Home

ଭାରତ-ଅଷ୍ଟ୍ରେଲିଆ ସେମିଫାଇନାଲ ମ୍ୟାଚରେ କିଏ ଜିତିବ, ପୁଣି ଭବିଷ୍ୟବାଣୀ କରି ଚମକାଇଲେ IIT ବାବା

ଜୟପୁର,୪।୩: ଅସୁବିଧାର ସମ୍ମୁଖୀନ ହେଉଥିବା ଆଇଆଇଟି ବାବା ଅଭୟ ସିଂ ମଙ୍ଗଳବାର ଭାରତ-ଅଷ୍ଟ୍ରେଲିଆ ସେମିଫାଇନାଲ ମ୍ୟାଚକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଇଙ୍ଗିତ ମାଧ୍ୟମରେ କହିଛନ୍ତି ଯେ ଏହି ମ୍ୟାଚରେ କିଏ ଜିତିବ। ତଥାପି, ଖୋଲାଖୋଲି ଭାବରେ କିଛି କହିନାହାନ୍ତି।…

Semi-Final Champions Trophy: ଭାରତ ବନାମ ଅଷ୍ଟ୍ରେଲିଆ: ଟସ୍‌ ଜିତିଲା…

ଦୁବାଇ,୪ା୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଭାରତ ଆମନ୍ତ୍ରଣ ପାଇ ଫିଲ୍ଡିଂ କରିବ। ଉଭୟ ଦଳ ସେମାନଙ୍କ…

ସିଂହ ଛୁଆକୁ କୋଳରେ ଧରି କ୍ଷୀର ପିଆଇଲେ ପ୍ରଧାନମନ୍ତ୍ରୀ ମୋଦି: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୩:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାନ୍ତରାରେ ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାନ୍ତରା ଦୁଇ ହଜାରରୁ ଅଧିକ ପ୍ରଜାତି ଏବଂ ଦେଢ଼ ଲକ୍ଷରୁ ଅଧିକ ଉଦ୍ଧାର ହୋଇଥିବା ବିପଦପୂର୍ଣ୍ଣ ପ୍ରାଣୀମାନଙ୍କର ଆବାସସ୍ଥଳ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାନ୍ତରାରେ…

ଭାରତ ବିରୋଧରେ ଷଡଯନ୍ତ୍ର ରଚୁଛି ଚାଇନା: ଭାରତକୁ ସତର୍କ ଘଣ୍ଟି

ବେଜିଂ,୪।୩: ଭାରତର ପଡ଼ୋଶୀ ଦେଶ ମିଆଁମାର ଦୀର୍ଘ ଦିନ ହେବ ଗୃହଯୁଦ୍ଧରେ ଫସିଛି। ଯୁଦ୍ଧ କ୍ଷେତ୍ରରେ ଆରାକାନ ସେନା ଏବଂ ଅନ୍ୟାନ୍ୟ ବିଦ୍ରୋହୀ ଗୋଷ୍ଠୀ ଅଛନ୍ତି। ଅନ୍ୟ ପାର୍ଶ୍ୱରେ, ଜୁଣ୍ଟା ଶାସନର ସେନା ଅଛି। ମିଆଁମାରରେ ଚାଲିଥିବା ଗୃହଯୁଦ୍ଧ ଭାରତ, ବାଂଲାଦେଶ…

Dhananjay Munde Resign: ସରପଞ୍ଚ ହତ୍ୟାକାଣ୍ଡ ମାମଲାରେ ଫସିଲେ କ୍ୟାବିନେଟ ମନ୍ତ୍ରୀ: ଶେଷରେ ଦେଲେ ଇସ୍ତଫା

ପୁଣେ,୪।୩: ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଧନଞ୍ଜୟଙ୍କ ପିଏ ପ୍ରଶାନ୍ତ ଜୋଶୀ ଇସ୍ତଫାପତ୍ର ନେଇ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କ ବାସଭବନରେ ପହଞ୍ଚିଥିଲେ। ଫଡନବୀସ କହିଛନ୍ତି, ଧନଞ୍ଜୟ ମୋତେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ…

ମୋବାଇଲ ଗେମ ଖେଳି ଜୀବନ ହାରିଲେ ଯୁବକ

ବରୀ,୪।୩(ମହେନ୍ଦ୍ର ସ୍ବାଇଁ): ଆଜିର ବିଜ୍ଞାନ ଯୁଗରେ ମଣିଷ ଯେତେ ସଚେତନ ହେଲେ ବି ଗୋଟିଏ ଗୋଟିଏ ଭୁଲ ନିଷ୍ପତି ବେଳେ ବେଳେ ତାଙ୍କୁ ହିଁ ତାହାର ପରିଣାମ ଭୋଗିବାକୁ ପଡ଼ିଥାଏ। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବରୀ ରାମଚନ୍ଦ୍ରପୁର…

Video: ସ୍ତ୍ରୀଙ୍କୁ ଖୁସି କରିବା ପାଇଁ ଏମିତି କାମ କଲେ ଫେସ୍‌ବୁ୍‌କ ମାଲିକ: ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବୈବାହିକ ଜୀବନରେ ଖୁସି ରହିବାର ମୂଳ ଆଧାର ହେଉଛି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପରସ୍ପର ବୁଝମଣା। ଏହା କେବଳ ସାଧାରଣ ଲୋକଙ୍କ ପାଇଁ ନୁହେଁ ବରଂ ବଡ଼ ଲୋକଙ୍କ ପାଇଁ ମଧ୍ୟ ପ୍ରଯୁଜ୍ୟ। ଏହି ସମ୍ପର୍କିତ ଏକ ଭିଡିଓ ଆଜିକାଲି ଚର୍ଚ୍ଚାରେ ଅଛି।…

ଭାରତ ବିନା କିଛି କାମ ହେବନି: ଶେଷରେ ନରମିଲେ ମହମ୍ମଦ ୟୁନୁସ

ଢାକା,୪।୩: ଭାରତ ବିରୋଧରେ ବିଷ ଓଗାଳିଥିବା ମହମ୍ମଦ ୟୁନୁସ ଏବେ ଭାରତ ସହିତ ସମ୍ପର୍କ ଉନ୍ନତ କରିବାକୁ ଚେଷ୍ଟା କରୁଛନ୍ତି। ଶେଖ ହସିନା ସରକାର ଯିବା ପରେ, ୟୁନୁସ ଭାରତର ବିକଳ୍ପ ଖୋଜିବା ପାଇଁ ଯଥାସମ୍ଭବ ପ୍ରୟାସ କରିଛନ୍ତି। କେତେବେଳେ ତାଙ୍କୁ…

ଚର୍ଚ୍ଚାରେ ‘Serial Kisser’ ମୌଲାନା: ୩୪ ସେକେଣ୍ଡରେ ୮ ଜଣଙ୍କୁ ଦେଲେ କିସ୍‌, ଦେଖନ୍ତୁ ଭିଡିଓ

ଢାକା,୪।୩:ବାଂଲାଦେଶର ଜଣେ ମୌଲାନା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ମୌଲାନା ମଦ୍ରାସାର ଛୋଟ ପିଲାମାନଙ୍କୁ କିସ୍‌ ଦେଉଥିବାର ଦେଖାଯାଉଛି। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେଉଛି। ଭିଡିଓରୁ ଏହା ସ୍ପଷ୍ଟ ହୋଇଛି ଯେ, ପିଲାମାନେ ମୌଲବୀଙ୍କ ଏହି କାର୍ଯ୍ୟରେ ଭୟଭୀତ ଅଛନ୍ତି।…

IND vs AUS Semi-Final Live Streaming: ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୪।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତ ଲିଗ ପର୍ଯ୍ୟାୟର ସମସ୍ତ ମ୍ୟାଚ ଜିତି ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଛି।…

ବନ୍ଦ ହେଉ ଭାଷା ଝଗଡ଼ା

ସଂଖ୍ୟାଲଘୁ ଚିନ୍ତାଧାରା କଥା ଉଠିଲେ ସାଧାରଣରେ ସମସ୍ତେ ଧର୍ମକୁ ହିସାବ କରନ୍ତି। କିନ୍ତୁ ଭାଷା ମଧ୍ୟ ଅନ୍ୟ ଏକ ଦିଗ, ଯେଉଁଥିରେ ସଂଖ୍ୟାଗରିଷ୍ଠତା କିମ୍ବା ସଂଖ୍ୟାଲଘୁର ବିଭେଦ ଜଣାପଡ଼େ। ଉଦାହରଣସ୍ବରୂପ ଭାରତର ପ୍ରତ୍ୟେକ ଭାଷାର ଭୌଗୋଳିକ ସୀମା ରହିଛି। ଓଡ଼ିଆ ଭାଷା…

ICC Champions Trophy: ଆଜି ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ

ଦୁବାଇ, ୪ା୩:ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ମଙ୍ଗଳବାର ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଭାରତ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଉଭୟ ଦଳ ସେମାନଙ୍କ ଗ୍ରୁପରେ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଭାରତ ତା’ର ୩ରୁ ୩ ମ୍ୟାଚ ଜିତିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri