ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ
ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି ହୋଇଯିବା ପରେ ସେମାନଙ୍କ ମଧ୍ୟରୁ ୨ ଜଣ ଜୀବନ ସହ ସଂଘର୍ଷ କରୁଛନ୍ତି।…
ମ୍ୟାଜିକ୍ ପେନ୍ ମାଧ୍ୟମରେ ଟଙ୍କା ଠକେଇ
ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍ ବ୍ୟବହାର କରିବାବେଳେ ନିଜ ପେନ୍ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍’ ଓ ଅନ୍ୟ ତଥ୍ୟ ଲେଖନ୍ତୁ। କାହା ଦ୍ୱାରା କିମ୍ବା କାହା ପେନ୍ରେ ଚେକ୍ରେ ଲେଖନ୍ତୁନାହିଁ। ଏଥିପ୍ରତି ସତର୍କ ନ ହେଲେ…
୪ ଦେଶରେ ଲଜିଷ୍ଟିକ୍ ବେସ୍ ଖୋଲିବ ହାଲ୍
ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍ ବେସ୍ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍ ଓ ସାମରିକ ହେଲିକପ୍ଟର ବିକ୍ରି କରିବାକୁ…
ହୋଲିରେ ବର୍ଷା: ୧୦ରୁ ୧୨ପର୍ଯ୍ୟନ୍ତ ବର୍ଷା ସହ ଝଡ଼ତୋଫାନ
ଭୁବନେଶ୍ୱର,୯।୩(ବ୍ୟୁରୋ): ହୋଲିକୁ ଫିକା କରିଦେବ ବର୍ଷା। ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୦ରେ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,…
ବୁଲେଟପ୍ରୁଫ୍ ମନ୍ଦିରକୁ ସ୍ଥାନାନ୍ତର ହେବେ ରାମଲାଲା
ନୂଆଦିଲ୍ଲୀ,୯ା୩: ଆଗାମୀ ୨୫ରେ ଭକ୍ତମାନେ ରାମଲାଲାଙ୍କୁ ଦର୍ଶନ କରିବାକୁ ଗଲେ ସେମାନେ ଖୁବ୍ ପାଖରୁ ତାଙ୍କୁ ଦେଖିବାର ସୁଯୋଗ ପାଇବେ। କାରଣ ରାମଲାଲାଙ୍କୁ ସେଠାରେ ଥିବା ଏକ ବୁଲେଟପ୍ରୁଫ୍ ମନ୍ଦିରକୁ ସ୍ଥାନାନ୍ତର କରାଯାଉଥିବା ବିଶ୍ୱ ହନ୍ଦୁ ପରିଷଦ (ଭିଏଚ୍ପି) ନେତା ବିନୋଦ…
ପାରାଦୀପ ପୌରାଞ୍ଚଳ: ସ୍ଥଗିତ ରହିଲା ପକ୍କା ଘର ଯୋଗ୍ୟତା କାର୍ଡ ବଣ୍ଟନ
ପାରାଦୀପ, ୯।୩ (ସ୍ବ.ପ୍ର.): ରାଜ୍ୟ ସରକାର ସହରାଞ୍ଚଳରେ ଥିବା କଚ୍ଚା ଘର ବାସିନ୍ଦାଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ୨୦୧୭ରୁ ଭୂମିହୀନଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରୁଛନ୍ତି। ଏଥିରେ ଦ୍ୱୈତ ଶାସନରେ ପରିଚାଳିତ ପାରାଦୀପ ପୌରାଞ୍ଚଳକୁ ସାମିଲ କରାଯାଇଛି। ୨୦୧୭…
ଚାକିରି ମାଗିବାରୁ ଲାଠିମାଡ଼
ପଟିଆଲା,୯ା୩(ଆଇଏଏନ୍ଏସ୍): ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ରାଜ୍ୟର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଥିବା ଦର୍ଶାଇ ରବିବାର ପଟିଆଲାସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିଯୁକ୍ତି ଦାବିରେ ବହୁସଂଖ୍ୟକ ଯୁବତୀଯୁବକ ବିକ୍ଷୋଭ କରୁଥିବାବେଳେ ସେମାନଙ୍କ…
ହଂସରାଜ ଭରଦ୍ୱାଜଙ୍କ ପରଲୋକ
ନୂଆଦିଲ୍ଲୀ,୯ା୩(ପି.ଟି.): ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହଂସରାଜ ଭରଦ୍ୱାଜ(୮୩)ଙ୍କ ହୃଦ୍ଘାତରେ ପରଲୋକ ହୋଇଛି। ରବିବାର ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀର ସାକେତସ୍ଥିତ ମାକ୍ସ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କିଡ୍ନୀ ଜନିତ ରୋଗରେ ପୀଡ଼ିତ ଥିବା…
କେନ୍ଦ୍ର-ରାଜ୍ୟ ବିବାଦ: ଫସିଛନ୍ତି ସ୍ବାସ୍ଥ୍ୟବୀମା କାର୍ଡଧାରୀ
ଜଗତ୍ସିଂହପୁର ଅଫିସ, ୯।୩: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହି ଯୋଜନା ଦ୍ୱାରା ଲୋକମାନେ କେତେମାତ୍ରାରେ ଉପକୃତ ହେଉଛନ୍ତି ତାକୁ ବିଶ୍ଳେଷଣ କରାଯାଉ ନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ…
୭୦୦ ମାମଲା, ୨୪୦୦ ଗିରଫ
ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିବା ମାମଲା। ଏହାସହ ହିଂସାକାଣ୍ଡ ଭିଆଇବା ଅଭିଯୋଗରେ ବିଭିନ୍ନ ସ୍ଥାନରୁ ୨,୪୦୦ ଜଣଙ୍କୁ ଅଟକ…
କରୋନା ଭୟ: ଫିକା ପଡ଼ିଲା ରଙ୍ଗ ବେପାର
ଦଶରଥପୁର,୯।୩(ଡିଏନ୍ଏ): ଭୟଙ୍କର ସଂକ୍ରମିତ କରୋନା ରୋଗ ଏବେ ପୃଥିବୀର ସମସ୍ତ ଦେଶକୁ ଧୀରେଧୀରେ କରାୟତ କରିଚାଲିଛି। ଫଳରେ ସବୁ ଦେଶର ଲୋକଙ୍କ ମନରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟେକ ଦିନ ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବଢ଼ି…
କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା
ଥିରୁଭାନନ୍ଥପୁରମ୍,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ ୫ ରୋଗୀଙ୍କ ମଧ୍ୟରୁ ୩ ଜଣ ଫେବୃୟାରୀ ୨୯ରେ ଇଟାଲୀରୁ ଫେରିଥିଲେ। ଅନ୍ୟ ଦୁଇଜଣ…
Archives


