Home

ମିଶନ ଆଦିତ୍ୟ: ଦେଢ଼ ନିୟୁତ କିମି ଅତିକ୍ରମ କରିବ ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୮।୩: ଭାରତ ସରକାର ସୂର୍ଯ୍ୟ ସମ୍ପର୍କରେ ଅଧିକ ତଥ୍ୟ ହାସଲ ପାଇଁ ମିଶନ ଆଦିତ୍ୟ ଆରମ୍ଭ କରିଛନ୍ତି। ଏନେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାରେ ୭.୦୧ କୋଟିର ଅନୁଦାନ ଉପସ୍ଥାପନ କରିଛନ୍ତି। ଏହା ସହିତ ସେମି କାୟୋଜେନିକ ଇଞ୍ଜିନ୍‌…

ଅନ୍ତର୍ଜାତୀୟ ମହିଳା ଦିବସ: ‘ଦକ୍ଷତା ବିକାଶ ଆଧାରରେ ପରିଚୟ ସୃଷ୍ଟି କରିବାକୁ ଆହ୍ବାନ’

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କିଶୋର କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରି ମହିଳାମାନେ ଅସୀମ ବୁଦ୍ଧିମତ୍ତାର ଅଧିକାରିଣୀ ଓ ସଶକ୍ତ। ତେଣୁ ଏହି ଦିବସରେ ସେମାନଙ୍କର ଉତ୍ତରୋତ୍ତର…

କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ

ଜମନକିରା,୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ ଭାବେ…

ନିଷ୍କାସନ ହୋଇପାରୁନି ଅଦିନିଆ ବର୍ଷାପାଣି: ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଲୋକେ

କେନ୍ଦୁଝର,୮।୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁଠାରେ ୨୦ ନମ୍ବର ଜାତୀୟ ରାଜପଥ ଓଭରବ୍ରିଜ୍‌ର ଅଣ୍ଡରପାସ ରାସ୍ତାରେ ଅଦିନିଆ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଛି। ଫଳରେ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ସେହି ରାସ୍ତାରେ…

ଶାହିନ ବାଗ୍‌ ପ୍ରଦର୍ଶନର ଆଇଏସ୍‌ଆଇ ଲିଙ୍କ୍‌: ସନ୍ଦିଗ୍ଧ ଦମ୍ପତି ଅଟକ

ନୂଆଦିଲ୍ଲୀ,୮।୩: ଦିଲ୍ଲୀର ଶାହିନବାଗ୍‌ଠାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ତେବେ ଏହାପଛରେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇର ହାତ ଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଓଖଲାଠାରୁ ସନ୍ଦିଗ୍ଧ ଦମ୍ପତିଙ୍କୁ ଅଟକ ରଖି ପଚରାଉଚରା…

ମୃତଦେହ ସତ୍କାର ଲାଗି ମହିଳାଦେଲେ ଚାରିକାନ୍ଧ

ବରଗଡ଼ ଅଫିସ,୮।୩: ସାରା ବିଶ୍ୱରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଥିବା ବେଳେ ବରଗଡ଼ ସହରର ମହିଳାମାନେ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅମ୍ବାପାଲିର ଏକ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜଣେ ବ୍ୟକ୍ତିଙ୍କ ମୃତଦେହ ସତ୍କାର କରିଛନ୍ତି। ପ୍ରାପ୍ତ…

ମହିଳା ଦିବସରେ ସଦ୍ୟ ଶିଶୁକନ୍ୟାକୁ ଡ୍ରେନ୍‌ରେ ଫିଙ୍ଗିଦେଲେ

ବଲାଙ୍ଗୀର ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସରେ ବଲାଙ୍ଗୀରରେ ଏକ ଅଭାବନୀୟ ଘଟଣା ଘଟିଛି । ସଦ୍ୟଜାତ ଏକ ଶିଶୁକନ୍ୟାକୁ କେହି ତୁଳସୀନଗରର ଏକ ଡ୍ରେନ୍‌ରେ ଫିଙ୍ଗିଦେଇଥିବା ଦେଖିବାକୁ ମିଳିଛି । ଅଞ୍ଚଳର ଆଲୋକ ଖର୍ସେଲ ନାମକ ଜଣେ ଯୁବକ ସମ୍ପୃକ୍ତା ଶିଶୁକନ୍ୟାକୁ…

ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘରୁ ଫୁଲ ସଂଗ୍ରହ କରି ମହିଳା ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ

ରାୟପୁର,୮।୩: ଛତିଶଗଡ଼ ସରକାରଙ୍କ ‘ବିହାନ’ ଯୋଜନାରେ ସେରିଖେଡିଠାରେ ଥିବା ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହୋଲି ପର୍ବ ପାଇଁ ଫୁଲରେ ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ। ଏମାନେ ଏସବୁ ଫୁଲ ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଘରେ…

କରୋନା ମୁକାବିଲା ପାଇଁ ଡବ୍ଲୁଏଚ୍‌ଓକୁ ୨୦ ନିୟୁତ ଡଲାର ସହାୟତା ଦେବ ଚାଇନା

ଜେନେଭା,୮।୩: ପୃଥିବୀର ୯୪ଟି ଦେଶରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ମୁକାବିଲା ପାଇଁ ଚାଇନା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)କୁ ୨୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛି। ଧୀରେଧୀରେ କରୋନା ବ୍ୟାପୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଏନେଇ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଦଳ ଘୋଷିତ: ପାଣ୍ଡ୍ୟା, ଧାଓ୍ବନ, ଭୁବନେଶ୍ୱରଙ୍କ ପ୍ରତ୍ୟାବର୍ତ୍ତନ

ଅହମଦାବାଦ, ୮।୩(ପ.ଟି.)- ଅଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ନୂଆ ଚୟନ କମିଟି ମୁଖ୍ୟ ସୁନୀଲ ଜୋଶୀଙ୍କ ଅଧ୍ୟକ୍ଷତାରେ ଏହି ଦଳ ଘୋଷଣା କରାଯାଇଛି। ଦୀର୍ଘ ଦିନ…

ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍‌ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ । ଏନେଇ ବଣିକ ସଂଘ ଟାଉନ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ତେବେ ପୋଲିସ ପିସିଆର…

ନଦୀକୁ ଗାଧୋଇବାକୁ ଯାଇ ଦାଦା-ପୁତୁରା ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୮।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଇବ୍‌ ନଦୀକୁ ଗାଧୋଇବାକୁ ଯାଇ ଦାଦା ପୁତୁରା ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ସୂଚନାନୁସାରେ, ରବିବାର ସକାଳୁ ଦାଦା ଓ ପୁତୁରା ନଦୀକୁ ଗାଧୋଇବାକୁ ଯାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri