Home

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ…

ଅନ୍‌ଲାଇନ୍‌ରେ ହେବ ଟ୍ରେଡ୍‌ ଲାଇସେନ୍ସ ଆବେଦନ

ଭୁବନେଶ୍ୱର, ୪ା୩ (ବ୍ୟୁରୋ): ଭୁବନେଶ୍ୱରର ବ୍ୟବସାୟୀମାନେ ପ୍ରଥମଥର ବିନା କିଛି ଝିଞ୍ଜଟରେ ଏବେ ଟ୍ରେଡ୍‌ ଲାଇସେନ୍ସ ପାଇଁ ଆବେଦନ କରିପାରିବେ। ଲାଇସେନ୍ସ ପାଇବାକୁ ସେମାନଙ୍କୁ ଆଉ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଫିସ୍‌କୁ ଦୌଡିବାକୁ ପଡିବନି। ଏବେଠାରୁ ସେମାନେ ଅନଲାଇନ୍‌ରେ ଟ୍ରେଡ଼୍‌…

କୁମାୟୁନ୍‌ ସଂସ୍କୃତି ଉପରେ ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ କରିଛନ୍ତି ଛାତ୍ରୀ: ୧୦ ଭିଡ଼ିଓକୁ ଦେଖା ସରିଲାଣି ୧ ନିୟୁତରୁ ଅଧିକ ଥର

ନୂଆଦିଲ୍ଲୀ,୪।୩: ଉତ୍ତରାଖଣ୍ଡ ପିଥୋରାଗଡ଼ର ନାପଡ଼ ଗାଁର ଜଣେ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରୀ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା କୁମାୟୁନ୍‌ ସଂସ୍କୃତିର ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ ଦେଖିବାକୁ ପ୍ରଶଂସକ ପସନ୍ଦ କରୁଛନ୍ତି।…

ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଶୁଭାରମ୍ଭ ଫ୍ୟୁଚର ସ୍କିଲର ବିଭିନ୍ନ ବିଭାଗରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ ଲକ୍ଷ୍ୟ: ସଭାପତି

ଭୁବନେଶ୍ୱର,୪ା୩: ଓଡ଼ିଶା ସରକାରଙ୍କ ଆଦେଶକ୍ରମେ ସି.ଭି.ରମଣ ଇଞ୍ଜିନିୟରିଂ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ଲାଭ କରିଛି। ଫେବୃୟାରୀ ୨୯ଠାରୁ ଏହାର ନୂତନ ନାମ ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି ହୋଇଛି। ଏଠାରେ ପ୍ରଥମ ୫ ବର୍ଷ ଷ୍ଟାର୍ଟ ଅପ, ଇନୋଭେଷନ ଏବଂ ଗବେଷଣାକୁ ପ୍ରାଥମିକତା…

ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍‌ ଲୁଟିଲେ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ। କାରଣ ଭିଆଇପି ଅତିଥି ବେଶରେ ବୁଲୁଛନ୍ତି ଲୁଟେରା ଓ ହାଇପ୍ରୋଫାଇଲ୍‌ ଚୋର। ସେମାନେ ଚକ୍‌ଚକ୍‌…

ବିନା ହେଲମେଟ୍‌ରେ ପୋଲିସ:ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ ଅଫିସ,୪ା୩ – ପୋଲିସ ପକ୍ଷରୁ ଟ୍ରାଫିକ ନିୟମ କଡାକଡି କରାଯାଇଛି। ନିୟମ ଭାଙ୍ଗୁଥିବା ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ନିୟମ ଉଲ୍ଲଂଘନକାରୀଙ୍କୁ ପୋଲିସ ଗୋଡାଇ ଗୋଡାଇ ଧରୁଥିବାବେଳେ ଏଥିପାଇଁ ଚାଳକଙ୍କୁ ମୋଟା ଅଙ୍କର ଜରିମାନା ଦେବାକୁ ପଡୁଛି। ତେବେ ଏହି…

ପ୍ରେମିକାଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

କଟକ ଅଫିସ,୪ା୩: ମଙ୍ଗଳାବାଗ ଥାନା ଅଧୀନ ମହ୍ଲାସାହିର ବିଶ୍ୱନାଥ ଭୂୟଁା(୨୫) ସୋମବାର ଅପରାହ୍ନ ୫ଟାରେ ବେକରେ ଗାମୁଛା ବାନ୍ଧି ଘରେ ଆତ୍ମହତ୍ୟା କରିଥିଲେ। ତେବେ ପ୍ରେମ ବ୍ୟାପାରକୁ ନେଇ ଏଭଳି ଘଟଣା ଘଟିଥିବା ଜଣାପଡିଛି। ଏହି ଆତ୍ମହତ୍ୟା ପାଇଁ ପ୍ରେମିକାଙ୍କ ପରିବାର…

ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ ଡି. ଲିଟ୍‌ ଉପାଧି ଲାଭ କରିଛନ୍ତି। ‘ଶାସ୍ତ୍ରୀୟ ନୃତ୍ୟରେ ସଖୀଭାବର ମହତ୍ତ୍ୱପୂର୍ଣ୍ଣ ଭୂମିକା…

୧୯ ବର୍ଷରେ ବେଷ୍ଟ୍‌ ସେଲିଂ ଲେଖକ: ଇଞ୍ଜିନିୟର ଟର୍ନଡ୍‌ ରାଇଟର୍‌ ‘ପୀୟୂଷ’

ଭୁବନେଶ୍ୱର,୪ା୩(ବ୍ୟୁରୋ): ପ୍ୟାଶନ ଆଗରେ ହାର୍‌ ମାନିଛି ବୟସ। ଲେଖିବାର ମନିଶା ୧୯ ବର୍ଷୀୟ ପୀୟୂଷ ଗୁପ୍ତାଙ୍କୁ ଦେଇଛି ନୂଆ ପରିଚୟ। ବି.ଟେକ୍‌ ଦ୍ୱିତୀୟ ବର୍ଷରେ ପଢୁଥିବା ଏହି ଯୁବ ଲେଖକ ଆମାଜନ୍‌ରେ ବେଷ୍ଟ୍‌ ସେଲିଂ ଲେଖକ ହେବାର ଗୌରବ ଅର୍ଜନ କରିଛନ୍ତି।…

ରାଜ୍ୟ ସଭା ଲାଗି ଘୋଡ଼ା ବେପାର ଆରମ୍ଭ: କଂଗ୍ରେସ ବିଧାୟକଙ୍କୁ ୨୫ କୋଟି ଅଫର୍‌

ଭୋପାଳ,୪।୩: ରାଜ୍ୟ ସଭା ନିର୍ବାଚନ ୨୬ରେ ହେବାକୁ ଥିବାବେଳେ ଏନେଇ ଘୋଡ଼ା ବେପାର ଆରମ୍ଭ ହୋଇଥିବା ଜଣାପଡ଼ିଛି। ମଧ୍ୟପ୍ରଦେଶର କଂଗ୍ରେସ ବିଧାୟକ ବୈଜନାଥ କୁଶଓ୍ବାହ ଭାଜପା ବିରୋଧରେ ଏନେଇ ସିଧାସଳଖ ଅଭିଯୋଗ ଆଣିଛନ୍ତି। ମୋତେ ଟଙ୍କା ଯଚାଯାଇଥିବା ବେଳେ ଏହାକୁ ଗ୍ରହଣ…

ଓଡ଼ିଶାରେ ବଢ଼ିଲା ଜିଏସ୍‌ଟି ଆଦାୟ

କଟକ ଅଫିସ,୪ା୩: ଦ୍ରବ୍ୟ ଏବଂ ସେବା କର(ଜିଏସ୍‌ଟି) ଆଦାୟରେ ଓଡ଼ିଶାର ଅଭିବୃଦ୍ଧି ଦେଖିବାକୁ ମିଳିଛି। ୨୦୧୯ ଫେବୃୟାରୀରେ ଓଡ଼ିଶାରେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ଆଦାୟ ୬୭୨.୯୯ କୋଟି ଟଙ୍କା ଥିବାବେଳେ ୨୦୨୦ ଫେବୃୟାରୀରେ ଏହା ୮୦୪.୮୫ କୋଟି ଟଙ୍କା ରହିଛି। ଏଣୁ ଗୋଟିଏ…

ଅଧୀରଙ୍କ ଅଫିସ ଭଙ୍ଗାରୁଜା

ନୂଆଦିଲ୍ଲୀ,୪ା୩: ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ଦିଲ୍ଲୀ କାର୍ଯ୍ୟାଳୟରେ ମଙ୍ଗଳବାର ସନ୍ଧ୍ୟାରେ ୪ ଜଣ ଅଜଣା ବ୍ୟକ୍ତି ପ୍ରବେଶ କରି ଭଙ୍ଗାରୁଜା କରିବା ସହ ତାଙ୍କ କର୍ମଚାରୀଙ୍କୁ ଗାଳିଗୁଲଜ କରିଛନ୍ତି। ଅଧୀରଙ୍କ ବ୍ୟକ୍ତିଗତ ସଚିବ ପ୍ରଦୀପ୍ତୋ ରାଜପଣ୍ଡିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri