Home

ପଞ୍ଜାବରେ ଚିହ୍ନଟ ହେଲେ ୨ କରୋନା ଭାଇରସ ସଂକ୍ରମିତ

ଅମୃତସର,୭।୩: ପଞ୍ଜାବ ହୋସିଆରପୁରରେ ଶନିବାର ଆଉ ୨ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅମୃତସରରେ ଥିବା ଗୁରୁ ନାନକ ଦେବ ହସ୍ପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ରମଣ ଶର୍ମା କହିଛନ୍ତି କରୋନା ଭାଇରସରେ ପୀଡିତ ଥିବା ବ୍ୟକ୍ତିଦ୍ୱୟ ମାର୍ଚ୍ଚ…

ଆଉ ୫ ବର୍ଷ ଆକ୍ସନ ଫିଲ୍ମ କରିବେ ଖୀଲାଡି ହିରୋ

ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଏଥିରେ ଖୀଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କୁ ଆକ୍ସନ ଅବତାରରେ ଦେଖିବାକୁ ମିଳୁଛି। ଫିଲ୍ମରେ ବହୁତ କମ୍‌ ବିଏଫ୍‌ଏକ୍ସର ବ୍ୟବହାର ହୋଇଥିବା ବେଳେ ନିଜେ ଅକ୍ଷୟ ଅଧିକାଂଶ ଷ୍ଟଣ୍ଟ ଦୃଶ୍ୟ…

ନିଜକୁ ଭାଗ୍ୟଶାଳୀ କହିଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ନିଜକୁ ଭାଗ୍ୟଶାଳୀ କହିଛନ୍ତି। ଏପରି କହିବା ପଛରେ କାରଣ ମଧ୍ୟ ରହିଛି। କାରଣଟି ହେଲା ସଲମାନ୍‌ ଖାଁ, ଅକ୍ଷୟ କୁମାର, ଶାହାରୁଖ୍‌ ଖାଁ, ହ୍ରିତିକ୍‌ ରୋଶନଙ୍କ ପରି ବଲିଉଡ୍‌ର ସୁପରଷ୍ଟାର ହେଉଛନ୍ତି ତାଙ୍କ ବନ୍ଧୁ।…

ବିକ୍‌ନୀ ପିନ୍ଧି ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାରକଲେ ମଲାଇକା, ଡିଜାଇନର କହିଲେ…

ମୁମ୍ବାଇ: ନିଜର ଡ୍ୟାନ୍ସ ଏବଂ ଷ୍ଟାଇଲ୍‌କୁ ନେଇ ମଲାଇକା ଆରୋରା ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ତାଙ୍କ ହାତରେ ବର୍ତ୍ତମାନ ଯଦିଓ କିଛି ଫିଲ୍ମ ନାହିଁ, ତେବେ ସେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଏହି ଜରିଆରେ ସେ ପ୍ରଶଂସକଙ୍କ ନିକଟତର…

୮ ବର୍ଷ ବାଳିକା ମୋଦିଙ୍କ ସମ୍ମାନ ଗ୍ରହଣ କରିବାକୁ ହେଲେ ଅମଙ୍ଗ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ନିଜର ଟୁଇଟର ଅକାଉଣ୍ଟ୍‌କୁ ମହିଳାଙ୍କୁ ସମର୍ପିତ କରିବେ ବୋଲି ଘୋଷଣା କରିଥିଲେ। ଘୋଷିତ ତାଲିକାରେ ପ୍ରେରଣାଦାୟୀ ମହିଳାଙ୍କ ମଧ୍ୟରେ ୮ ବର୍ଷର ଜଣେ ବାଳିକାଙ୍କୁ ସାମିଲ୍‌ କରାଯାଇଥିଲା। ତେବେ ଏହି…

ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ ଗିରଫ କରିଛି । ଲାଇନମ୍ୟାନ୍‌ ସାମଲ ୨୦୧୭ ରେ ଭବାନୀପାଟଣାସ୍ଥିତ ବଡପଡାର ମଦନ କୁମାରଙ୍କଠାରୁ…

ନିରାଶ ହେଲେ ବି ଥଇଥାନ: ସୁବାସଙ୍କ ସ୍ଥାନରେ ଦାୟିତ୍ୱ ସମ୍ଭାଳିବେ ରମେଶ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଖାଲି ପଡ଼ିଥିବା ୪ ରାଜ୍ୟ ସଭା ଆସନ ଲାଗି ଶନିବାର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଥିବା ସୁବାସ ସିଂ ରହିଛନ୍ତି। ରାଜ୍ୟ ସଭା…

ଖବର କାଗଜ ପକ୍ଷରୁ ପ୍ରିଣ୍ଟ୍‌ ହେଲା ଟଏଲେଟ୍‌ ରୋଲ୍‌ ପେପର

ସିଡ୍‌ନୀ,୭।୩: କରୋନା ସଂକ୍ରମଣ ନେଇ ଅଷ୍ଟ୍ରେଲିଆର ଏକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ବଜାରରେ ଟଏଲେଟ୍‌ ପେପର ମିଳୁ ନ ଥିବାବେଳେ ଲୋକେ କରୋନା ଭୟରେ ବାହାରକୁ ମଧ୍ୟ ବାହାରୁ ନାହାଁନ୍ତି। ତେଣୁ ଲୋକଙ୍କ ପାଖରେ ଟଏଲେଟ…

ବାଉଁଶବୁଦା ପଡ଼ି ମହିଳାଙ୍କ ମୃତ୍ୟୁ ଘଟଣା: ପ୍ରଶାସନର ସହାୟତା

ଲୋଇସିଂହା,୭ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଥିଲା। ବର୍ଷାରୁ ରକ୍ଷା ପାଇବା ପାଇଁ ବୁର୍ଡା ଗ୍ରାମରେ କେତେକ ବ୍ୟକ୍ତି ଏକ ବାଉଁଶବୁଦା ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବାଉଁଶବୁଦା ଉପୁଡ଼ି ପଡ଼ିଥିଲା।…

ବଲିଉଡ୍‌ ଫିଲ୍ମରେ ହୋଲିର ଝଲକ୍‌

ମୁମ୍ବାଇ: ବିଗତ ଦିନରେ ବଲିଉଡର କିଛି ଫିଲ୍ମରେ ହୋଲିର ଝଲକ ଦେଖିବାକୁ ମିଳିଥିଲା। ହୋଲି ଗୀତ ସହିତ ଅଭିନେତ୍ରୀ, ଅଭିନେତାଙ୍କ ଡ୍ୟାନ୍ସ ଦର୍ଶକଙ୍କ ଦୃଶ୍ୟପଟରେ ଆଜି ବି ଅଭୁଲା। ସିଲ୍‌ସିଲା: ଏହି ଫିଲ୍ମର ହୋଲି ଗୀତରେ ଅମିତାଭ, ଜୟା ବଚ୍ଚନ ଏବଂ…

ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ

କୋରୁକୋଣ୍ଡା,୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ କର୍ମଚାରୀ ସଙ୍ଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା ବେଳେ ପ୍ରାର୍ଥୀମାନଙ୍କୁ କର୍ମଚାରୀ…

ରାମ ମନ୍ଦିରକୁ ୧ କୋଟି ଟଙ୍କା ଦାନ କଲେ ଉଦ୍ଧବ

ଅଯୋଧ୍ୟା,୭।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଉଦ୍ଧବ ଠାକରେ ଶନିବାର ଅଯୋଧ୍ୟା ଗସ୍ତ କରିଛନ୍ତି। ସେ ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। ହେଲେ ଏହା ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri