IND vs NZ: ପଡ଼ିଆରେ ଏମିତି କାମ କରିଦେଲେ ବିରାଟ କୋହଲି, ମୁଣ୍ଡରେ ହାତ ଦେଇଦେଲେ ଅନୁଷ୍କା
ଦୁବାଇ,୩।୩: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫି ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍ରେ ବିରାଟ କୋହଲି ୧୧ ରନ କରି ଆଉଟ ହୋଇଥିଲେ। ଏହା କୋହଲିଙ୍କ ୩୦୦ତମ ଦିନିକିଆ ମ୍ୟାଚ ଥିଲା ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମଧ୍ୟ ଏହାକୁ ଦେଖିବା…
ଅନିଶ୍ଚିତତା ଭରା ବିଶ୍ୱରେ ଆମ ନୀତି, ଅଭ୍ୟାସର ବ୍ୟାପକ ଢାଞ୍ଚା ରହିବା ଆବଶ୍ୟକ: ଡ. ପି.କେ. ମିଶ୍ର
ଭୁବନେଶ୍ୱର,୩ା୩(ବନ୍ଦନା ସେଠୀ): ଭାରତ ସରକାରଙ୍କ ବ୍ୟବସ୍ଥାରେ ଯେ କୌଣସି ନୀତି ନିର୍ଦ୍ଧାରଣ କରିବା ସମୟରେ ଅନିଶ୍ଚିତତାକୁ ଧ୍ୟାନରେ ରଖି ଏକ ବ୍ୟାପକ ରୂପରେଖ ଏବଂ ଫଳାଫଳ ଆଧାରିତ ସୃଜନଶୀଳ ମାନସିକତା ଉପରେ ଗୁରୁତ୍ୱାରୋପ କରିବାର ଆବଶ୍ୟକତା ରହିଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ…
Oscar Awards 2025: ଶ୍ରେଷ୍ଠ ଅଭିନେତ୍ରୀ ମିକି ମ୍ୟାଡିସନ, ଅଭିନେତା ଆଡ୍ରିଏନ୍ ବ୍ରୋଡି
ଓ୍ବାଶିଂଟନ/ନୂଆଦିଲ୍ଲୀ,୩ା୩: ୨୦୨୫ର ୯୭ତମ ଓସ୍କାର ପୁରସ୍କାର ଉତ୍ସବ ଆମେରିକାର ଲସ୍ ଏଞ୍ଜେଲସ୍ରେ ସୋମବାର ଅନୁଷ୍ଠିତ ହୋଇଛି। ଭାରତୀୟ ସମୟ ସକାଳ ୫:୩୦ରେ ଏହି ଉତ୍ସବ ଆରମ୍ଭ ହୋଇଥିଲା। ତେବେ ଏହି ଶ୍ରେଷ୍ଠ ପୁରସ୍କାର କେଉଁମାନଙ୍କୁ ମିଳିଛି ଜାଣନ୍ତୁ ସେ ସମ୍ପର୍କରେ… ମିକି…
୨୦୩୪ ସୁଦ୍ଧା ଖୁଚୁରା ବଜାର ଆକାର ୧୯୦ ଲକ୍ଷ କୋଟି ଆକଳନ
ଭୁବନେଶ୍ୱର,୩।୩ (ଅନୁରାଧା ମହାରଣା): ଦେଶର ଖୁଚୁରା ବଜାରରେ ଅଭିବୃଦ୍ଧି ପରିଲକ୍ଷିତ ହେଉଥିବାବେଳେ ୨୦୩୪ ସୁଦ୍ଧା ଏହାର ଆକାର ୧୯୦ ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ବୋଲି ଆଶା କରାଯାଉଛି। ଦେଶରେ ବହୁ ସଂଖ୍ୟକ ଖୁଚୁରା ବ୍ୟବସାୟୀ ଏଥିରୁ ଉପକୃତ ହେବେ।…
ମାର୍କେଟ୍କୁ ଆସିବ JIO ଇଲେକ୍ଟ୍ରିକ୍ ସାଇକେଲ, ଦାମ୍ ରହିଛି…
ନୂଆଦିଲ୍ଲୀ,୩ା୩: ଟେଲିକମ୍ୟୁକେଶନ କ୍ଷେତ୍ରରେ ବିପ୍ଳବ ଆଣିଥିବା JIO ଏବେ ସମସ୍ତ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରୁଛି। ପୋଷାକଠାରୁ ପେଟ୍ରୋଲ ପର୍ଯ୍ୟନ୍ତ JIO ବ୍ରାଣ୍ଡ ବିନା କୌଣସି କ୍ଷେତ୍ର ନାହିଁ। ଏବେ ଜିଓ ଆଉ ଏକ ନୂଆ ପଦକ୍ଷେପ ନେବାକୁ ଯାଉଛି। ଇଲେକ୍ଟ୍ରିକ୍…
ଏଇ ଭାରତରେ
ଜଳ ପ୍ରଦୂଷଣ ଓ ସଙ୍କଟକୁ ଲକ୍ଷ୍ୟ କରି ତାହାର ସମାଧାନ ପାଇଁ ଆଗକୁ ବଢିଛନ୍ତି ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡର ରାମବାବୁ ତିଓ୍ବାରୀ। ଏବେ ତାଙ୍କୁ ୩୦ ବର୍ଷ। ସେ ନିଜ ଗାଁ ଅଧଓ୍ବାନର ଲୋକଙ୍କ ସହାୟତାରେ ପୋଖରୀ ପୁନରୁଦ୍ଧାର କରିବାରେ ଲଗିଛନ୍ତି। ବର୍ତ୍ତମାନ…
ଇୟର ଫୋନ୍ ବଧିର କରିବ
ବର୍ତ୍ତମାନ ସମୟର ଜୀବନଶୈଳୀକୁ ଦେଖିଲେ ଯାହା ଜଣାପଡ଼ୁଛି, ଅନେକଙ୍କର ଶ୍ରବଣ ଶକ୍ତି କମିବାର ପ୍ରମୁଖ କାରଣ ହେଉଛି ଇୟର ଫୋନର ମାତ୍ରାଧିକ ବ୍ୟବହାର। ମୋବାଇଲରେ କଥା ଓ ମନୋରଞ୍ଜନ ଲାଗି ଅତି କର୍କଶ ଶବ୍ଦର ପରିବେଶିତ ସଙ୍ଗୀତ ବିଶେଷକରି ଡିଜେର ପ୍ରଚଣ୍ଡ…
ସୈନ୍ୟ ମିଳିବେ ନାହିଁ ଯୁଦ୍ଧ କରିବାକୁ
ଏଣିକି ଯୁଦ୍ଧ ଆରମ୍ଭ କରିବା ପୂର୍ବରୁ ଆକ୍ରମଣ କରିବାକୁ ଚାହୁଁଥିବା ନେତା ଓ ତାଙ୍କ ଅନୁଗାମୀମାନେ ଚିନ୍ତାରେ ପଡ଼ିଲେଣି, ସେନାବାହିନୀ ଯଥେଷ୍ଟ ନ ଥିଲେ ଯୁଦ୍ଧ କରିବା ବୃଥା।ନୌ ଓ ବାୟୁସେନା ଧ୍ୱସ୍ତବିଧ୍ୱସ୍ତ କରିଦେବ ସିନା ବିଜିତ ଅଞ୍ଚଳକୁ ଅକ୍ତିଆରରେ ରଖିବାକୁ…
ଓଭାଲ ଅଫିସ ଶିକ୍ଷା
ରାଜନୀତିରେ ନେତାଙ୍କ କାର୍ଯ୍ୟକାଳ ସ୍ବଳ୍ପସ୍ଥାୟୀ। ତାହାକୁ ଯେଉଁମାନେ ଦୀର୍ଘସ୍ଥାୟୀ ଭାବି ନେଇଥାଆନ୍ତି ତାହା ଅପରିଣାମଦର୍ଶିତାର ଫଳ ଦେଇଥାଏ। ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଭାବିଥିଲେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ତାଙ୍କ ଦଳ ପୁନର୍ବାର କ୍ଷମତାକୁ ଫେରିବେ। ସମ୍ଭବତଃ…
ଶହେ ମେଧାବୀଙ୍କୁ ରିଲାଏନ୍ସ ଫାଉଣ୍ଡେଶନ୍ ପିଜିଏସ୍
ମୁମ୍ବାଇ,୩।୩: ରିଲାଏନ୍ସ ଫାଉଣ୍ଡେଶନ୍ର ବହୁ ପ୍ରତୀକ୍ଷିତ ପୋଷ୍ଟଗ୍ରାଜୁଏଟ୍ ସ୍କଲାରଶିପ୍ (ପିଜିଏସ ୨୦୨୪-୨୫)ର ଫଳାଫଳକୁ ନିକଟରେ ଘୋଷଣା କରାଯାଇଛି। ଏପରିକି ଇଞ୍ଜିିନିୟରିଂ, ଟେକ୍ନୋଲୋଜି, ଶକ୍ତି ଏବଂ ଲାଇଫ ସାଇନ୍ସ ବିଷୟରେ ଅଧ୍ୟୟନ କରୁଥିବା ୧୦୦ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଏହି ମେଧାବୃତ୍ତି ପ୍ରଦାନ…
ସାହସକୁ ମାନିବାକୁ ପଡ଼ିବ: ଘର ଆଗରେ ପେଟ୍ରୋଲ ଢାଳି ସ୍କର୍ପିଓରେ ନିଆଁ ଲଗାଇଦେଲେ
ଭୁବନେଶ୍ୱର,୩ା୩(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଚୋରି, ଛିନତାଇ, ଆକ୍ରମଣ ଭଳି ଆପରାଧିକ କାର୍ଯ୍ୟକଳାପକୁ ନେଇ ଚିନ୍ତା ବଢ଼ିଛି। ଅପରାଧୀମାନେ ରାସ୍ତାରୁ କଲୋନୀ ଆତଙ୍କ ଖେଳାଉଥିବାରୁ ସହରବାସୀ ନିଜ ଧନଜୀବନକୁ ନେଇ ଅସୁରକ୍ଷିତ ମଣୁଛନ୍ତି। ଘଟଣାକ୍ରମରେ ଦୁଇଜଣ ଦୁର୍ବୃତ୍ତ ଘର ଆଗରେ ଥୁଆ…
ଏହି ମାରାତ୍ମକ ରୋଗ ପାଇଁ ଅଙ୍ଗୁର ଖାଇବା ଲାଭଦାୟକ
ଆମ ସ୍ବାସ୍ଥ୍ୟ ପାଇଁ ଅଙ୍ଗୁର ବେଶ୍ ଉପକାରୀ। ଏଥିରେ ଭିଟାମିନ୍ ଏବଂ ଆଣ୍ଟି ଅକ୍ସିଡାଣ୍ଟ ରହିଛି। ଏହାକୁ ଖାଇବା ଦ୍ୱାରା ଡାଇବେଟିସ, କ୍ୟାନ୍ସର, ହାର୍ଟ ଆଟାକ୍ ଆଦିର ଆଶଙ୍କା କେତେକାଂଶରେ କମ୍ କରିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ପ୍ରକାଶ କରିଛନ୍ତି।…
Archives


