Home

‘ସୌଦି ରାଜା ମୃତ କିମ୍ବା ମୃତ୍ୟୁଶଯ୍ୟାରେ’

ରିୟାଧ,୯ା୩(ଆଇଏଏନ୍‌ଏସ୍‌): ସୌଦି ଆରବରେ ବିଦ୍ରୋହ ଉଦ୍ୟମ ଅଭିଯୋଗରେ ରାଜ ପରିବାରର ୩ ଜଣଙ୍କୁ ଅଟକ ରଖାଯିବା ପରେ ୮୪ ବର୍ଷୀୟ ରାଜାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫଳରେ ରବିବାର ରାଜା ସଲ୍‌ମାନଙ୍କ ଫଟୋ ଛଡ଼ାଯାଇଛି। ଫଟୋରେ ରାଜା ୟୁକ୍ରେନ…

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ ଅନେକ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ରାଣା କଂଗ୍ରେସ ସାଧାରଣ ସମ୍ପାଦକ…

ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା ସଭାପତି ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସିମୁଳିଆ…

ପୂଜା, ବିକାଶଙ୍କୁ ଅଲିମ୍ପିକ ଯୋଗ୍ୟତା

ଅମ୍ମନ (ଜୋର୍ଡାନ), ୮।୩ (ପି.ଟି.)- ଦୁଇ ଭାରତୀୟ ବକ୍ସର ପୂଜାରାଣୀ (୭୫ କିଗ୍ରା) ଓ ବିକାଶ କ୍ରିଷ୍ଣନ (୬୯ କିଗ୍ରା) ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଚନ୍ତି। ଏଠାରେ ଚାଲିଥିବା ଏସିଆନ ଅଲିମ୍ପିକ୍ସ…

ଦୀପ୍‌ଗ୍ରେସ୍‌ଙ୍କୁ ହକି ଇଣ୍ଡିଆ ପୁରସ୍କାର

ନୂଆଦିଲ୍ଲୀ, ୮ା୩ (ପି.ଟି.)- ରବିବାର ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଏଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଣୀ ରାମପାଲ ଓ ମନ୍‌ପ୍ରୀତ ସିଂ ଯଥାକ୍ରମେ ମହିଳା ଓ ପୁରୁଷ ବିଭାଗରେ ୨୦୧୯ ବର୍ଷ ପାଇଁ ଧ୍ରୁବ ବାତ୍ରା ପ୍ଲେୟର…

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ। ଦୁଇ ଦୁର୍ବୃତ୍ତ ତାଙ୍କୁ କୌଣସି ନିଶାଦ୍ରବ୍ୟ ଦ୍ୱାରା ଅଚେତ କରାଇ ୨୦ ହଜାର…

ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର…

ଓଡ଼ିଶାରେ ମହିଳା ଅଧିକ ସଶକ୍ତ

ବ୍ରହ୍ମପୁର ଅଫିସ, ୮ା୩: ନାରୀ ଶିକ୍ଷା ଗବେଷଣା କେନ୍ଦ୍ର ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ା ବିଶ୍ୱବିଦ୍ୟାଳୟର କୁଳପତି ଗୋବିନ୍ଦ ଜେ. ଚକ୍ରପାଣି ଏଥିରେ ଅଧ୍ୟକ୍ଷତା କରିଥିଲେ। ସେ ନିଜ ଅଭିଭାଷଣରେ କହିଥିଲେ…

ରାସ୍ତା ତିଆରି କଲେ ଗ୍ରାମବାସୀ

ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ ବିଛାଯାଇଥିଲା। ଏବେ ଶୋଚନୀୟ ହୋଇପଡ଼ିଥିବାରୁ ଗ୍ରାମବାସୀ ଯାତାୟାତରେ ହଇରାଣ ହେଉଛନ୍ତି। ଏ ସମ୍ପର୍କରେ ସେମାନେ…

ଗଙ୍ଗାଘାଟରେ ନିର୍ଭୟା ଦୋଷୀଙ୍କୁ ଫାଶୀ !

ବାରାଣାସୀ, ୮।୩: ନିର୍ଭୟା ଦୋଷୀଙ୍କ ପାଇଁ ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ୪ ଦୋଷୀଙ୍କ ଫାଶୀ ଦିନ ଘୁଞ୍ଚିବାରେ ଲାଗିଥିବାରୁ ଏହାକୁ ବିରୋଧ କରି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ବାରାଣାସୀର ଗଙ୍ଗାଘାଟରେ ସେମାନଙ୍କ ପୁତ୍ତଳିକାକୁ ଫାଶୀ ଦିଆଯାଇଛି।…

୧୨୬ ବର୍ଷ ପରେ ନଡ଼ିଆ ଗଛରେ ଆସିଲା ଫଳ

ନୂଆଦିଲ୍ଲୀ,୮।୩ : ଭାରତର ଏକ ମାତ୍ର ନଡ଼ିଆ ଗଛ ‘ଲୋଡୋସିଆ ମାଲଦିବିକା’ରେ ୧୨୬ ବର୍ଷ ପରେ ଫଳ ଆସିଛି। ଏଥିରୁ ୨ଟି ନଡ଼ିଆ ତୋଳା ଯାଇଛି। ଗୋଟିଏ ନଡ଼ିଆର ଓଜନ ସାଢ଼େ ୮ କିଲୋଗ୍ରାମ୍‌ ଥିବାବେଳେ ଅନ୍ୟଟି ୧୮ କିଲୋଗ୍ରାମ୍‌ ଥିବା…

କୁମ୍ଭୀର କାନ୍ଦଣା କାନ୍ଦି ଗରିବଙ୍କ ପକେଟ ଖାଲି କରୁଛନ୍ତି ମୋଦି ସରକାର: କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପୁଣିଥରେ ଟାଗେର୍ଟ କରିଛି। ଏବେ କଂଗ୍ରେସ ପ୍ରବକ୍ତା ଅଭିଷେକ ମନୁ ସିଙ୍ଗଭୀ କହିଛନ୍ତି ଯେ, ବାହନ ବୀମା ଏବଂ ଜୀବନ ବୀମା ପ୍ରମିୟମ୍‌ ବୃଦ୍ଧି ପାଇଁ ମୋଦି ସରକାର ପ୍ରସ୍ତାବ ଦେଇଛନ୍ତି। ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri