କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ
ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉକତ୍ଟ ହୋଇଛି। ବିଶେଷକରି ଭିସା ଷ୍ଟିଲ, ଜିନ୍ଦଲ ଷ୍ଟେନ୍ଲେସ ଷ୍ଟିଲ ଓ ବ୍ରାହ୍ମଣୀ ରିଭର୍ସ…
ରାସ୍ତା ଉପରେ ବୋହୁଛି ବର୍ଜ୍ୟଜଳ: ଗାଁକୁ ଆସିବାକୁ ରାଜି ହେଉନାହାନ୍ତି ଅତିଥି
ରସୁଲପୁର,୬।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତର ୫ଟି ସାହିରୁ ପ୍ରଥମ ଓ ପଞ୍ଚାୟତର ବଡ ସାହି ଭାବେ ଗଣାଯାଉଥିବା ନୂଆସାହି ରାସ୍ତା ଗମନାଗମନ ଉପଯୋଗୀ ହୋଇ ରହିନାହିଁ। ଏହି ପଞ୍ଚାୟତକୁ ସ୍ବଚ୍ଛତା ପୁରସ୍କାର ମିଳିଥିବାବେଳେ ପଞ୍ଚାୟତର ପରିବେଶ ଅତ୍ୟନ୍ତ ଅସ୍ବଚ୍ଛ ଥିବା…
ରାଜଧାନୀରେ ଦେହ ଦଲାଲ ସକ୍ରିୟ
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜଧାନୀରେ କମିଶନରେଟ ପୋଲିସ ଦେହ ବ୍ୟବସାୟୀ ରୋକିବାକୁ ନେଇ ପ୍ରାଣପକ୍ଷେ ଉଦ୍ୟମ ଚଳାଇଛି। ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ଚଢ଼ାଉ କରିବା ସହ ଅନେକ ଦଲାଲ ଏବଂ ବେପାରୀଙ୍କୁ ଧରିବାରେ ସକ୍ଷମ ମଧ୍ୟ ହୋଇଛି। ତଥାପି କେତେଜଣ ଦଲାଲ ଏଥିରୁ…
ରଙ୍ଗ ଉତ୍ସବକୁ ଫିକା କରିବ କରୋନା
ଭୁବନେଶ୍ୱର,୬।୩(ବ୍ୟୁରୋ): ଦିନ କେଇଟା ପରେ ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଫଗୁ ଓ ଫଗୁଣର ଏହି ଉତ୍ସବକୁ ସ୍ବାଗତ କରିବାକୁ ଲୋକେ ପ୍ରସ୍ତୁତ ହେଉଥିବାବେଳେ ଡରାଇ ଦେଇଛି କରୋନା। ଗୋଟିଏ ସ୍ଥାନରେ ଏକାଠି ହୋଇ ହୋଲି ନ ଖେଳିବାକୁ ପ୍ରଧାନମନ୍ତ୍ରୀ…
ଜେଲଗଲେ ଘରୋଇ ସ୍କୁଲ ଶିକ୍ଷକ
ଭୁବନେଶ୍ୱର,୬।୩(ବ୍ୟୁରୋ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଅସଦାଚରଣ କରୁଥିଲେ ଶିକ୍ଷକ। ଖରାପ ନଜର ରଖି ନାନା ଭାବେ ହଇରାଣ କରୁଥିଲେ। ଶେଷରେ ଧରାପଡ଼ିଯିବା ପରେ ବି ଟଙ୍କା ଦେଇ ଘଟଣାକୁ ଚାପି ଦେବାକୁ ଉଦ୍ୟମ ମଧ୍ୟ…
କରୋନା ସନ୍ଦିଗ୍ଧ ଦମ୍ପତିଙ୍କ ରିପୋର୍ଟ ନେଗେଟିଭ୍
କଟକ ଅଫିସ,୬।୩: ଚାଇନାରୁ ଭାୟା ସିଙ୍ଗାପୁର ଦେଇ ପାରାଦୀପରେ ପହଞ୍ଚିଥିବା ଏକ ଦମ୍ପତିଙ୍କୁ କରୋନା ଆକ୍ରାନ୍ତରେ ସନ୍ଦେହ କରାଯାଇ କଟକ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ରକ୍ତ ଏବଂ ସ୍ବାବ୍ ନମୁନା ପରୀକ୍ଷା ପାଇଁ ପୁଣେ ସ୍ଥିତ ଏନ୍ଆଇଭିକୁ ପଠାଯାଇଥିଲା।…
ଲୋକ ସଭା ଉପବାଚସ୍ପତି ପଦ ବିଜେଡିକୁ ମିଳିବା ନେଇ ଚର୍ଚ୍ଚା
ଭୁବନେଶ୍ୱର,୬।୩(ବ୍ୟୁରୋ): ପାର୍ଲାମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବଜେଟ ଅଧିବେଶନ ଜାରି ରହିଛି। ଓମ୍ ବିର୍ଲା ବାଚସ୍ପତି ଭାବେ ନିଜ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ସହାୟତା କରିବା ପାଇଁ ଉଦ୍ଦିଷ୍ଟ ଉପବାଚସ୍ପତି ପଦ ଖାଲିପଡ଼ିଛି। କିଛିମାସର ବ୍ୟବଧାନ ପରେ ଏହି ପଦବୀ ପୂରଣ ନେଇ କେନ୍ଦ୍ର…
ଘାରିଲା କରୋନା ଭୟ, ବଢ଼ିଲା ମାସ୍କ ଡିମାଣ୍ଡ
ଭୁବନେଶ୍ୱର,୬।୩(ବ୍ୟୁରୋ): ଚାଇନାରୁ ଏବେ ସାରା ବିଶ୍ୱକୁ ବ୍ୟାପିଚାଲିଥିବା ମାରାତ୍ମକ କରୋନାକୁ ନେଇ ଏବେ ଭାଳେଣି ପଡ଼ିଛି। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଓଡ଼ିଶାରେ ମଧ୍ୟ ଏକାଧିକ ସନ୍ଦିଗ୍ଧ ରହିଛନ୍ତି। ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସରକାର ଏବେ…
ପ୍ରତିବର୍ଷ ମାର୍ଚ୍ଚ ୫ରେ ଲୋକସେବା ଦିବସ
ଭୁବନେଶ୍ୱର,୬।୩(ବ୍ୟୁରୋ): ବିଜେଡି ସରକାର ପଞ୍ଚମ ପାଳିରେ ଲୋକମାନଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଗଣତନ୍ତ୍ରର ମାଲିକ କହିବା ସହ ନିଷ୍ଠାର ସହିତ ସେବା କରିବାକୁ ସରକାରୀ କର୍ମଚାରୀ, ମନ୍ତ୍ରୀ ଏବଂ ଦଳୀୟ…
ଏସ୍ସିବି ମେଡିକାଲରେ ଦ୍ୱିତୀୟ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ: ୨ ରୋଗୀ ପାଇଲେ ନୂଆ ଜୀବନ
କଟକ ଅଫିସ,୫ା୩- ବିଶ୍ୱ ଚିକିତ୍ସା କ୍ଷେତ୍ରରେ ଆଉ ଏକ ସଫଳତା ନିଜ ନଁାରେ ଯୋଡିଛି ଏସ୍ସିବି ମେଡିକାଲ। ଜଣେ ମୃତ ମହିଳାଙ୍କ ଶରୀରରୁ କିଡ୍ନୀ ବାହାର କରି ଅନ୍ୟ ୨ ଜଣଙ୍କ ଶରୀରରେ ପ୍ରତିରୋପଣ କରିବାରେ ଗୁରୁବାର ସଫଳ ହୋଇଛି ଏସ୍ସିବି…
ବଳାତ୍କାର ଅଭିଯୋଗ, ଯୁବକ ଗିରଫ
ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା…
୬ ମାସରେ ୧୦୯ ଗାଁରେ ପହଞ୍ଚତ୍ବ ସମସ୍ତ ଯୋଜନା
ସୋନପୁର,୫।୩(ନି.ପ୍ର.): ପଞ୍ଚାୟତିରାଜ ଦିବସରେ ସୁବର୍ଣ୍ଣପୁର ଜିଲାରେ ଘୋଷଣା ହୋଇଛି ମିଶନ ୧୦୯ କାର୍ଯ୍ୟକ୍ରମ । ଜିଲାପାଳ ମୋନିଷା ବାନାର୍ଜୀ ଏହି ଘୋଷଣା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଜନସାଧାରଣଙ୍କୁ…
Archives


