋଇ ଚିକିତ୍ସାଳୟ, ନିଦାନ କେନ୍ଦ୍ରରେ ଲାଗିବ ଲଗାମ: କାର୍ଯ୍ୟକାରୀ ହେବ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା
ନୟାଗଡ ଅଫିସ,୭ା୨: ନୟାଗଡ଼ ଜିଲାର ସମସ୍ତ ଘରୋଇ ଚିକିତ୍ସାଳୟ ଓ ନିଦାନ କେନ୍ଦ୍ର ଉପରେ ଲଗାମ ଲାଗିବ। ଜିଲାରେ ଥିବା ଏସବୁ କେନ୍ଦ୍ରଗୁଡ଼ିକରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଜିଲାପାଳ ଡା. ପୋମା…
ପିଟରଙ୍କୁ ଜାମିନ, ହେଲେ ଏବେ ମୁକୁଳିବେନି
ମୁମ୍ବାଇ,୭-୨(ପି.ଟି.):ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ମିଡିଆ ବାରୋନ୍ ପିଟର ମୁଖାର୍ଜୀଆଙ୍କୁ ଆଶ୍ୱସ୍ତି ମିଳିଛି। ଏହି ହତ୍ୟାକାଣ୍ଡରେ ପିଟରଙ୍କ ବିରୋଧରେ ବିଶେଷ ପ୍ରମାଣ ନ ଥିବାରୁ ଗୁରୁବାର ବମ୍ବେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।…
ମଲାଲା ଆକ୍ରମଣକାରୀ ଜେଲ୍ରୁ ଚମ୍ପଟ
ଇସ୍ଲାମାବାଦ,୭-୨(ଆଇଏଏନ୍ଏସ୍):ନାରୀ ଶିକ୍ଷାର ପ୍ରସାର ପାଇଁ ପାକିସ୍ତାନରେ ସଚେତନତା ସୃଷ୍ଟି କରୁଥିବା ମଲାଲା ୟୁସୁଫଜାଇ ଏବଂ ପେଶାଓ୍ବର ସେନା ସ୍କୁଲରେ ଆକ୍ରମଣ କରିଥିବା ତେହରିକ୍-ଇ-ତାଲିବାନ ପାକିସ୍ତାନ (ଟିଟିପି)ର ମୁଖପାତ୍ର ଏହସାନୁଲ୍ଲା ଏହସାନ ଜେଲ୍ରୁ ଖସିପଳାଇଛନ୍ତି। ଆତଙ୍କବାଦୀ ଏହସାନ ତାଙ୍କ ସ୍ତ୍ରୀ ଓ ଦୁଇଝିଅଙ୍କ…
ଓମାର, ମେହବୁବାଙ୍କ ବିରୋଧରେ ପିଏସ୍ଏ
ଶ୍ରୀନଗର,୭-୨:ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଅଟକ ଥିବା ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍ଦୁଲ୍ଲା ଓ ମେହବୁବା ମୁଫ୍ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍ତି ଅଟକ ରହିଥିବା…
ଜାତୀୟସ୍ତରରେ ବଣ୍ଟିଙ୍କ କୃତିତ୍ୱ
ଜଗତ୍ସିଂହପୁର ଅଫିସ୍,୭।୨: ନିଷ୍ଠା, ଆତ୍ମବିଶ୍ୱାସ ଓ କଠୋର ପରିଶ୍ରମ ଆଗରେ ଦାରିଦ୍ର୍ୟତା ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସ୍ଥାନୀୟ ଶିଶୁ ଆଶ୍ରମରେ। ଆଶ୍ରମର ଅନ୍ତେବାସୀ ତଥା ଜଗତ୍ସିଂହପୁର ଥାନା ପାଇକରାବାଟୀ ଅଧୀନ ଗଡ଼ମାର ନୟନା ମଲ୍ଲିକଙ୍କ ପୁଅ ବଣ୍ଟି…
ଅରାଜକତା ସୃଷ୍ଟି କରିବ ବିକ୍ଷୋଭ
ନୂଆଦିଲ୍ଲୀ,୭-୨(ପି.ଟି.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନକୁ ବିପକ୍ଷ ଦଳଗୁଡ଼ିକ ଉସୁକାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ତୀବ୍ର ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ପୋଡ଼ାଜଳା ଦେଶକୁ ଅରାଜକତା ଆଡକୁ ନେଇଯିବ ବୋଲି ସେ…
ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍ଏସ୍
ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍ଜିଏନ୍ଆର୍ଇଜିଏସ୍ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍ ପ୍ରୋଗ୍ରାମ୍ ଅଫିସର୍) କରିଥାନ୍ତି। ଏମ୍ଜିଏନ୍ଆର୍ଇଜିଏସ୍ରେ ଏପିଓ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ହୋଇଥିବା ବେଳେ ନାଉଗାଁ ବ୍ଲକରେ ଜଣେ ଜିଆର୍ଏସ୍ ଏପିଓ…
Archives


