ଲକ୍ଡାଉନ୍ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ
ବାଲିଗୁଡ଼ା,୨୮।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍ଡାଉନ୍ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ…
କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ ଘଟିଥିବା…
ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍ଚୀ
ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ ୬ରୁ…
ହେଲ୍ପଲାଇନ୍ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
୩୧ ବର୍ଷ ପରେ ଛୋଟପରଦାକୁ ଫେରୁଛନ୍ତି ବାଦ୍ଶାହା
ମୁମ୍ବାଇ: ବଲିଉଡ୍ ବାଦ୍ଶାହା ଶାହାରୁଖ୍ ଶେଷଥର ପାଇଁ ବଡ଼ପରଦାରେ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ‘ଜିରୋ’ ପରଠାରୁ ତାଙ୍କୁ କୌଣସି ଫିଲ୍ମରେ ଆଉ ଦେଖିବାକୁ ମିଳିନାହିଁ କିମ୍ବା କୌଣସି ଫିଲ୍ମରେ ନଜର ଆସିବାର ଘୋଷଣା ମଧ୍ୟ ଏ ପର୍ଯ୍ୟନ୍ତ କରିନାହାନ୍ତି। କିନ୍ତୁ…
ଗଛ ଉପରେ ସେଲ୍ଫ କ୍ୱାରାଣ୍ଟାଇନ୍ରେ ରହିଲେ ବାହାର ରାଜ୍ୟରୁ ଫେରିଥିବା ଶ୍ରମିକ
ପୁରୁଲିଆ,୨୮।୩: ସମସ୍ତଙ୍କୁ ଡରାଉଛି କରୋନା ଭାଇରସର ସଂକ୍ରମଣ। ତେବେ ବିଦେଶରୁ ଫେରିଥିବା ଲୋକେ କ୍ୱାରାଣ୍ଟାଇନ୍ରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏମିତି କରାଗଲେ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି କୁହାଯାଇଛି। ଏବେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର ଅଞ୍ଚଳରେ ଥିବା ଭାଙ୍ଗିଡି ଗ୍ରାମରେ…
ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ
ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ କେତେକ ଦେଶର ସରକାର ଲକ୍ଡାଉନ୍ ଘୋଷଣା ମଧ୍ୟ କରିଛନ୍ତି।…
କୋଭିଡ- ୧୯: ୨୦ ଲକ୍ଷ ଟଙ୍କା ଦାନ କଲା ମୋହନ ବାଗାନ
କୋଲକାତା,୨୮।୩ (ପି.ଟି.)- କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇ ପାଇଁ ଆଇ- ଲିଗ୍ ଚାମ୍ପିୟନ ମୋହନ ବାଗାନ କ୍ଲବ ୨୦ ଲକ୍ଷ ଟଙ୍କା ଦାନ କରିଛି। ଏହି ଅର୍ଥ ପଶ୍ଚିମବଙ୍ଗ ଷ୍ଟେଟ୍ ଇମର୍ଜେନ୍ସି ରିଲିଫ୍ ପଣ୍ଡକୁ ଦିଆଯାଇଛି ବୋଲି ମୋହନ…
ଚାଇନାରୁ ଫେରିଥିବା ଛାତ୍ରଙ୍କ ଅନୁଭୂତି ଶୁଣିଲେ ମୋଦି
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ଉହାନରୁ ଫେରିଥିବା ଜଣେ ଛାତ୍ରଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡିଛି। ଉକ୍ତ ଛାତ୍ର ଜଣଙ୍କ ହେଲେ ଜମ୍ମୁ-କଶ୍ମୀର କାସକୁଟ ବନିହାଲର ନିଜାମୁର ରେହେମାନ। ସେ ଚାଇନାର ଉହାନ ସହରରେ ରହୁଥିବା ବେଳେ…
କରୋନା ପ୍ରତିହତ ପାଇଁ ଗାଁର ପ୍ରବେଶ ପଥକୁ ବନ୍ଦ କଲେ ଯୁବଗୋଷ୍ଠୀ
ବିଜେପୁର, ୨୮।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାମାଜିକ ଦୂରତା ନିହାତି ଆବଶ୍ୟକ। ଏହାକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ଫଳରେ ଗାଁଠୁ ସହର ସବୁଠି ଖାଁ ଖାଁ। ଜରୁରୀ କାମ ନ…
କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍ଏନ୍ଏ: ସର୍ଭେ
ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି ପ୍ରୟାସ ଜାରି ରଖିଛନ୍ତି। ତେବେ ଏହାର ମୁକାବିଲା ପାଇଁ ଭାରତୀୟଙ୍କ ଶରୀରରେ ଏକ ପ୍ରକାର…
କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ
ରୋମ୍,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ ଆରୋଗ୍ୟ ଲାଭ କରିଛନ୍ତି ଜଣେ ୧୦୧ ବର୍ଷୀୟ ବୃଦ୍ଧ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…

