ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…
ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ ଲୋକେ ବାହାରେ ଖାଇବାଠାରୁ ଘରେ ପ୍ରସ୍ତୁତ କରି ଖାଇବାକୁ ପସନ୍ଦ କରୁଛନ୍ତି। ଏମିତିରେ ଆପଣ…
ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ
ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି। କାରଣ ସେ ବିବାହ ବାର୍ଷିକୀରେ ମା’ ହୋଇଛନ୍ତି। ଜ୍ୱାଲା ୨୨ ଏପ୍ରିଲ ୨୦୨୧ରେ ତାମିଲ…
ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ
ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ ଆଘାତରେ ଜଣେ ମା’ପୁଅ ଙ୍କ ଏକାଠି ମୃତ୍ୟୁ…
ଫସିଗଲେ ବାବା ରାମଦେବ, ଭର୍ତ୍ସନା କଲେ Delhi High Court
ନୂଆଦିଲ୍ଲୀ,୨୨।୪: ଦିଲ୍ଲୀ ହାଇକୋର୍ଟ ହମଦର୍ଦ କମ୍ପାନୀ ଏବଂ ଏହାର ଲୋକପ୍ରିୟ ଉତ୍ପାଦ ରୁହ ଅଫଜା ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଯୋଗଗୁରୁ ବାବା ରାମଦେବଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ କହିଛନ୍ତି, ‘ଏହା କୋର୍ଟର ବିବେକକୁ ଦୋହଲାଇ ଦିଏ।’ ଏହା ସମ୍ପୂର୍ଣ୍ଣ ଭାବରେ…
ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ…
ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍: ଥାନାରେ ପହଞ୍ଚିଲା ମାମଲା
ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ ହଇରାଣ କରିଛନ୍ତି। ତାଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ଏକ କାର ଦେବାକୁ ମଧ୍ୟ…
IPL Cheerleader Salary: ଗୋଟିଏ ମ୍ୟାଚ୍ ପାଇଁ କେତେ ଟଙ୍କା ନିଅନ୍ତି ଚିୟରଲିଡର୍ସ: ଜାଣନ୍ତୁ କେଉଁ ଦଳ ଦିଏ ଅଧିକ ଟଙ୍କା
ନୂଆଦିଲ୍ଲୀ,୨୨।୪: IPL 2025ରେ ସମସ୍ତ ୧୦ଟି ଦଳ ସେମାନଙ୍କ ମ୍ୟାଚ ପାଇଁ ଚିୟରଲିଡର୍ସଙ୍କୁ ନିଯୁକ୍ତି ଦେଇଛନ୍ତି। ଏହା ପ୍ରତିବର୍ଷ ଘଟେ। ଏଥିରେ ବିଦେଶୀ ଯୁବତୀମାନେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। ଜଣେ ଚିୟରଲିଡର ପ୍ରତ୍ୟେକ ମ୍ୟାଚ ପାଇଁ କେତେ ଟଙ୍କା…
କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍ ଭ୍ୟାନ୍କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ
କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…
ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ !
ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ ମନ୍ଦିରରେ ପୂଜା କରୁଥିବା ନରସିଂହ ମୂର୍ତ୍ତି ଏବେ ଏକ ନୂତନ ପରିଚୟ ସୃଷ୍ଟି କରୁଛନ୍ତି।…
କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…
ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ଉତ୍ତମ କୁମାର ଶଙ୍ଖୁଆ (୨୪) ଏବଂ ତାଙ୍କ ଘର…
ପୋପ୍ ଫ୍ରାନ୍ସିସ୍ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ
ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ ୨୩ (ବୁଧବାର) ରାଜ୍ୟ ସରକାର ଶୋକ ଦିବସ ପାଳନ କରିବେ। ସେହିଭଳି ଶେଷକୃତ୍ୟ ଦିନ…
ଜେଲ ଯିବେ ରାହୁଲ-ସୋନିଆ? ନ୍ୟାଶନାଲ ହେରାଲଡ ମାମଲାରେ କେମିତି ଫସିଛନ୍ତି Gandhi Family ଜାଣନ୍ତୁ…
ନୂଆଦିଲ୍ଲୀ,୨୨।୪: ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡିର ଅଭିଯୋଗର ପ୍ରତିବାଦ କରିବା ପାଇଁ ଆୟୋଜିତ କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ ସୋମବାର ଏହି ପ୍ରଶ୍ନ ଉଠାଇଛନ୍ତି। ଏହା ହୁଏତ ସାମ୍ପ୍ରତିକ…
Archives


