Home

ରବିନା ଟଣ୍ଡନଙ୍କ ବିରୋଧରେ ମାମଲା

ବିଡ୍‌ (ମହାରାଷ୍ଟ୍ର),୨୯ା୧୨: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ, ଚଳଚ୍ଚିତ୍ର ନିର୍ଦ୍ଦେଶକ ଫାରା ଖାନ୍‌ ଏବଂ ହାସ୍ୟାଭିନେତା ଭାରତୀ ସିଂଙ୍କ ବିରୋଧରେ ଶନିବାର ମହାରାଷ୍ଟ୍ରର ବିଡ୍‌ରେ ମାମଲା ରୁଜୁ ହୋଇଛି। ଏକ ଟିଭି ଶୋ’ରେ ସେମାନେ ଖ୍ରୀଷ୍ଟିୟାନମାନଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବା…

ଭାଜପା ଆଇଟି ସେଲ୍‌ ମୁଖ୍ୟଙ୍କୁ ଏଡିଟର୍ସ ଗିଲ୍ଡର ସମାଲୋଚନା

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ଖବରଦାତା ରାଜଦୀପ୍‌ ସାରଦେଶାଇଙ୍କ ବିରୋଧରେ ଅନ୍‌ଲାଇନ ମତାମତ ସଂଗ୍ରହ କରୁଥିବା ଭାଜପା ଆଇଟି ସେଲ୍‌ ମୁଖ୍ୟ ଅମିତ୍‌ ମାଲବ୍ୟଙ୍କୁ ଏଡିଟର୍ସ ଗିଲ୍ଡ ପକ୍ଷରୁ ସମାଲୋଚନା କରାଯାଇଛି। ଏହାକୁ ପ୍ରତ୍ୟାହାର କରିନେବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଏଡିଟର୍ସ ଗିଲ୍ଡ…

ଭାଜପାକୁ ୟଶ୍‌ଓ୍ବନ୍ତ ସିହ୍ନାଙ୍କ ସମାଲୋଚନା: ଦୁର୍ଯ୍ୟୋଧନ, ଦୁଃଶାସନଙ୍କୁ ସାବଧାନ

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ୟଶ୍‌ଓ୍ବନ୍ତ ସିହ୍ନା ଶନିବାର ଭାଜପା ଉପରେ ବର୍ଷିଛନ୍ତି। ଦେଶବ୍ୟାପୀ ସିଏଏ ବିରୋଧୀ ବିକ୍ଷୋଭ ଜାରି ରହିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ‘ଟୁକ୍‌ଡ଼େ ଟୁକ୍‌ଡ଼େ’ ମନ୍ତବ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ଏଭଳି ମନ୍ତବ୍ୟ ଭାରି ମାରାତ୍ମକ ବୋଲି…

‘ଶାନ୍ତିପୂର୍ଣ୍ଣ ପ୍ରତିବାଦ ସମସ୍ତଙ୍କ ଅଧିକାର’

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ସିଏଏକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବାବେଳେ ଗଣତନ୍ତ୍ରରେ ପ୍ରତିବାଦ କରିବା ଅଧିକାର ସମସ୍ତଙ୍କର ରହିଛି ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ତେବେ ଏହା ଶାନ୍ତିପୂର୍ଣ୍ଣ ଭାବେ ହେବା ଆବଶ୍ୟକ ବୋଲି ସେ କହିଛନ୍ତି। କୌଣସି ପ୍ରସଙ୍ଗ…

ସେନାଧ୍ୟକ୍ଷଙ୍କୁ ଚିଦାମ୍ବରମଙ୍କ ପରାମର୍ଶ: ନିଜ କାମରେ ସୀମିତ ରୁହ

ଥିରୁଭାନନ୍ତପୁରମ୍‌,୨୯ା୧୨: ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ୍‌ ନିଜ କାମ ଭିତରେ ସୀମିତ ରୁହନ୍ତୁ, ରାଜନେତାଙ୍କୁ ଶିକ୍ଷାଦେବା ବନ୍ଦକରନ୍ତୁ ବୋଲି କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍‌ ଶନିବାର କହିଛନ୍ତି। ରାଜନେତାମାନେ ସେନା ଅଧିକାରୀଙ୍କୁ କିଭଳି ସେମାନଙ୍କ କାର୍ଯ୍ୟ କରିବାକୁ ହୁଏ କୁହନ୍ତି…

ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚତ୍,୨୯ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଏକାଦଶ ମୁଖ୍ୟମନ୍ତ୍ରୀ ଭାବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ ରବିବାର ଶପଥ ଗ୍ରହଣ କରିବେ। ଏହି ଅବସରରେ ବିରୋଧୀ ଦଳ ଶକ୍ତିପ୍ରଦର୍ଶନ କରିବା ପାଇଁ ପ୍ରସ୍ତୁତ ହେଉଛି। ଶପଥ ଗ୍ରହଣ ଉତ୍ସବରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ…

ବ୍ୟଙ୍ଗ ଚିତ୍ରକର ବିକାଶ ସାବ୍‌ନିସଙ୍କ ଦେହାନ୍ତ

ମୁମ୍ବାଇ,୨୯ା୧୨(ପି.ଟି.): ଜଣାଶୁଣା ବର୍ଷୀୟାନ ବ୍ୟଙ୍କ ଚିତ୍ରକର ବିକାଶ ସାବ୍‌ନିସ୍‌ଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୬୯ ବର୍ଷ ହୋଇଥିଲା। ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ବାଲ୍‌ ଠାକ୍‌ରେଙ୍କ ରାଜନୈତିକ ବ୍ୟଙ୍ଗ ସାପ୍ତାହିକ ପତ୍ରିକା ‘ମାର୍ମିକ’ରେ ୧୨ ବର୍ଷ କାର୍ଯ୍ୟ କରିବା ପରେ…

ତାଲିବାନ ଆକ୍ରମଣରେ ୧୦ ଆଫଗାନ ସୈନ୍ୟ ନିହତ

କାନ୍ଦାହାର,୨୯ା୧୨(ଏଏଫ୍‌ପି): ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶର ଏକ ସାମରିକ ଘାଟି ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୦ ଜଣ ସୈନ୍ୟ ନିହତ ହୋଇଛନ୍ତି। ତାଲିବାନମାନେ ସାଙ୍ଗିନ୍‌ ଜିଲାରେ ଥିବା ସେନା ଘାଟି ପଯର୍ର୍‌ୟନ୍ତ ସୁଡ଼ଙ୍ଗ ଖୋଳି ଏହାକୁ ବିସ୍ଫୋରଣରେ ଉଡାଇଦେଇଥିଲେ। ଆକ୍ରମଣ…

‘୨୬/୧୧ ପରେ ପାକ୍‌ ଉପରେ ଆକ୍ରମଣ ଯୋଜନା ଥିଲା’

ନୂଆଦିଲ୍ଲୀ,୨୯ା୧୨(ଆଇଏଏନ୍‌ଏସ୍‌): ୨୦୦୮ ନଭେମ୍ବ ୨୬ରେ ପାକ୍‌ ଆତଙ୍କବାଦୀ ମୁମ୍ବାଇ ଉପରେ ଆକ୍ରମଣ କରିବା ପରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିର ଉପରେ ଆକାଶ ମାର୍ଗରୁ ଆକ୍ରମଣ କରିବା ଲାଗି ଯୋଜନା ହୋଇଥିଲା ବୋଲି ପୂର୍ବତନ ବାୟୁସେନା ମୁଖ୍ୟ…

ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ

ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ…

ସାରା ଦେଶରେ ଶୀତ ଲହରି ଜାରି

ନୂଆଦିଲ୍ଲୀ,୨୯ା୧୨(ପି.ଟି.): କିଛିଦିନ ହେଲା ଉତ୍ତର ଭାରତ ସମେତ ସାରା ଦେଶ ଶୀତରେ ଥରୁଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ଦିଲ୍ଲୀର ତାପମାତ୍ରା ଶନିବାର ସକାଳେ ୨ ଡିଗ୍ରୀ ସେଲ୍‌ସିୟସ୍‌…

ସିକିମ୍‌ରେ ତୁଷାରପାତ: ୧୭୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା

ନୂଆଦିଲ୍ଲୀ,୨୯ା୧୨: ସିକିମ୍‌ର ନାଥୁ ଲା ଠାରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୧୭୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ଉଦ୍ଧାର କରିଛି। ପାଖାପାଖି ୩୦୦ ଟ୍ୟାକ୍ସିରେ ଯାଇଥିବା ଏହି ପର୍ଯ୍ୟଟକମାନେ ନାଥୁ ଲା ଗିରିପଥ- ସୋଙ୍ଗୋ ହ୍ରଦରୁ ଫେରୁଥିବା ବେଳେ ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri