Home

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ‘ବିଗ୍‌ ବସ୍‌ ୧୯’ ଘରୁ ବାହାରିବା ପରେ ତାନ୍ୟା ରାଗିଯାଇଛନ୍ତି। ସେ କହିଛନ୍ତି,…

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ…

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍‌ଡି କାବେରୀ ମୁଦୁଲିଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ତହସିଲଦାର ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡ଼ା…

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚତ୍ଛି। ଇଣ୍ଡିଗୋ ସଙ୍କଟ ଓ ଏତେ ମାତ୍ରାରେ ବିମାନ…

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ ବୁଧବାର ଦରବାର ହଲ୍‌ ପୁରସ୍କୃତ କରାଯାଇଛି। ସୂଚନା ଯେ, ଜିଲାରୁ ୩ଟି ପଞ୍ଚାୟତକୁ ଏଥିନିମନ୍ତେ…

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା…

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ…

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।…

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ବୁଧବାର ଓକିଲ ସଂଘର ସାଧାରଣ ପରିଷଦ ବୈଠକ ସଂଘର ଉପସଭାପତି…

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ପଣ୍ଡା (୫୮)ଙ୍କ…

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ ଆକାର (୨.୪୯ ଘନଫୁଟ) କାଠ ବୋଝେଇ ଏକ ବାଇକ୍‌ ଜବତ କରିଥିଲେ। ଜଣେ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?