Home

ଦ୍ୱିତୀୟ ଦିନ ନିର୍ବାଚନ ପ୍ରଚାରରେ ମୋଦି

ନୁଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁଣିଥରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଦ୍ୱାରକାରେ ସେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କହିଛନ୍ତି ଭୋଟିଂର ୪ ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦେଖି…

କନ୍ଦାଉଛି କରୋନାଭାଇରସରେ ପୀଡିତ ବୃଦ୍ଧ ଦମ୍ପତିଙ୍କ ଶେଷ ଗୁଡବାୟ ଭିଡିଓ

ବେଜିଂ,୪।୨: ସାରା ବିଶ୍ୱକୁ ଡରାଉଛି କରୋନାଭାଇରସ। ଚାଇନାରେ ଏବେ କରୋନାଭାଇରସରେ ୪୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ହଜାରୁ ଊର୍ଦ୍ଧ୍ୱ ଲୋକ ଏବେ ଏଥିରେ ଆକ୍ରନ୍ତ ଅଛନ୍ତି। ଏହି କରୋନାଭାଇରସରେ ପୀଡିତ ଚାଇନାର ଏକ ବୃଦ୍ଧ ଦମ୍ପତିଙ୍କ ଭିଡିଓ ଏବେ…

ସିଏଏ, ଏନ୍‌ଆର୍‌ସିକୁ ନେଇ ପୁଣି ଗର୍ଜିଲେ ଦିଦି

ନଏଡା,୪।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନଏଡାରେ ଅନୁଷ୍ଠିତ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପୁଣିଥରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆସାମରେ ଶହେରୁ…

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ ସେ…

ହଂକଂରେ ଥିବା ପୁଅ ପାଇଁ ମାସ୍କ ପଠାଇ ପାରୁ ନାହାନ୍ତି ବାପା

ନଏଡା,୪।୨: ଚାଇନାରେ ଏବେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏହାକୁ ଦେଖି ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି। ଉତ୍ତରପ୍ରଦେଶ ନଏଡା ମେଡିକାଲ ଆସୋସିଏଶନର ଅଧ୍ୟକ୍ଷ ଥିବା ଅନୁପ ଖାନ୍ନା ଏବେ ତାଙ୍କ ଅସହାୟତା କଥା ପ୍ରକାଶ କରିଛନ୍ତି। ହଂକଂରେ ତାଙ୍କ…

ସିଲ୍‌ ହେଲା ଓୟୁଏଟି କୁକୁଡା ଫାର୍ମ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମ ମଙ୍ଗଳବାର ସିଲ୍‌ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ୩ ମାସ ପାଇଁ ଏହାକୁ ସିଲ୍‌ କରାଯାଇଛି। ପ୍ରତି ୧୫ଦିନ ଅନ୍ତରରେ ଫାର୍ମକୁ ବିଶୋଧନ…

୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଏଣିକି ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ ବୋଲି ମଙ୍ଗଳବାର ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଯେଉଁ କିରାଣିମାନେ ୬ ବର୍ଷରୁ…

ଡିଫେନ୍ସ୍‌ ଏକ୍ସ୍‌ପୋରେ ଯୋଗ ଦେବନି ଚାଇନା: ଯାତ୍ରା କଲା ବାତିଲ

ଲକ୍ଷ୍ନୌ/ବେଜିଂ,୪।୨: ବୁଧବାର ଠାରୁ ଲକ୍ଷ୍ନୌରେ ଡିଫେନ୍ସ୍‌ ଏକ୍ସ୍‌ପୋ ଆରମ୍ଭ ହେଉଛି। ଏଥିରେ ଯୋଗଦେବା ପାଇଁ ଚାଇନା ସହମତି ପ୍ରକାଶ କରିଥିବାବେଳେ ଶେଷ ମୁହୂର୍ତ୍ତରେ ଏହାକଚ ବାତିଲ କରିଛି। କରୋନା ଭୁତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଚାଇନା ନିଜର ପ୍ରତିନିଧିଙ୍କୁ ଲକ୍ଷ୍ନୌ ପଠାଇବାକୁ…

ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ: ୧୩୫୦୦ ଆପାର୍ଟମେଣ୍ଟରେ ରହିପାରିବେ ୩୦ ହଜାର ଲୋକ

କାହିରା,୪।୨: ମିଶରର ରାଜଧାନୀ କାହିରାରେ ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ ନିର୍ମାଣ କରାଯାଉଛି। ଏଠାରେ ନିର୍ମିତ ହେବାକୁ ଥିବା ୩୫୦୦ ଆପାର୍ଟମେଣ୍ଟରେ ୩୦ ହଜାର ଲୋକ ରହିପାରିବେ ବୋଲି କୁହାଯାଉଛି। ଏହି କଲୋନୀକୁ ଗିନିଜ୍‌ ରେକର୍ଡରେ ସ୍ଥାନୀତ କରାଯାଇଛି। ଏହାର…

ଭାଜପାରେ ଯୋଗଦେଲେ ବରିଷ୍ଠ କଂଗ୍ରେସ ନେତାଙ୍କ ପୁଅ

ନୂଆଦିଲ୍ଲୀ,୪।୨: ବରିଷ୍ଠ କଂଗ୍ରେସ ନେତା ଜନାର୍ଦ୍ଦନ ଦ୍ୱିବେଦୀଙ୍କ ପୁଅ ସମିର ଦ୍ୱିବେଦୀ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ହେଲେ ଜନାର୍ଦ୍ଦନ ଏକଥା ଜାଣି ନ ଥିବା କହିଛନ୍ତି। ସେ କଂଗ୍ରେସର ଜଣେ ବରିଷ୍ଠ ନେତାଭାବେ ବେଶ୍‌ ଜଣାଶୁଣା ଥିବା…

ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା ଜିଲା…

ମହାତ୍ମା ଅବା ନେହେରୁଙ୍କ ବିରୋଧରେ କହିନି ଗୋଟିଏ ବି ଶବ୍ଦ: ଅନନ୍ତ ହେଗଡ଼େ

ନୂଆଦିଲ୍ଲୀ,୪।୨: ମହାତ୍ମା ଗାନ୍ଧୀଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଏମ୍‌ପି ଅନନ୍ତ ହେଗଡ଼େଙ୍କୁ ନେଇ ଭାଜପାକୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ତେବେ ମଙ୍ଗଳବାର ଏନେଇ ଅନନ୍ତ ମୁହଁ ଖୋଲଛନ୍ତି। ସେ କହିଛନ୍ତି ଯେ, ମହାତ୍ମା ଅବା ଜବାହରଲାଲ୍‌ ନେହେରୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri