Home

କରୋନା ଭାଇରସ ଚିହ୍ନଟ ପୂର୍ବରୁ ନିଜକୁ କୋଠରିରେ ବନ୍ଦକରି ରଖିଲେ ଚାଇନା ନାଗରିକ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ତା’ର ସ୍ଥିତି ଜାହିର କରିବା ପରେ ଏବେ ଏହାକୁ ନେଇ ସମସ୍ତେ ଏକପ୍ରକାର ଭୟଭିତ ହୋଇଯାଇଛନ୍ତି। ଦିଲ୍ଲୀରେ ଦୁଇଦିନ ତଳେ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଥିବା ବେଳେ ଏବେ ସେଠାରେ ଭୟର ବାତାବରଣ…

ରବିନାରାୟଣଙ୍କୁ ଭଞ୍ଜଭାରତୀ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସାରସ୍ବତ ସୃଷ୍ଟିରେ ଭରିରହିଛି କାଳଜୟୀ ମୂଲ୍ୟବୋଧର ଉଚ୍ଚାଙ୍ଗ ଦିଗ୍‌ଦର୍ଶନ। ସାହିତ୍ୟ ଓ ସାମାଜିକ ଜୀବନର ଅମୂଲ୍ୟ ସମ୍ପଦ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି। ସାରସ୍ବତ ଅନୁଷ୍ଠାନ ‘ଭୁବନେଶ୍ୱର ଭଞ୍ଜଭାରତୀ’ ପକ୍ଷରୁ ସୂଚନା…

ଆଜି ନୂଆ ଏସ୍‌ସିବି କ୍ୟାମ୍ପସ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ୍‌, ୫ା୩: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ନୂଆ ରୂପ ପାଇବ। ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୧୦୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏସ୍‌ସିବିର ନୂତନ କ୍ୟାମ୍ପସ ନିର୍ମାଣ ପାଇଁ…

ଭୁବନେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା ହୋଇଥିବା…

ମାଙ୍କଡ଼ ଛଡ଼ାଇନେଲା ଆଡ୍‌ମିଟ୍‌ କାର୍ଡ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର କନ୍ଦାଖାଇ କଳା ଓ ବିଜ୍ଞାନ ମହାବିଦ୍ୟାଳୟକୁ ଯୁକ୍ତ ୨ ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କୁ ମାଙ୍କଡ଼ ଆକ୍ରମଣ କରିବା ସହ ତାଙ୍କ ଆଡମିଟ୍‌ କାର୍ଡ ଛଡାଇ ନେଇଛି। ମାଙ୍କଡ ଆକ୍ରମଣରେ ସେ ଗୁରୁତର…

ହିନ୍ଦୀ ଫିଲ୍ମ ଟ୍ରେଲର ଦେଖି ରାଗିଗଲେ ସାଗରିକା

ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ ଲାଗୁ କରାଯିବା ସହ ମାର୍ଚ୍ଚ ୧ରୁ କଡ଼ାକଡ଼ି କରାଯାଇଛି। ଏହା ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସାଧାରଣ ଲୋକ ହୁଅନ୍ତୁ କି ଖୋଦ୍‌ ପୋଲିସ କର୍ମଚାରୀ ନିୟମ…

ଭୋଟର ପରିଚୟ ପତ୍ରରେ କୁକୁର ଫଟୋ

କୋଲକାତା,୫।୩ : ଭୋଟର ପରିଚୟ ପତ୍ରରେ ସମ୍ପୃକ୍ତ ଭୋଟରଙ୍କ ଫଟୋ ରହିଥାଏ। ତେବେ ପଶ୍ଚିମବଙ୍ଗରେ ଜଣେ ଲୋକଙ୍କ ଭୋଟର ପରିଚୟ ପତ୍ରରେ ତାଙ୍କ ନିଜ ଫଟୋ ସ୍ଥାନରେ କୁକୁର ଫଟୋ ରହିଛି। ଏନେଇ ସେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ ବିଜେ କରାଇଥିଲେ। ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି ବଢିଥିଲା। ଶ୍ରୀଦେବୀ ଓ ଭୂଦେବୀ…

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ ଏହି…

ନମସ୍ତେ କହି ଅଭିବାଦନ କଲେ କରୋନାଠାରୁ ରହିହେବ ଦୂରେଇ: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌,୫।୩: ପୃଥିବି ସାରା କରୋନା ନେଇ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୯୦,୦୦୦ରୁ ଅଧିକ ଲୋକଙ୍କୁ କରୋନା ସଂକ୍ରମଣ ହୋଇଥିବାବେଳେ ୩,୧୦୦ରୁ ଅଧିକଙ୍କ ମୃତ୍ୟୁ ଘଟି ସାରିଲାଣି। ଏଥିରୁ ଦୂରେଇ ରହିବା ଲାଗି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାବିନ୍‌ ନେତାନ୍ୟାହୁଙ୍କ ମନ୍ତବ୍ୟ ନେଇ…

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର ହୋଇଛନ୍ତି…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ ଚନ୍ଦ୍ରଶେଖର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri