Home

୩ ସମବାୟ ସମିତି ଜରିଆରେ ୧ ଲକ୍ଷ ୩୦ ହଜାର ୮୮୫ କ୍ୱିଣ୍ଟାଲ ଧାନ କ୍ରୟ

କର୍ଲାମୁଣ୍ଡା,୨୯।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସମବାୟ ସମିତି ମଣ୍ଡିରେ ଚାଷୀଙ୍କ ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହି ବ୍ଲକର କର୍ଲାମୁଣ୍ଡା ସମବାୟ ସମିତି, ଯୋରାଡବ୍ରା ସମବାୟ ସମିତି ଓ ଜୟ ମା’ ଦୁର୍ଗା ସ୍ବୟଂ ସହାୟକ ଦଳ,…

ଆତଙ୍କବାଦୀ ତାଲିମ୍‌ ନେଉଥିବା ମଦ୍ରାସା ସହିତ ଘନିଷ୍ଠତା ବଢ଼ାଇଲା ପାକିସ୍ତାନ

ଇସଲାମାବାଦ୍‌,୨୯।୧୨: ପାକିସ୍ତାନ ସୈନ୍ୟ ବାହିନୀର ଅଧିକାରୀମାନେ ଗତ କିଛିଦିନ ଧରି ଦେଶର କେତେକ ପ୍ରତିବନ୍ଧିତ ମଦ୍ରାସାର ମୁଖ୍ୟଙ୍କ ସହିତ ସାକ୍ଷାତ୍‌ ଜାରି ରଖିଛନ୍ତି। ସୈନ୍ୟବାହିନୀ ମୁଖ୍ୟ ଜେନେରାଲ ଆସିଫ୍‌ ଗଫୁର ଏହି ମର୍ମରେ କେତେକ ମଦ୍ରାସାର ମୌଲାନାଙ୍କ ସହିତ ସାକ୍ଷାତ୍‌ ମଧ୍ୟ…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍‌ ଟେଷ୍ଟ ସେଣ୍ଟରର ବାଥ୍‌ରୁମ୍‌ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ…

ନିର୍ମାଣ ସମୟରେ ଭାଙ୍ଗିଲା ରେଲ୍‌ଓ୍ବେ ଓଭରବ୍ରିଜ୍‌

ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍‌ଓ୍ବେ ଗେଟ୍‌ ପାଇଁ ନବନିର୍ମିତ ଓଭରବ୍ରିଜ୍‌ ସଂଲଗ୍ନ ୫ଟି ବିମ୍‌ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇନାହିଁ। କାର୍ଯ୍ୟ ସମୟରେ ବିଭାଗ ପକ୍ଷରୁ ରେଳ ଚଳାଚଳ ବନ୍ଦ…

ପ୍ରଥମ ରୋଜଗାରରେ ସାଙ୍ଗମାନଙ୍କ ସହ ଖୁବ୍‌ ଖାଇଥିଲି: ପ୍ରଫେସର୍‌ ଡ.ମୃଣାଳ ଚାଟାର୍ଜୀ

ପଶ୍ଚିମବଙ୍ଗର ବର୍ଦ୍ଧମାନ ଜିଲା ଅନ୍ତର୍ଗତ କାଟୋଆରେ ମୋର ଜନ୍ମ ହୋଇଥିଲେ ହେଁ ପାଠପଢ଼ା ଭଦ୍ରକରେ ହୋଇଥିଲା। ଚରମ୍ପା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ଓ ଭଦ୍ରକ କଲେଜରୁ ଆଇ.ଏ, ବି.ଏ. ପଢ଼ା ସାରି କଟକ ରେଭେନ୍ସା କଲେଜରେ ଇଂଲିଶ୍‌ ପି.ଜି ପଢୁଥାଏ। ତା’ସହିତ ଏଲ୍‌ଏଲ୍‌ବି…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ବହୁ ନେତାମନ୍ତ୍ରୀ…

ସୁଇଜରଲାଣ୍ଡରେ ଛୁଟି କାଟୁଛନ୍ତି ବିରୁଷ୍କା

ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ପରିବାର ସହ ଏବେ ନୂଆବର୍ଷ ଛୁଟି କଟାଇବା ପାଇଁ ଯାଇଛନ୍ତି। ଏହି କ୍ରମରେ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ସୁଇଜରଲାଣ୍ଡରେ ପହଞ୍ଚିଛନ୍ତି। ଇନଷ୍ଟାଗ୍ରାମରେ ଅନୁଷ୍କାଙ୍କ…

ବର୍ଷକୁ ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ ଶହେ ଦିନ ଛୁଟି: ସରକାର ଗଠନ କରିଛନ୍ତି କମିଟି

ନୂଆଦିଲ୍ଲୀ,୨୯।୧୨: ଏଣିକି ସିଆର୍‌ପିଏଫ୍‌ ଯବାନମାନେ ବର୍ଷକୁ ଶହେ ଦିନ ଛୁଟି ପାଇପାରିବେ। ଏପ୍ରସ୍ତାବ ଉପରେ ବିଚାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ସେହିପରି ଏବେ ସିଆର୍‌ପିଏଫ୍‌ ଯବାନମାନଙ୍କ ସହିତ ସେମାନଙ୍କ ପରିବାର ସଦସ୍ୟଙ୍କର ମଧ୍ୟ…

ଏହି ଦ୍ୱୀପରେ ରହିଛି ପଥର ଜଙ୍ଗଲ…

ପୃଥିବୀର ବିଭିନ୍ନ ଅଞ୍ଚଳରେ ରହିଛି ବହୁ ରହସ୍ୟ। ବେଳେବେଳେ ଏସବୁ ଆଧୁନିକ ମଣିଷ ମନକୁ ବେଶ୍‌ ଆନ୍ଦୋଳିତ କରିଥାଏ। ଚାଇନାରେ ଏଭଳି ଏକ ରହସ୍ୟମୟ ଦ୍ୱୀପ ରହିଛି। ଏହାକୁ ପଥର ଜଙ୍ଗଲର ଦ୍ୱୀପ ବୋଲି ଲୋକେ କହିଥାନ୍ତି। ଦ୍ୱୀପସାରା ବଡ଼ବଡ଼ ଲମ୍ବାକୃତି…

ଜମିରେ ନାଗମଣି ଦେଖି ଲୋକଙ୍କ ପୂଜାର୍ଚ୍ଚନା

କର୍ନାଟକ: ଦୁନିଆରେ ପ୍ରତିଦିନ କିଛି ନା କିଛି ନୂଆ ଘଟଣା ଦେଖିବାକୁ ମିଳୁଛି। କିଛି ଘଟଣାକୁ ଲୋକେ ଚମତ୍କାର ଆଖ୍ୟା ଦେଇ ପୂଜାର୍ଚ୍ଚନା କରିଥାନ୍ତି। ଏମିତି ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି କର୍ନାଟକରେ। କର୍ନାଟକର ଏକ ଗାଁର ଲୋକେ ଚାଷଜମିକୁ…

ହୋଟେଲ ବେଡ୍‌ରୁମ୍‌ରେ କଡ଼ ଲେଉଟାଇଲେ ହୁଏ ଏପରି…

ପୃଥିବୀର ବିଭିନ୍ନ ଦେଶ ଦେଶ ମଧ୍ୟରେ ସୀମାରେଖା ଟଣାଯିବା ସମୟରେ ବହୁ ରୋଚକ ଘଟଣାମାନ ଘଟିଛି। ସେପରି କିଛି ଘଟଣା ମଧ୍ୟରୁ ଏକ ନିଆରା ଉଦାହରଣ ପାଲଟିଛି ଫ୍ରାନ୍ସ୍‌ ଏବଂ ସ୍ବିଜରଲାଣ୍ଡ୍‌ ସୀମା ମଧ୍ୟରେ ଥିବା ଏକ ବିଳାସପୂର୍ଣ୍ଣ ତାରକା ହୋଟେଲ।…

ବିଦେଶ ମାଟିରୁ ଟାଣିଆଣିଛି ଗାଁର ମୋହ, ଏବେ ଉନ୍ନତି ପାଇଁ ସମର୍ପିତ କରିଛନ୍ତି ଜୀବନ

ଆଜିକାର ଯୁବପିଢିଙ୍କ ସ୍ବପ୍ନ ଭଲ ପାଠ ପଢି ବିଦେଶରେ ଚାକିରି କରିବେ। ଆଉ ବିଦେଶୀ ଟଙ୍କା ଉପାର୍ଜନ କରି ବିତାଇବେ ଏକ ସୌଖିନ ଓ ବିଳାସମୟ ଜୀବନ। ସେଇଥିପାଇଁ ତ ଗାଁ ଏବେ ଲାଗୁଛି ଖାଁ ଖାଁ। କେବଳ କିଛି ବୟୋଜ୍ୟେଷ୍ଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri