Home

କରୋନା ମୁକାବିଲା: ଦେଶରେ ୫୨ ଯାଞ୍ଚ୍‌ କେନ୍ଦ୍ର, ୫୭ ସହାୟକ ନମୂନା ସଂଗ୍ରହ କେନ୍ଦ୍ର

ନୂଆଦିଲ୍ଲୀ,୭।୩: କରୋନା ମୁକାବିଲା ପାଇଁ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଦେଶରେ ଦେଶରେ ୫୨ ଯାଞ୍ଚ୍‌ କେନ୍ଦ୍ର ସ୍ଥାପନ କରାଯାଇଛି। ସେହିପରି ୫୭ଟି ସହାୟକ ନମୂନା ସଂଗ୍ରହ କେନ୍ଦ୍ର ମଧ୍ୟ ସ୍ଥାପିତ ହୋଇଛି। ଏନେଇ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ…

୫ କ୍ରିକେଟର ଥିଲେ ଗରିବ ଏବେ ପାଲଟିଛନ୍ତି କୋଟିପତିି

ନୂଆଦିଲ୍ଲୀ, ୭।୩: ଦିନେ ଗରିବ ଥିବା ୫ ଭାରତୀୟ କ୍ରିକେଟରଙ୍କ ପାଖରେ ଏବେ ଅଚଳାଚଳ ସମ୍ପତ୍ତି। ସେମାନେ ପାଲଟି ଯାଇଛନ୍ତି କୋଟିପତି। ସେମାନେ ହେଉଛି ବିରେନ୍ଦ୍ର ସେହ୍ବାଗ, ରବୀନ୍ଦ୍ର ଜାଡେଜା, ହରଭଜନ ସିଂ, ଜାହିର୍‌ ଖାଁ ଏବଂ ଉମେଶ ଯାଦବ ପ୍ରମୁଖ।…

କେଶ କାଟିବାରୁ ଅଭିନେତାଙ୍କୁ ଦେବାକୁ ପଡ଼ିଲା ୩୨ ଲକ୍ଷ

ମାଲାୟାଲମ୍‌ ଫିଲ୍ମ ନିର୍ମାତା ସଚିତ୍‌ ନିଗମଙ୍କୁ ନିଜ କେଶ କାଟିବାରୁ ୩୨ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ନିଜ କଥା ରଖି ନ ପାରିବାରୁ ତାଙ୍କୁ ଏହି କ୍ଷତି ପୂରଣ ଦେବାକୁ ପଡ଼ିଛି। ପ୍ରକୃତ କଥାଟା ହେଲା, କେରଳ ଫିଲ୍ମ ପ୍ରଡ୍ୟୁସରର୍ସ…

ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍‌ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା…

କରୀନାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଡେବ୍ୟୁ କଲେ ପୁଅ ତୈମୁର

ଏମିତି କୌଣସି ଦିନ ନାହିଁ, ଯେଉଁଦିନ ଅଭିନେତ୍ରୀ କରୀନା କପୁର ଚର୍ଚ୍ଚାରେ ରହିନାହାନ୍ତି। ଗୋଟିଏ ଦିନ ପୂର୍ବରୁ ସେ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଡେବ୍ୟୁ କରିଥିଲେ। ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ପୁଅ ତୈମୁର ଅଲ୍ଲୀ ଖାନ୍‌ ଡେବ୍ୟୁ କରିଛନ୍ତି। କରୀନା ଇନ୍‌ଷ୍ଟାରେ…

ରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣା

ଭୋପାଳ: ବିଶ୍ୱରେ ଏମିତି କିଛି ସ୍ଥାନ ରହିଛି, ଯାହାର ରହସ୍ୟ ସମ୍ପର୍କରେ ଆଜି ମଧ୍ୟ କାହାକୁ ଜଣାନାହିଁ। ଏପରିକି ବୈଜ୍ଞାନିକମାନେ ଏହାର ରହସ୍ୟ ଜାଣି ପାରିନାହାନ୍ତି। ଏମିତି ଏକ ରହସ୍ୟମୟ କୁଣ୍ଡର ଗଭୀରତା ସମ୍ପର୍କରେ ବୈଜ୍ଞାନିକମାନେ ଆଜିପର୍ଯ୍ୟନ୍ତ ସଠିକ୍‌ ଜାଣିନାହାନ୍ତି। ଏହି…

କରୋନା ଭୟ: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ମଙ୍ଗଳବାର ହୋଲି। ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ହେବା ଭୟକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଲି ଖେଳିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ…

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କ ପରଲୋକ

କଟକ ଅଫିସ,୭ା୩: ସ୍ବାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନଜୀବୀ ବିପିନ ବିହାରୀ ରଥଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିବା ବେଳେ କଟକ କନିକା ଛକସ୍ଥିତ…

କରୋନା ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ମନ୍ତ୍ରୀ, ଅଫିସରଙ୍କୁ ବିଦେଶ ଗସ୍ତ ମନା; କୋହଳ ହେବ ବାୟୋମେଟ୍ରିକ୍‌ ଉପସ୍ଥାନ

ଭୁବନେଶ୍ୱର,୭।୩(ବ୍ୟୁରୋ): ବିଶ୍ୱବାସୀଙ୍କ ନିଦ ହଜାଇଥିବା କରୋନା ଭାଇରସ୍‌ ଭାରତରେ ପ୍ରବେଶ କଲାଣି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚତ୍ଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ଶନିବାର ଏକ ସମୀକ୍ଷା ବୈଠକ କରିଛନ୍ତି। ଲୋକ…

ସିଆର୍‌ପିଏଫ୍‌ ମହିଳା ଶକ୍ତି: ମଥାରେ ସିନ୍ଦୂର, ହାତରେ ବନ୍ଧୁକ

ନୂଆଦିଲ୍ଲୀ,୭।୩ : ଅବଳା ନୁହେଁ ଦୁର୍ବଳା। ଏହାକୁ ସତ୍ୟ କରି ଦେଖାଇଛନ୍ତି ସିଆର୍‌ପିଏଫ୍‌ ୭୩ ବାଟାଲିୟନ୍‌ ମହିଳା ଶକ୍ତି। ମଥାରେ ସିନ୍ଦୂର ଏବଂ ହାତରେ ବନ୍ଧୁକ ଧରି ମହିଳା ଶକ୍ତି ପ୍ରତିକୂଳ ସ୍ଥିତିର ସାମ୍‌ନା କରିବାକୁ ସବୁବେଳେ ପ୍ରସ୍ତୁତ। ପରିବାରକୁ ପଛରେ…

ଇଟାଲୀରେ କରୋନା ଆତଙ୍କ: ଗୋଟିଏ ଦିନରେ ୪୯ମୃତ

ରୋମ,୭।୩: ସାରା ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଏଥିଯୋଗୁ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଇଟାଲିରେ ଶୁକବ୍ରାର ୪୯ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତ ଜନିତ ମୃତ୍ୟୁସଂଖ୍ୟା…

କରୋନା ଭାଇରସର ଗୁଜବରୁ ଦୂରେଇ ରହି ନମସ୍କାର କରିବା ଅଭ୍ୟାସ କରନ୍ତୁ: ମୋଦି

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜନଔଷଧି ଦିବସ ଅବସରରେ ଭିଡିଓ କନଫରେନସିଂ ଜରିଆରେ ବିଭିନ୍ନ ଜନଔଷଧି କେନ୍ଦ୍ର ସହ କଥା ହୋଇଛନ୍ତି। ଏହି କାର୍ଯ୍ୟକ୍ରମ ଜରିଆରେ ମୋଦି ଆସାମର ଗୁଆହାଟୀରେ ପ୍ରଥମ କରି ଆରମ୍ଭ କରାଯାଇଥିବା ଜନଔଷଧି କେନ୍ଦ୍ରର କର୍ମକର୍ତ୍ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri