Home

ସେସୁ : ଆଦାୟ ହେଲାଣି ୬୭.୨୯ କୋଟି ବକେୟା

ଭୁବନେଶ୍ୱର,୩ା୨(ବ୍ୟୁରୋ): ସେସୁ ପକ୍ଷରୁ ବକେୟା ବିଲ୍‌ ଆଦାୟ ଏବଂ ଖିଲାପକାରୀଙ୍କ ବିଜୁଳି ସଂଯୋଗ ବିଚ୍ଛିନ୍ନ କାର୍ଯ୍ୟ ଜାରି ରହିଛି। ଏହିକ୍ରମରେ ରବିବାର ୬୫୨ଜଣ ଉପଭୋକ୍ତାଙ୍କ ବିଜୁଳି ସଂଯୋଗ କାଟି ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୦,୦୪୬ ସଂଯୋଗ କଟାଯାଇ ସାରିଲାଣି।…

ସନ୍ଧିବାତ

”୫୦ବର୍ଷ ବୟସ ପରେ କେତେଜଣ ବ୍ୟକ୍ତି ଆଣ୍ଠୁ ମୋଡ଼ିଲେ ଭଗ୍ନ ପରି ଖଟ୍‌ ଖଟ୍‌ ଶବ୍ଦ ଓ ଯନ୍ତ୍ରଣା ହୋଇଥାଏ। ପାଦ ଉପରପାର୍ଶ୍ୱ ଫୁଲିଯାଏ, ଜାନୁସନ୍ଧି ଶୋଥ ମଧ୍ୟ ଦେଖାଯାଏ। ଏହା ସାଧାରଣତଃ ମୋଟା ବ୍ୟକ୍ତିଙ୍କଠାରେ ଦେଖିବାକୁ ମିଳେ। ରେଡିଓଗ୍ରାଫି ପରୀକ୍ଷା…

୨ ଲୁହାପଥର ଖଣି ହାତେଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୩ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାରଠାରୁ ବିଭିନ୍ନ ଖଣିର ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆବଣ୍ଟନ ପ୍ରକ୍ରିୟାର ପ୍ରଥମ ଦୁଇଦିନରେ ନୂଆଗାଁ ଏବଂ ନାରାୟଣପୋଷୀସ୍ଥିତ ଲୁହାପଥର ଖଣି ନିଲାମୀ ପ୍ରକ୍ରିୟା ସମାପ୍ତ ହୋଇଛି। ଏହି ୨ଟି ଲୁହାପଥର ଖଣି ଜେଏସ୍‌ଡବ୍ଲ୍ୟୁକୁ ମିଳିଛି।…

ଶିକ୍ଷାଗତ ଯୋଗ୍ୟତାର ଭୁଲ୍‌ ତଥ୍ୟ ରଖିଛନ୍ତି ଅନୁଭବ: କଂଗ୍ରେସ

ଭୁବନେଶ୍ୱର,୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରମାଣ ଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ୨୦୧୪ ରାଜ୍ୟ ସଭା ନିର୍ବାଚନ ସମୟରେ ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତାର ଜାଲ୍‌ ସାର୍ଟିଫିକେଟ ଦେଇଥିଲେ ବୋଲି ଆର୍‌ଟିଆଇ ତଥ୍ୟରୁ…

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟା ବିନ୍ଧିବା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏହାର ଲକ୍ଷଣ ସମ୍ପର୍କରେ ଅବଗତହେବା ପରେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ ଏହା ଜଟିଳ ଆକାର ଧାରଣ କରିଥାଏ। ତେଣୁ ତୁରନ୍ତ ଅଭିଜ୍ଞ ଡାକ୍ତରଙ୍କ ସହ…

ଉପକାରୀ ମହୁ

ମହୁରେ ଅନେକ ଉପକାରୀ ଗୁଣ ଭରି ରହିଛି। ଯଦି ଆପଣ କଫଜନିତ ସମସ୍ୟା ସହ ଜଡ଼ିତ ତେବେ ମହୁ ଖାଇଲେ ଏଥିରୁ ଉପଶମ ମିିଳିଥାଏ। ସକାଳୁ ଉଠିବା ପରେ ବାସିପାଣିରେ ଦୁଇବୁନ୍ଦା ମହୁ ମିଶାଇ ପିଇଲେ ମେଦବହୁଳତା ପରି ସମସ୍ୟା ଦୂର…

ବିଧାୟକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହାପରେ…

ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର

ଭୁବନେଶ୍ୱର,୩ା୨(ବ୍ୟୁରୋ): ୨୦୦୪ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ରୂପା ମିଶ୍ରଙ୍କୁ ନିକଟରେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି। ସେ କେନ୍ଦ୍ରରେ ଜଳଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟଜଳ ଏବଂ ପରିମଳ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ରୂପା ଆସନ୍ତା ୫ ବର୍ଷ ପାଇଁ ଏହି…

ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍‌ ବାହାରିଛି। ଏହା ଜଣାପଡିବା ପରେ ଦେଶବ୍ୟାପୀ ହଇଚଇ…

୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍‌ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ମଧ୍ୟ ଦେଖାଯାଉଛି। ସୋମବାର କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ ଜିଲାରେ କୁହୁଡ଼ି ଅଧିକ…

ପଦଯାତ୍ରାରେ ଚାଷୀ: ବୁଲିବେ ୧୨୦୦ କିମି

ନୟାଗଡ ଅଫିସ, ୩ା୨: ପଦଯାତ୍ରାରେ  ଗାଁକୁ ଗାଁ ବୁଲୁଛନ୍ତି ଚାଷୀ। ଚାଷୀ ଓ ସାଧାରଣ ଲୋକଙ୍କୁ ସେମାନଙ୍କ ସମସ୍ୟା ଅବଗତ କରାଉଛନ୍ତି । ୨୦ ବର୍ଷରୁ ଊର୍ଦ୍ଧ୍ୱ ଚାଷ କାର୍ଯ୍ୟରେ ନିୟୋଜିତ ହୋଇଥିବା ଚାଷୀଙ୍କୁ ମାସିକ ୫ ହଜାର ପେନସନ, ଧାନ…

ପୋଖରୀରେ କୁମ୍ଭୀର: ଭୟରେ ସ୍ନାନ ପାଇଁ ଯାଉନାହାନ୍ତି ଲୋକେ

ନୟାଗଡ ଅଫିସ, ୩ା୨: ନୟାଗଡ଼ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ଗୋପୀନାଥପୁର (ଖଳିସାହି) ଗ୍ରାମର ପାଖାପାଖି ଥିବା ୪ ପୋଖରୀରେ ୩ କୁମ୍ଭୀର ଆତଙ୍କ ଖେଳାଇଛନ୍ତି। ଭୟରେ ସ୍ଥାନୀୟ ଲୋକେ ସ୍ନାନ ପାଇଁ ପୋଖରୀକୁ ଯାଉନାହାନ୍ତି। ପ୍ରାପ୍ତ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri