ଅଂଶୁଘାତ ଭୟ: ଅସହ୍ୟ ଗୁଳୁଗୁଳିରେ ଜୀବନ ଅସ୍ତବ୍ୟସ୍ତ
ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ):ତାତି ବଢ଼ି ଚାଲିଛି। ଗୁଳୁଗୁଳି ମଧ୍ୟ ଅସହ୍ୟ ହୋଇ ପଡୁଛି। ଏଭଳି ସ୍ଥିତିରେ ଉଭୟ ଘରେ ଏବଂ ବାହାରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। ଅନ୍ୟପଟେ ବେଳେବେଳେ ବିଦ୍ୟୁତ୍ କାଟ୍ ଏହାକୁ ଆହୁରି ଅସମ୍ଭାଳ କରି ପକାଉଛି। ବରଗଡ଼ ଜିଲାରେ…
କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ
ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪ ରୁ ୫ ଜଣ ନେତା ଦଳକୁ ବୁଡ଼ାଇଦେବେ ବୋଲି ସେ କହିଛନ୍ତି। ଅମରେଶ କହିଛନ୍ତି,…
ସର୍ବକାଳୀନ ରେକର୍ଡ: ଲକ୍ଷେ ଟପିଗଲା ସୁନା, ଏବେ…
ନୂଆଦିଲ୍ଲୀ,୨୨।୪: ସୁନାର ସର୍ବକାଳୀନ ରେକର୍ଡ। ଦିନକରେ ୩ ହଜାର ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କା ଅତିକ୍ରମ କରିଛି। ବର୍ତ୍ତମାନ ୨୪ କ୍ୟାରେଟ ସୁନା ୧ ଲକ୍ଷ ୧ହଜାର ୩୫୦ ଟଙ୍କାରେ ପହଞ୍ଚିଥିବା…
ଗାଇଡ଼ଲାଇନ ଖୋଲାଖୋଲି ଉଲ୍ଲଂଘନ ପ୍ରସଙ୍ଗ:ଖୁବଶୀଘ୍ର ଗଠନ ହେବ ନୂତନ ପରିଚାଳନା କମିଟି
ଗଞ୍ଜାମ,୨୨/୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା ହେଉଛି। ଅବ୍ୟବସ୍ଥାରେ ସ୍କୁଲ ବାର୍ଷିକ ଉତ୍ସବ ନେଇ ଖବର ପ୍ରସାରଣ ପରେ ତଦନ୍ତ ଆରମ୍ଭ କରିଛି ବ୍ଲକ ଶିକ୍ଷା ବିଭାଗ l ମଙ୍ଗଳବାର ଅତିରିକ୍ତ…
Delta ବିମାନରେ ଲାଗିଲା ନିଆଁ, ଏମରଜେନ୍ସି ସ୍ଲାଇଡସ୍ରେ ବାହାରିଲେ ଯାତ୍ରୀ
ଫ୍ଲୋରିଡା,୨୨।୪: ଆମେରିକାର ଅରଲାଣ୍ଡୋ ଅନ୍ତର୍ଜାତୀୟ ବିମାନବନ୍ଦରରେ Delta ଏୟାରଲାଇନ୍ସର ଏକ ବିମାନରେ ନିଆଁ ଲାଗିଯାଇଛି। ତଥାପି, ଅଗ୍ନିକାଣ୍ଡ ସମ୍ପର୍କରେ ସମୟୋଚିତ ସୂଚନା ପାଇବା ପରେ, ବିମାନରେ ଥିବା ୨୮୨ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା। ଜରୁରୀକାଳୀନ ସ୍ଲାଇଡ ବ୍ୟବହାର କରି ଯାତ୍ରୀମାନଙ୍କୁ…
ଟିମ୍ ଇଣ୍ଡିଆର ଷ୍ଟାର ଖେଳାଳିଙ୍କ ମଧ୍ୟରେ କିଏ Vegetarian ଆଉ କିଏ Non-vegetarian: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍
ନୂଆଦିଲ୍ଲୀ,୨୨।୪:ଖେଳର କୌଶଳ ବୁଝିବା ସହିତ, ଜଣେ କ୍ରିକେଟରଙ୍କୁ ଭଲ ଫିଟନେସ ମଧ୍ୟ ବଜାୟ ରଖିବାକୁ ପଡିବ। ଏହାଦ୍ୱାରା ତାଙ୍କର ପ୍ରଦର୍ଶନ ଭଲ ହୋଇପାରିବ। ଆଜିକାଲି ପ୍ରତ୍ୟେକ କ୍ରିକେଟର ନିଜ ଫିଟନେସକୁ ଗୁରୁତ୍ୱ ଦିଅନ୍ତି, ଏଥିପାଇଁ ସେ ନିଜ ଖାଦ୍ୟର ମଧ୍ୟ ସମ୍ପୂର୍ଣ୍ଣ…
ଫିକ୍ସ ହେଲା ଶୁବମନ ଗିଲଙ୍କ ମ୍ୟାରେଜ? IPL ମ୍ୟାଚରେ କମେଣ୍ଟେଟରଙ୍କ ପ୍ରଶ୍ନର ଉତ୍ତରରେ ଅପଡେଟ ଦେଲେ…
ନୂଆଦିଲ୍ଲୀ,୨୨।୪: ଶୁବମନ ଗିଲଙ୍କ ଖେଳ ପାଇଁ ସାରା ବିଶ୍ୱ କେବଳ ପ୍ରଶଂସା କରେ ନାହିଁ, ମହିଳା ପ୍ରଶଂସକମାନେ ମଧ୍ୟ ତାଙ୍କ ଲୁକ ପାଇଁ ପାଗଳ। ଏବେ ଏହି ଖେଳାଳିଙ୍କ ବିବାହକୁ ନେଇ ପ୍ରାୟତଃ ଖବର ଆସୁଛି। ତାଙ୍କୁ ଅନେକ ଥର ବିବାହ…
ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…
କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ ଘର ପାଟଣା ଥାନା ଟାଙ୍ଗରପଡା ଗ୍ରାମରେ ଏବଂ ସେ ଜଗବନ୍ଧୁ ମହାନ୍ତଙ୍କ ପୁଅ ଜଳଧର…
ଯୁବକଙ୍କୁ ପଥରରେ ଛେଚି ହତ୍ୟା: ମୃତଦେହ ଜବତ
ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ନିକଟ ଏକ କେନାଲ ବ୍ରିଜ ନିକଟରେ ପଡ଼ିଥିବା…
ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍.ଖାତିଗୁଡ଼ା ଦଳ
ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଶାନ୍ତି, ମୈତ୍ରୀ ଓ ଭାଇଚାରାକୁ ବଜାୟ ରଖିବା…
Modi Jeddah Visit: ସାଉଦି ଆରବ ଗସ୍ତରେ ବାହାରିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ଏହା ପଛର ଏଜେଣ୍ଡା
ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଉଦି ଆରବ ଗସ୍ତରେ ଯାଇଛନ୍ତି। ସେ ଦୁଇ ଦିନ ପାଇଁ Jeddahରେ ରହିବେ। ପ୍ରଧାନମନ୍ତ୍ରୀ ମୋଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ଭେଟିବେ। ଏହି ଦୁଇଜଣଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା…
Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ
ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ ସମନ କରିଛି। ପୂର୍ବରୁ, ଏପ୍ରିଲ ୧୮ରେ, ଇଡି ତେଲେଙ୍ଗାନାର ଅନେକ ସ୍ଥାନରେ ଚଢାଉ କରିଥିଲା।…
Archives


