Home

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଏହାକୁ ୨ଟି ବୋଇଙ୍ଗ୍‌-୭୭୭ ବିମାନରେ ବ୍ୟବହାର…

ଦୋଷୀ ଫାଶୀ ଖୁଣ୍ଟରେ ଛୁଲିଲା ପରେ ଖୁସି ହେବି: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କ ପାଇଁ ଗୁରୁବାର ଚତୁର୍ଥ ଥର ଲାଗି ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ତିହାର ଜେଲ ପରିସରରେ ଫାଶୀ ଦିଆଯିବାକୁ ସ୍ଥିର କରିଛନ୍ତି…

ଟାଇଟାନିକ ଜାହାଜ କ୍ୟାପଟେନ୍‌ଙ୍କ ଭଳି ହର୍ଷବର୍ଦ୍ଧନ ଦେଉଛନ୍ତି ଆଶ୍ୱାସନା: ରାହୁଲ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଲୋକଙ୍କୁ ଅଯଥା ଚିନ୍ତା ନ କରିବା ଲାଗି ସେ ପରାମର୍ଶ…

ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍‌ କରି ବିଜୁଙ୍କୁ ମନେ…

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ ଲାଗି ଚତୁର୍ଥ ଥର ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର…

ଯାତ୍ରୀବାହୀ ବସ୍‌କୁ ୬ ଲକ୍ଷ ୭୨ ହଜାର ଜରିମାନା

ବୌଦ୍ଧ, ୫।୩(ସ୍ବ.ପ୍ର.): ମୋଟର ଯାନ ଆଇନକୁ ଗତ ୧ ତାରିଖରୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୂର୍ବରୁ ଦିଆଯାଇଥିବା ସମୟ ପୂରଣ ହେବା ପରେ ସବୁଠି ଜୋରଦାର ଧରପଗଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ଏକ ଯାତ୍ରୀବାହୀ ବସ୍‌କୁ ୬ ଲକ୍ଷ ୭୨…

ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି।…

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା ଗିଲେ କମ୍ପାନୀ ପକ୍ଷରୁ ଏହାର ନୂଆ ଏସ୍‌ୟୁଭି କାର ଏଭଳି ସୁରକ୍ଷା ଦେବାକୁ ସକ୍ଷମ।…

ଘର ଭାଙ୍ଗିବା ସହ ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ବଇଣ୍ଡା,୫।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଘର ଭାଙ୍ଗିବା ସହ ଜଣେ ବୃଦ୍ଧାଙ୍କୁ କଚାଡ଼ି ମାରିଦେଇଛି। ସୂଚନାଯୋଗ୍ୟ, ଦନ୍ତାଟି ବୁଧବାର ରାତିରେ କମରେଇ ଗାଁକୁ ପଶି ଆସି ରବି…

ପନିର୍‌ ମାଜିଷ୍ଟିକ୍‌

ସମ୍ବଲପୁର ସହରର ଜଗନ୍ନାଥ କଲୋନୀ ଛକଠାରେ ମିଡ୍‌ଟାଉନ୍‌ ରେସ୍ତୋରାଁ ଗ୍ରାହକମାନଙ୍କ ରୁଚି ଅନୁସାରେ ପ୍ରସ୍ତୁତ କରୁଛି ସ୍ବାଦିଷ୍ଠ ଖାଦ୍ୟ। ପନିର ମାଜିଷ୍ଟିକ୍‌ ଏହାର ମୁଖ୍ୟ ଡିଶ୍‌। ଗୋଟିଏ ପ୍ଲେଟର ଦାମ୍‌ ୧୪୯ ଟଙ୍କା। ଏହାକୁ ଦୁଇ ଜଣ ଗ୍ରାହକ ଷ୍ଟାର୍ଟରରେ ଖାଇଥାନ୍ତି।…

ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି କରିଛି। କରୋନା ୧୦୦ଏମ୍‌ ନାମକ ଏହି ଆପ୍‌କୁ ପ୍ଲେ ଷ୍ଟୋରରୁ ସହଜରେ ଡାଉନଲୋଡ୍‌ କରାଯାଇପାରୁଛି।…

ଓଡ଼ିଶାକୁ ପ୍ରତିନିଧିତ୍ୱ କରୁଥିବାରୁ ଖୁସି ଲାଗେ

ଡ୍ୟାନ୍ସରରୁ ଇଞ୍ଜିନିୟର। ଇଞ୍ଜିନିୟରରୁ ବ୍ଲଗର୍‌। ଆଉ ବ୍ଲଗର୍‌ରୁ ଆକ୍ଟର। ଏକାଧାରାରେ ଏତେ ପ୍ରତିଭାର ଅଧିକାରୀ ମେଘା ରାୟ ଏବେ ଜି ଟିଭିରେ ପ୍ରସାରିତ ହେଉଥିବା ଟେଲିଭିଜନ ଶୋ’ ‘ଦିଲ୍‌ ୟେ ଜିଦ୍ଦି ହୈ’ର ମୁଖ୍ୟ ନାୟିକା। ପ୍ରକୃତି ମିଶ୍ରଙ୍କ ପରେ ଦ୍ୱିତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri