Home

ଝୁଲୁଛି ବିପଦ

ବାରିପଦା ଅଫିସ,୭ା୩- ବିଦ୍ୟୁତ୍‌ ବିଭାଗର ବେଫିକର ମନୋଭାବ ଯୋଗୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଧନ ଜୀବନର ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। ମୁଣ୍ଡ ଉପରେ ବିପଦ ସାଜି ଝୁଲି ରହିଛି ବିଦ୍ୟୁତ୍‌ ତାର। ସେହିପରି ରାସ୍ତା ପାର୍ଶ୍ୱ ଟ୍ରାନ୍ସଫର୍ମର…

ପରିବା ବ୍ୟାଗରେ ବୁହା ହେଲା ଯୁକ୍ତ ୨ ଉତ୍ତରଖାତା

ଉଦଳା,୭ା୩(ଡ଼ି.ଏନ୍‌.ଏ.)- ଯୁକ୍ତ ଦୁଇ ପରୀକ୍ଷା ପରିଚାଳନା ନେଇ ଉଚ୍ଚଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା କହୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପରିବା ବ୍ୟାଗରେ ଉତ୍ତରଖାତା ଭର୍ତ୍ତି ହୋଇ ନୋଡାଲ ସେଣ୍ଟରକୁ ଯିବା ଘଟଣା ପଦାକୁ ଆସିଛି।…

ସ୍ବାସ୍ଥ୍ୟସେବା ଉପରୁ ତୁଟୁଛି ଭରସା

ଭୋଗରାଇ, ୭।୩(ଡି.ଏନ.ଏ.)-ରାଜ୍ୟରେ ସର୍ବବୃହତ ବ୍ଲକ ଭାବେ ପରିଚିତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ହୋଇରହିଛି। ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାଠାରୁ ଏହାର ଦୂରତା ୧୦୦ କି.ମି.। ଏହି ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ରୋଗୀ…

ଅଲିମ୍ପିକ ମଶାଲ ଆଗମନ ଉତ୍ସବ ଛୋଟ ଆକାରରେ ହେବ

ଟୋକିଓ ୬ା୩ (ଏପି)- କରୋନା ଭାଇରସ୍‌ର ବ୍ୟାପକତା ଦୃଷ୍ଟିରୁ ଅଲିମ୍ପିକ ମଶାଲ ଆଗମନ ଉତ୍ସବକୁ ଛୋଟ ଆକାରରେ କରାଯିବ ବୋଲି ଟୋକିଓ ଅଲିମ୍ପିକ୍ସ ମୁଖ୍ୟ ୟୋଶିରୋ ମୋରି ଶୁକ୍ରବାର ସୂଚନା ଦେଇଛନ୍ତି। କାର୍ଯ୍ୟସୂଚୀ ଅନୁସାରେ ଅଲିମ୍ପିକ ମଶାଲ ମାର୍ଚ୍ଚ ୨୦ରେ ଜାପାନରେ…

ଅଙ୍କିତ ଶର୍ମା ହତ୍ୟା ମାମଲା: ୭ ଦିନ ପାଇଁ ପୋଲିସ ହାଜତକୁ ଗଲେ ତାହିର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଦଙ୍ଗା ବେଳେ ଆଇବି କର୍ମଚାରୀ ଅଙ୍କିତ ଶର୍ମାଙ୍କୁ ହତ୍ୟା କରିବା ଅଭିଯୋଗରେ ଆମ ଆଦମୀ ପାର୍ଟି(ଏଏପି)ରୁ ନିଲମ୍ବିତ ହୋଇଥିବା କାଉନ୍‌ସିଲର ତାହିର ହୁସେନଙ୍କୁ ଶୁକ୍ରବାର ୭ ଦିନ ପାଇଁ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ଗୁରୁବାର ସେ ଗିରଫ…

ଅଯୋଧ୍ୟା ଯିବେ ଉଦ୍ଧବ

ମୁମ୍ବାଇ,୬।୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଶନିବାର ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଖବରଦାତାଙ୍କୁ ଏହି ସୂଚନା ଦେଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ସେ କହିଛନ୍ତି ଶନିବାର ଉଦ୍ଧବ ଅଯୋଧ୍ୟା ଗସ୍ତ କରିବେ।…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼: ଜଣେ ଅଟକ

ଯୋଡ଼ା,୬।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବାଚୁ ହଣ୍ଟିଠାରେ ଶୁକ୍ରବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଜଣ ବ୍ୟକ୍ତିଙ୍କୁ ଭୁଜାଲି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନାଯୋଗ୍ୟ, ଅପରାହ୍ନରେ ଯୋଡ଼ା ସହରର ବାଚୁ ହଟିଂଠାରେ ରହୁଥିବା ଚତୁର୍ଭୁଜ ନାଏକଙ୍କୁ…

ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତକ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ମଲ୍ଲିକ। ଯୁଧିଷ୍ଠିରଙ୍କ ସ୍ତ୍ରୀ ମୃତଦେହ ଚିହ୍ନଟ କରିବା ପରେ…

ହନ୍ତୁକ ପଞ୍ଚାୟତ ଅଫିସରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ, ୬।୩: ପୁରୀ ସଦର ବ୍ଲକ ହନ୍ତୁକ ପଞ୍ଜାୟତ ଅଫିସରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୂର୍ବରୁ ବିଭିନ୍ନ ଯୋଜନାରେ ଆସିଥିବା ୧୩ ଲକ୍ଷ ୭୪ ହଜାର ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଏହି…

ସଂଘର୍ଷର ଦିନକୁ ମନେ ପକାଇଲେ ଜ୍ୟାକ୍‌ଲିନ୍‌: ଡେବ୍ୟୁ ପୂର୍ବରୁ ନାଁ ବଦଳାଇ ମୁସ୍କାନ’ରଖିବାକୁ କୁହାଯାଇଥିଲା

ବମ୍ବେ: ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଡିସ୍‌ ଏବେ ବଲିଉଡ୍‌ର ଜଣେ ଆଗଧାଡ଼ିର ନାୟିକା। ଅନେକ ଉତ୍ଥାନ ପତନ ପରେ ହିନ୍ଦି ସିନେମା ଜଗତରେ ପ୍ରତିଷ୍ଠିତ ହୋଇପାରିଛନ୍ତି ସେ। ହେଲେ ପ୍ରଥମେ ଏହା ଏତେ ସହଜ ନ ଥିଲା। ବଲିଉଡ୍‌ରେ ଡେବ୍ୟୁ କରିବା ପୂର୍ବରୁ…

କମିଲା ବସ୍‌ ଭଡ଼ା: କିମି ପିଛା ୧ରୁ ୨ ପଇସା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା କମିଲା। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଛି। ସାଧାରଣ ବସ୍‌ ଭଡ଼ା ୬୯ ପଇସା ଥିବା ବେଳେ ଏବେ ଏହା ହ୍ରାସ ପାଇ ୬୮ ପଇସା ହୋଇଛି। ସେହିଭଳି ଏକ୍ସପ୍ରେସ୍‌ ଭଡ଼ା ୭୨ରୁ…

କେମିକାଲ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ଆହତ

କରାଚି,୬।୩: ପାକିସ୍ତାନ କରାଚିର ପୋର୍ଟ କ୍ୱାସିମ ଅଞ୍ଚଳରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର କ୍ଲୋରିନ୍‌ ଗ୍ୟାସ ଲିକ୍‌ ହେବା ଫଳରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଅଣନିଶ୍ୱାସି ହୋଇ ଆହତ ହୋଇଥିବା ଜଣାପଡିଛି। ଏମାନଙ୍କୁ ତୁରନ୍ତ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri