Home

ଅରାଜକତା ସୃଷ୍ଟି କରିବ ବିକ୍ଷୋଭ

ନୂଆଦିଲ୍ଲୀ,୭-୨(ପି.ଟି.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନକୁ ବିପକ୍ଷ ଦଳଗୁଡ଼ିକ ଉସୁକାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ତୀବ୍ର ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ପୋଡ଼ାଜଳା ଦେଶକୁ ଅରାଜକତା ଆଡକୁ ନେଇଯିବ ବୋଲି ସେ…

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏପିଓ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ହୋଇଥିବା ବେଳେ ନାଉଗାଁ  ବ୍ଲକରେ ଜଣେ ଜିଆର୍‌ଏସ୍‌ ଏପିଓ…

କେରଳରେ ଲାଗୁ ହେବନି ଏନ୍‌ପିଆର୍‌

ଥିରୁଭାନନ୍ଥପୁରମ୍‌,୭-୨ (ପି.ଟି.):ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) କେରଳରେ ଲାଗୁ ହେବନାହିଁ, କିନ୍ତୁ ଜନଗଣନା ପ୍ରକ୍ରିୟା ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ରାଜ୍ୟ ବିଧାନସଭାରେ କହିଛନ୍ତି। ଏନ୍‌ପିଆର୍‌କୁ ନେଇ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ଏବଂ ସରକାରୀ ଦଳ ମଧ୍ୟରେ ହଟ୍ଟଗୋଳ ହେବା…

ହସ୍ପିଟାଲରେ ରିଷି କପୁର

ମୁମ୍ବାଇ,୭-୨(ପି.ଟି.): ବର୍ଷୀୟାନ ଅଭିନେତା ରିଷି କପୁର ପୁଣିଥରେ ମୁମ୍ବାଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ସଂକ୍ରମିତ ଜ୍ୱର (ଭାଇରାଲ ଫିଭର) ହୋଇଥିବା ପରିବାର ସୂତ୍ରରୁ ଜଣାପଡିଛି। ଗତ ସପ୍ତାହରେ ସେ ଦିଲ୍ଲୀ ହସ୍ପିଟାଲରୁ ବାହାରିଥିଲେ। ସୋମବାର ସେ ମୁମ୍ବାଇରେ ପହଞ୍ଚତ୍ବା ପରେ…

ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍‌ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ ଦିଆଯାଇ ପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଶୁଣାଇଥିବା ରାୟକୁ ଚ୍ୟାଲେଞ୍ଜ କରି କେନ୍ଦ୍ର…

ବିଦ୍ୟୁତ୍‌ ସଂଯୋଗ ନ ଥାଇ ମିଳିଛି ୪ ମାସର ବିଲ୍‌

ପାରାଦୀପ,୭।୨(ସ୍ବ.ପ୍ର.):କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସମସ୍ତଙ୍କୁ ମାଗଣା ବିଦ୍ୟୁତ୍‌ ସଂଯୋଗ ପାଇଁ ନିୟମ କରାଯାଇଛି। ତା’ପରେ ମାସିକ ବିଦ୍ୟୁତ୍‌ ଦେୟ ଉପଭୋକ୍ତାମାନେ ସେସୁ (ସେଣ୍ଟ୍ରାଲ ଇଲେକ୍‌ଟ୍ରିସିଟି ସପ୍ଲାଇ ୟୁଟିଲିଟି) ପାଖରେ ଜମା କରିବା କଥା। କିନ୍ତୁ ଏଭଳି ଯୋଜନାର ଭିନ୍ନ ଚିତ୍ର…

ଢଳିଗଲା ୪ ମହଲା ବିଲ୍ଡିଂ: ଲୋକେ ଆତଙ୍କିତ

ବେଙ୍ଗାଲୁରୁ, ୭-୨:କର୍ନାଟକର ବେଙ୍ଗାଲୁରୁସ୍ଥିତ ବିନାୟକନଗରଠାରେ ଥିବା ଏକ ୪ ମହଲା ବିଲ୍ଡିଂ ବୁଧବାର ହଠାତ୍‌ ଢ଼ଳିଯିବାରୁ ଲୋକମାନେ ଆତଙ୍କିତ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ଘରୁ ସମସ୍ତେ ବାହାରି ସୁରକ୍ଷିତ ସ୍ଥାନକୁ ଦୌଡ଼ିବାକୁ ଆରମ୍ଭ କରିଥିଲେ। ଏଥିରେ କେହି ମୃତାହତ ହୋଇ ନ…

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି), ଭାରତୀୟ ଜନତା ପାର୍ଟି…

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭-୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏବଂ ମନ୍ତ୍ରୀପରିଷଦ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ମନ୍ତ୍ରୀପରିଷଦ ବୈଠକ ବସିବାର କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଚଳିତ ମାସ ୧୮ରେ ଆଗତ ହେବାକୁ…

ସବୁଜ ସଙ୍କେତ ଦେଉନାହିଁ କେନ୍ଦ୍ର

ଭୁବନେଶ୍ୱର,୭-୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି) ସଂଖ୍ୟା ବହୁତ। ହେଲେ ସେମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହାର କୌଣସି ସରକାରୀ ହିସାବ ନାହିଁ। ତେଣୁ ୨୦୨୧ ଜନଗଣନାରେ ଏମାନଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରଖାଯାଉ…

କରୋନା ନେଲା ହ୍ବିସିଲବ୍ଲୋୟର ଡାକ୍ତରଙ୍କ ଜୀବନ

ବେଜିଂ, ୭-୨:ଯେଉଁ କରୋନା ଭାଇରସ୍‌କୁ ନେଇ ସେ ଲୋକଙ୍କୁ ବୁଝାଇଶୁଝାଇ ସଚେତନ କରୁଥିଲେ, ଶେଷରେ ସେହି ଘାତକ ଭୂତାଣୁ ତାଙ୍କର ଜୀବନ ନେଲା। ଡାକ୍ତର ଲି ଓ୍ବେନ୍‌ଲିଆଙ୍ଗ(୩୪)ଙ୍କ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣରେ ମୃତ୍ୟୁସଂଖ୍ୟା…

କୁନାଲ କାମ୍‌ରା ନାମଧାରୀଙ୍କ ଟିକେଟ ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୭-୨(ପି.ଟି.):ହାସ୍ୟାଭିନେତା କୁନାଲ କାମ୍‌ରାଙ୍କ ନାମରେ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବୁଧବାର ବାତିଲ କରିଥିଲା। ତାଙ୍କ ଟିକେଟକୁ ଭୁଲ୍‌ବଶତଃ ବାତିଲ କରାଯାଇଥିବା ସମ୍ପୃକ୍ତ ବ୍ୟକ୍ତି ଗୁରୁବାର ସୂଚନା ଦେଇଛନ୍ତି। କାଗଜପତ୍ର ଯାଞ୍ଚ ପରେ ତାଙ୍କୁ ବିମାନ ଯାତ୍ରା ଲାଗି ଅନୁମତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri