Home

କରୋନା ସହ ଲଢିବାକୁ ଭାରତୀୟ ସେନାର ‘ଅପରେଶନ ନମସ୍ତେ’

ନୂଆଦିଲ୍ଲୀ,୨୭।୩: ଦେଶ ଏବେ ପ୍ରସ୍ତୁତ କରୋନା ଭାଇରସ ସହ ଲଢିବାକୁ। ସାରା ଦେଶରେ ଏବେ ୨୧ ଦିନ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସାଧାରଣ ଜନତା ମଧ୍ୟ ଏହାକୁ ନେଇ ବେଶ୍‌ ସଚେତନ ହୋଇ ଯାଇଥିବା ଦେଖାଯାଇଛି। ମାହାମାରୀ କରୋନା…

ଭଲ ବେଳା ଆସିଛି

ଶ୍ରଦ୍ଧା କପୁରଙ୍କ ପାଇଁ ଏବେ ଭଲ ବେଳା ଆସିଛି। ଚଳିତବର୍ଷ ଏ ପର୍ଯ୍ୟନ୍ତ ତାଙ୍କ ଅଭିନୀତ ତିନୋଟି ସିନେମା ‘ଶାହୋ’, ‘ଚିତ୍ତଚୋର’ ଏବଂ ‘ବାଗୀ-୩’ ପରଦା ଉପରକୁ ଆସଛି। ‘ବାଗୀ-୩’କୁ ପ୍ରାରମ୍ଭରୁ ଯେଉଁ ସଫଳତା ମିଳିଛି ତାକୁ ଦେଖି ଶ୍ରଦ୍ଧାଙ୍କ ଖୁସି…

ପ୍ରଥମେ ସୈଫ, ତା’ପରେ ଶାହରୁଖ

ଥରେ ମନେପକାନ୍ତୁ ନା, ଶାହରୁଖ-କାଜୋଲ ଅଭିନୀତ ତଥା ୧୯୯୫ରେ ରିଲିଜ ହୋଇଥିବା ହିନ୍ଦୀ ଚଳଚ୍ଚିତ୍ର ‘ଦିଲ୍‌ଓ୍ବାଲେ ଦୁଲହନିୟଁ। ଲେ ଜାୟେଙ୍ଗେ’କୁ। ଏହି ଫିଲ୍ମଟି ସୁପରଡୁପର ହିଟ୍‌ ହୋଇଥିଲା। ଯେତେବେଳେ ଏହାର ପ୍ରଯୋଜକ ୟଶ୍‌ ଚୋପ୍ରା ଏବଂ ନିର୍ଦ୍ଦେଶକ ଆଦିତ୍ୟ ଚୋପ୍ରା ଚିତ୍ରର…

ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ…

କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ

ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର ହାର ମାରିଛନ୍ତି କହିଲେ ଚଳେ। ଭାରତରେ ଏକେ କରୋନା ତା’ର କାୟା ବିସ୍ତାର କରି…

ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ…

କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା

ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି କରୋନା…

କୋଭିଡ-୧୯: ଦରମା କାଟିବ ବାର୍ସିଲୋନା

ବାର୍ସିଲୋନା,୨୭।୩(ଏଏଫ୍‌ପି): କରୋନା ଭାଇରସ୍‌ ବଶ୍ୱରେ ମହାମାରୀ ରୂପ ନେଇଥିବାରୁ ଆର୍ଥିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ହାଇପ୍ରୋଫାଇଲ ଫୁଟବଲ କ୍ଲବ ବାର୍ସିଲୋନା ଦରମା କାଟିବାକୁ ନିଷ୍ପତ୍ତି ନେବ ବୋଲି କହିଛି। ତେବେ ସ୍ପେନର ଏହି ଜଣାଶୁଣା କ୍ଲବ ସବୁ କର୍ମଚାରୀ କିମ୍ବା…

ଲକ୍‌ଡାଉନ୍‌ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ

ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍‌ଡାଉନ୍‌ରେ ଫସି ଯାଇଛନ୍ତି। ଏପରି ଏକ…

୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ। ଅର୍ଥାତ୍‌…

କୋଭିଡି-୧୯: ଆରୋଗ୍ୟ ଲାଭ କଲେ କଲମ୍ବିଆ ସାଇକ୍ଳିଷ୍ଟ

ବୋଗୋଟା,୨୭।୩ (ଏଏଫପି): ସାରା ବିଶ୍ୱରେ କାରୋନା ଭାଇରସର ଆତଙ୍କ ଜାରି ରହିଥିବାବେଳେ କଲମ୍ପିଆର ଜଣେ ସାଇକ୍ଲିଷ୍ଟ ଏଥିରୁ ଆରୋଗ୍ୟ ଲାଭ କରିଛନ୍ତି। ୨୫ ବର୍ଷୀୟ ଫର୍ଣ୍ଣାଣ୍ଡୋ ଗାଭିରିଆ କରୋନା ଭାଇରସରୁ ମୁକ୍ତ ହୋଇଛନ୍ତି ବୋଲି କହିଛନ୍ତି। ୟୁନାଇଟେ ଆରବ ଏମିରେଟ୍ସ (ୟୁଏଇ)…

ଝାରସୁଗୁଡାରେ ବିଚାରପତି-ପୋଲିସ ମୁହାଁମୁହିଁ

ଝାରସୁଗୁଡା ଅଫିସ,୨୭।୩-ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ଲକ୍‌ ଡାଉନକୁ କଡାକଡି ଭାବେ ପାଳନ କରିବା ପାଇଁ ସହରର କିଶାନ ଛକ, ବସଷ୍ଟାଣ୍ଡ ଛକ, ରେଳ ଷ୍ଟେସନ ଛକ ଓ ଥାନା ଛକଠାରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ମୁତୟନ ଅଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?