Home

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ମହିଳା…

କରୋନା ଆତଙ୍କ: କୋଟିଏ ୬୦ ଲକ୍ଷ ଘରେ ବନ୍ଦ; ବିବାହ-ଅନ୍ତିମ ସଂସ୍କାର ଉପରେ କଟକଣା

ରୋମ,୮।୩: ଚାଇନା ପରେ ଏବେ କରୋନା ଆତଙ୍କ ଗୋଟିଏ ପରେ ଗୋଟିଏ ଦେଶ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ୯୪ଟି ଦେଶରେ କରୋନା ପହଞ୍ଚିସାରିଛି। ଇଟାଲିରେ କରୋନା ସଂକ୍ରମଣ ଭୟ ଯୋଗୁ କୋଟିଏ ୬୦ ଲକ୍ଷ ଲୋକଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି।…

୮୭ ବର୍ଷୀୟ କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଖାଇଲେ ସୂର୍ଯ୍ୟାସ୍ତ ଦୃଶ୍ୟ, ଫଟୋ ଭାଇରାଲ

ବେଜିଂ,୮ା୩: ଚାଇନାର ଉହାନ ସହର କରୋନା ଭାଇରସ୍‌ରେ ଅଧିକ ପ୍ରଭାବିତ। ପ୍ରାୟ ୮୦ ହଜାର ଲୋକ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଉହାନ୍‌ ୟୁନି ହସ୍ପିଟାଲରେ ଏକ ଦୃଶ୍ୟ ଏବେ ସମସ୍ତଙ୍କ ହୃଦୟକୁ ଛୁଇଁଯାଇଛି। ଏହି ଦୃଶ୍ୟଟି ସୋସିଆଲ ମିଡିଆରେ…

ରଣଜୀ ଟ୍ରଫି: ସୌରାଷ୍ଟ୍ର- ବେଙ୍ଗଲ ଫାଇନାଲ ମୁକାବିଲା

ରାଜକୋଟ,୮।୩(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏସ୍‌ସିଏ) ଷ୍ଟାଡିୟମରେ ଦେଶର ସର୍ବବୃହତ୍‌ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ଫାଇନାଲ ମ୍ୟାଚ୍‌ ସୋମବାରଠାରୁ ଆରମ୍ଭ ହେବ। ଟାଇଟଲ ପାଇଁ ଘରୋଇ ସୌରାଷ୍ଟ୍ର ଓ ବେଙ୍ଗଲ ପରସ୍ପରକୁ ଭେଟିବେ। ଜୟଦେବ ଉନାଡକଟଙ୍କ ନେତୃତ୍ୱରେ ସୌରାଷ୍ଟ୍ର…

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ ସର୍ବାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ ହୋଇଛି।…

ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌: ଦମ୍ପତିଙ୍କ ଜୀବନଗଲା,ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୮।୩: ଅନୁଗୋଳ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିି। ଏହି ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିବା ବେଳେ ଅନୁଗୋଳ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ ବ୍ୟାଟିଂ…

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ

ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା…

ମୋବାଇଲ ନିଶା: ବାପା ଦେବାକୁ ମନା କରିବାରୁ ନାବାଳକଙ୍କ ଆତ୍ମହତ୍ୟା ଉଦ୍ୟମ

ଖୋର୍ଦ୍ଧା ଅଫିସ,୮।୩: ଆଜିକାଲି ପିଲାଠାରୁ ବୟସ୍କ ଯାଏ ସମସ୍ତଙ୍କୁ ମୋବାଇଲ ନିଶା ଘାରିଛି। ଏପରିକି ମୋବାଇଲ ପାଇଁ ଜୀବନ ମଧ୍ୟ ହାରିବାକୁ ପଛାଉନାହାନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଦଶପଲା ବ୍ଲକ ସାତପାଟନା ଗାଁରେ। ଏହି ଗାଁର…

କରୋନାଭାଇରସ ସଂକ୍ରମଣ ରୋକିବା ପାଇଁ ଏଟିପି, ଡବ୍ଲ୍ୟୁଟିଏର ଉପାୟ ଘୋଷଣା

ଲସ୍‌ ଏଞ୍ଜେଲ୍ସ,୮।୩ (ଏଏଫ୍‌ପି)- ଇଣ୍ଡିଆନ ଓ୍ବେଲ୍ସରେ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟୁର୍ନାମେଣ୍ଟର ଅବ୍ୟବହିତ ପୂର୍ବରୁ ଏଟିପି ଓ ଡବ୍ଲ୍ୟୁଟିଏ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଉପାୟ ନେଇ ଘୋଷଣା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଏବେ ସାରା…

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର କାର୍ଯ୍ୟରତ।…

୭ ମହିଳାଙ୍କୁ ଟୁଇଟର ଆକାଉଣ୍ଟ ହସ୍ତାନ୍ତର କଲେ ମୋଦି

ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ତାଙ୍କ ଟୁଇଟର ଆକାଉଣ୍ଟକୁ ୭ ଜଣ ମହିଳାଙ୍କୁ ହସ୍ତାନ୍ତର କରିଛନ୍ତି। ଏମାନେ ଏହି ଆକାଉଣ୍ଟ ମାଧ୍ୟମରେ ସେମାନଙ୍କ ଜୀବନଯାତ୍ରାର କଥା ଦିନ ତମାମ ଶେୟାର କରିବେ ବୋଲି ମୋଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri