Home

କରୋନାକୁ ନାହିଁ ଭୟ, ସତର୍କ ରହିବା ଜରୁରୀ: ଶରୀରରେ ୧୦ ମିନିଟ୍‌-ପୋଷାକରେ ୯ ଘଣ୍ଟା-ଧାତୁରେ ୧୨ ଘଣ୍ଟା ଭୂତାଣୁ ରୁହେ ଜୀବିତ

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ବୁଝି ବିଚାରି ସତର୍କ ରହିଲେ କରୋନାଠାରୁ ଦୂରେଇ ରହିହେବ। କରୋନା ଭୂତାଣୁ, କାଶ, ଛିଙ୍କ, ନିଶ୍ୱାସ ପ୍ରଶ୍ୱାସ ଏବଂ…

୪୮ଘଣ୍ଟାର ଶାନ୍ତି ଚୁକ୍ତି ଗଲା ଫସର ଫାଟି: ତାଲିବାନ ଶିବିର ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌

ଓ୍ବାଶିଂଟନ,୪।୩: ଆମେରିକା ଏବଂ ଆତଙ୍କବାଦୀ ସଂଗଠନ ତାଲିବାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତି ୪୮ ଘଣ୍ଟା ବି ରହି ପାରିନି। ଏହା ଫସର ଫାଟି ଯାଇଛି। ଚୁକ୍ତି ପରେ ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ଉପରେ ତାଲିବାନ ଆକ୍ରମଣ ଜାରି ରଖିବାରୁ ଆମେରିକା ମିତ୍ର…

କରୋନା ପ୍ରଭାବ: ମୋଦି ଖେଳିବେନି ହୋଲି

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣର ପ୍ରଭାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋଲି ମିଳନ ସମାରୋହ ଉପରେ ମଧ୍ୟ ପଡ଼ିଛି। ମୋଦି ଚଳିତ ଥର କୌଣସି ହୋଲି ମିଳନ ଉତ୍ସବରେ ଯୋଗଦେବାକୁ ମନା କରିଛନ୍ତି। ଏନେଇ ସେ ଟୁଇଟ୍‌ କରି କହିଛନ୍ତି। ବିଶେଷଜ୍ଞଙ୍କ ପରାମର୍ଶ…

କରୋନା ଭୟରେ ଫିକା ପଡ଼ିପାରେ ହୋଲି: ସୁରକ୍ଷା ପାଇଁ ଘରେ ଏଭଳି ପ୍ରସ୍ତୁତ କରନ୍ତୁ ପ୍ରାକୃତିକ ରଙ୍ଗ

ଆସୁଛି ହୋଲି। ରଙ୍ଗର ଏହି ପର୍ବକୁ ପାଳନ କରିବାକୁ ଏବେଠୁ ରାସ୍ତାକଡ଼ରେ ଖୋଲିଲାଣି ବିଭିନ୍ନ ଦୋକାନ। ହେଲେ ଚଳିତ ବର୍ଷ କରୋନା ଯୋଗୁ ହୋଲି ପାଳନ ସାମାନ୍ୟ ଫିକା ପଡ଼ିପାରେ ବୋଲି ଆଶଙ୍କା ଦେଖାଦେଇଛି। ଅପରପକ୍ଷେ ଯଦି ହୋଲି ଖେଳିବାକୁ ମନ…

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ ପରୀକ୍ଷା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ହେବ। କଟକ ଏସ୍‌ସିବି ଓ…

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ପାଢ଼ୀଙ୍କ ସ୍ଥାନକୁ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କୁ ବଦଳି କରାଯାଇଛି। ମେହେର୍ଦ୍ଦା ରାଜ୍ୟପାଳଙ୍କ…

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି ଉପରେ…

ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କହିଛନ୍ତି। ସେ…

ବିଜ୍ଞାପନ ଲାଗି ଗୋଟିଏ ଦିନରେ ସଲ୍‌ମାନଙ୍କୁ ମିଳେ…

ଯେକୌଣସି ଉତ୍ପାଦର ବିଜ୍ଞାପନ ପାଇଁ ବଲିଉଡ୍‌ ଷ୍ଟାର୍‌ମାନେ ମୋଟା ଅଙ୍କର ଅର୍ଥ ରୋଜଗାର କରିଥାନ୍ତି। ଏହି ତାଲିକାରେ ଅକ୍ଷୟ କୁମାରଙ୍କ ନାମ ସବୁଠୁ ଆଗରେ ଥିବା ବେଳେ ସଲମାନ ଏବେ ଏହି ରେକର୍ଡକୁ ଭାଙ୍ଗିଛନ୍ତି। ଇଣ୍ଡଷ୍ଟ୍ରିରେ ବେଶ୍‌ ନାଁ କମାଇଥିବା ସଲମାନ…

କରୋନା ମୁକାବିଲା ଲାଗି ପ୍ରସ୍ତୁତ କି ଭାରତୀୟ ସ୍ବାସ୍ଥ୍ୟ ସେବା: ୧୦,୭୦୦ ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ସତର୍କତା ଜାରି ହୋଇଛି। ଏପରିସ୍ଥଳେ ଭାରତୀୟ ସ୍ବାସ୍ଥ୍ୟ ସେବା ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଜାତୀୟ ସ୍ବାସ୍ଥ୍ୟ ପ୍ରୋଫାଇଲ୍‌ ୨୦୧୯ ରିପୋର୍ଟ ଅନୁସାରେ ଭାରତରେ ପ୍ରାୟ ୨୫,୭୭୮ ସରକାରୀ ହସ୍ପିଟାଲ ରହିଛି। ଏଠାରେ ୭…

ଚୋରା ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା,୪।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବେହେରା ହାଟିଂ ନିକଟରେ ଚୋରା ଲୁହାପଥର ବୋଝେଇ କରୁଥିବା ବେଳେ ପୋଲିସ ଚଢାଉ କରି ଏକ ଟ୍ରକକୁ ଜବତ କରିଥିବା ଜଣାପଡ଼ିଛି। ଯୋଡ଼ା ଆଇଆଇସି ରାଇସେନ୍‌ ମୁର୍ମୁଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ…

କରୋନା ଭାଇରସକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଟପିଲା, ସୁସ୍ଥ ହେଲେଣି ୩

ନୂଆଦିଲ୍ଲୀ,୪।୩: ସାରା ବିଶ୍ୱରେ କାୟା ବିସ୍ତାର କରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଆତଙ୍କ ସୃଷ୍ଟି କରିଛି। ଧିରେ ଧିରେ ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୮କୁ ପହଞ୍ଚିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri